Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ନୂଆ କରୋନା ଭୂତାଣୁ ପାଇଁ ଚିନ୍ତା
ଭୁବନେଶ୍ୱର : ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ତଥା ଓମିକ୍ରନ୍ର ସବ୍ଭାରିଆଣ୍ଟ ବିଏଫ୍-୭ ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଛି। ଏହାକୁ କିପରି ମୁକାବିଲା କରାଯିବ ତାକୁ ନେଇ ରାଜ୍ୟ ସରକାର ମଧ୍ୟ ବିଭିନ୍ନ ନିଷ୍ପତ୍ତି ନେଇଛନ୍ତି। ବିଶେଷକରି ଟିକାକରଣରେ…
Read More...
Read More...
ଖୁବଶୀଘ୍ର ପୁରଣ ହେବ କନେଷ୍ଟବଳ ପଦବୀ
ଭୁବନେଶ୍ୱର : ଓଡ଼ିଶାରେ ପୋଲିସରେ ଖାଲି ଥିବା କନେଷ୍ଟବଳ ପଦବୀ ମଧ୍ୟରୁ ୪,୭୯୦ଟି କନଷ୍ଟେବଳ ପଦବୀ ପୂରଣ ପାଇଁ ୪ଟି ପର୍ଯ୍ୟାୟରେ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କନଷ୍ଟେବଳମାନଙ୍କୁ ରାଜ୍ୟର ୩୪ ପୋଲିସ…
Read More...
Read More...
ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ହାତ ଫେରି ପାଇଲେ ଯୁବତୀ
ଭୁବନେଶ୍ୱର : ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳର ଯୁବତୀ ବର୍ଷା ଦାସ(୨୫) ପୁଣି ଥରେ ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ନିଜର ବାମ ହାତ ଫେରିପାଇଛନ୍ତି। ଏମ୍ସ ଭୁବନେଶ୍ୱର ଡାକ୍ତରଙ୍କ ଦ୍ୱାରା ଦୀର୍ଘ ୧୦ ଘଣ୍ଟାର କଠିନ ଅସ୍ତ୍ରୋପଚାର ପରେ ସଫଳତାର ସହିତ ଯୋଡ଼ା ହେଲା ସଂପୂର୍ଣ୍ଣ ଅଲଗା…
Read More...
Read More...
୨୪ ରୁ କମିବ ଶୀତ
ଭୁବନେଶ୍ୱର : ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍ସିୟସ…
Read More...
Read More...
ସାପ୍ତାହିକ ସମ୍ବାଦପତ୍ର ପ୍ରତିଜ୍ଞାର ତ୍ରୟୋଦଶ ବାର୍ଷିକ ଉତ୍ସବ
ଭୁବନେଶ୍ୱର : ସାପ୍ତାହିକ ସମ୍ବାଦପତ୍ର ପ୍ରତିଜ୍ଞାର ତ୍ରୟୋଦଶ ବାର୍ଷିକ ଉତ୍ସବ ଭୁବନେଶ୍ୱରର ଗୀତ ଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ ହୋଇଯାଇଛି । ତରୁଣ କୁମାର ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଉଦଘାଟକ ଭାବେ ରାଜ୍ୟ ସହକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଯୋଗଦେଇ ଉଦଘାଟନ…
Read More...
Read More...
ଅଧିକାର ସାବ୍ୟସ୍ତ ପାଇଁ ମାନବ ଅଧିକାର ସମ୍ବନ୍ଧୀୟ ଜ୍ଞାନ ନିହାତି ଆବଶ୍ୟକ
ଭୁବନେଶ୍ୱର, : ସିଟିଜେନସ୍ ହ୍ୟୁମାନ ରାଇଟସ୍ କ୍ଲିନକ ପକ୍ଷରୁ ବିଶ୍ୱ ମନବାଧିକାର ଦିବସ ଜୟଦେବ ବିହାର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଗବେଷଣା କେନ୍ଦ୍ର ଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ଗୋପବନ୍ଧୁ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ…
Read More...
Read More...
୨୦୩ ସହକାରୀ ପ୍ରଫେସର ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…
Read More...
Read More...
ଶୀତ ବସ୍ତ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ…
Read More...
Read More...
ଏମ୍ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ନିମନ୍ତେ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର…
ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ନିମନ୍ତେ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର ଉଦଘାଟିତ ହୋଯାଇଛି। କବକ ଚିହ୍ନଟ, ଏନେଇ ହେଉଥିବା ସଂକ୍ରମଣ ଏବଂ ଏହାର ନିରାକରଣ ନେଇ ଆଜି ଏମ୍ସ ଭୁବନେଶ୍ବର ରେ ଆରମ୍ଭ ହୋଇଥିବା ଏପରି ଅନୁସନ୍ଧାନକେନ୍ଦ୍ର…
Read More...
Read More...
୨୫ ରୁ ପୁଣି ଫେରିବ ଶୀତ
ଭୁବନେଶ୍ୱର : ଗତ କିଛିଦିନ ଧରି ଶୀତର ପ୍ରକୋପ ସାମାନ୍ୟ ବଢ଼ିଥିବା ବେଳେ ସୋମବାରଠାରୁ ପୁଣି ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍ସିୟସ ବୃଦ୍ଧି ହୋଇଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଉପରେ ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା…
Read More...
Read More...