Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁକେଶ ଅମ୍ବାନି
ଭୁବନେଶ୍ୱର:ଓଡ଼ିଶାକୁ ପୁଞ୍ଜିନିବେଶ ଆକୃଷ୍ଟ କରିବାକୁ ମୁମ୍ବାଇରେ ରୋଡ ଶୋ କରୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଶର ବିଶିଷ୍ଟ ଶିଳ୍ପପତିମାନଙ୍କୁ ଭେଟିବା ସହ ଓଡ଼ିଶାରେ ନିବେଶ କରିବାକୁ ଆମନ୍ତ୍ରଣ ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ତଥା…
Read More...
Read More...
ରାଜଧାନୀରେ ନକଲି ମଦ କାରଖାନା ଠାବ ! ଅଭିଯୁକ୍ତ ମାଲିକ ଗିରଫ
ଭୁବନେଶ୍ୱର:ଭୁବନେଶ୍ୱର ଖାରବେଳନଗର ଅଞ୍ଚଳରେ ନକଲି ମଦ କାରଖାନା ଠାବ ହୋଇଛି। କ୍ୟୁଏଟି ଓ ଖାରବେଳ ନଗର ପୋଲିସର ମିଳିତ ଚଢାଉରେ ଏହି ମଦ କାରଖାନାକୁ ଠାବ କରାଯାଇପାରିଛି । ସେଠାରୁ ୫୦୦ ଲିଟରରରୁ ଅଧିକ ନକଲି ମଦ, ମଦ ତିଆରିରେ ବ୍ୟବହୃତ ଦ୍ରବ୍ୟ, ଠିପି ଓ ପ୍ୟାକିଂ ମେସିନ ଜବତ କରାଯାଇଛି। ଏକ…
Read More...
Read More...
ଆସନ୍ତା ୨୧ରେ ଉଦ୍ଘାଟନ ହୋଇପାରେ ଝାରସୁଗୁଡ଼ା ବିମାନବନ୍ଦର
ଝାରସୁଗୁଡ଼ା: ଆସନ୍ତା ୨୧ତାରିଖରେ ଉଦ୍ଘାଟନ ହୋଇପାରେ ବହୁପ୍ରତୀକ୍ଷିତ ଝାରସୁଗୁଡ଼ା ବିମାନବନ୍ଦର। ଅଗଷ୍ଟ ୨୧ରେ ଏହାର ଉଦ୍ଘାଟନ ହେବାର ସମ୍ଭାବନା ଥିବା ଏୟାରପୋର୍ଟ ନିର୍ଦ୍ଦେଶକ ଏସ୍.କେ ଚୌହାନ ସୂଚନା ଦେଇଛନ୍ତି। ତେବେ ଏନେଇ ସେ କୌଣସି ବିଧିବଦ୍ଧ ଚିଠି ପାଇନଥିବା ମଧ୍ୟ ସ୍ପଷ୍ଟ…
Read More...
Read More...
ଆଜିଠୁ ବଢ଼ିଲା କୋଣାର୍କ ସୂର୍ଯ୍ୟମନ୍ଦିରରେ ପ୍ରବେଶ ଶୁଳ୍କ
କୋଣାର୍କ: କୋଣାର୍କ ସୂର୍ଯ୍ୟମନ୍ଦିରର ପ୍ରବେଶ ଶୁଳ୍କ ବୃଦ୍ଧିକୁ ନେଇ ପ୍ରତିବାଦ। ହୋଇଛି। ଆଜିଠାରୁ ସାଧାରଣ ଦର୍ଶକଙ୍କ ଲାଗି ଏଣ୍ଟ୍ରି ଫି ୩୦ରୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ବିଦେଶୀମାନଙ୍କ ଲାଗି ପ୍ରବେଶ ଶୁଳ୍କ ୫ ଶହରୁ ବୃଦ୍ଧି କରାଯାଇ ୬ଶହ ଟଙ୍କା କରାଯାଇଛି।
ବର୍ଦ୍ଧିତ…
Read More...
Read More...
କଟକର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ଅଗ୍ରୱାଲ
କଟକ : ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରବିନ୍ଦ ଅଗ୍ରୱାଲ । ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚିବା ପରେ କର୍ମଚାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ । ପୂର୍ବତନ ଜିଲ୍ଲାପାଳ ସୁଶାନ୍ତ ମହାପାତ୍ରଙ୍କ ଠାରୁ ଅରବିନ୍ଦ ଅଗ୍ରୱାଲ ଦାୟିତ୍ୱ ନେଇଛନ୍ତି । ଏହାପରେ ସେ କହିଛନ୍ତି…
Read More...
Read More...
୧୦୮ ଆମ୍ବୁଲାନ୍ସକୁ ପିଟିଲା ଟ୍ରକ : ଅଳ୍ପକେ ବର୍ତ୍ତିଲେ ଗର୍ଭବତୀ
କେନ୍ଦୁଝର : ନୟାକୋଟ ଥାନା ଅନ୍ତର୍ଗତ କୁମୁଣ୍ଡି ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ପିଟିଲା ଟ୍ରକ। ଖୁବ ଦ୍ରୁତ ଗତିରେ ଟ୍ରକଟି ଆସୁଥିବା ଦେଖି ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ରାସ୍ତାକଡରେ ଗାଡିଟିକୁ ଛିଡାକରି ଦେଇଥିଲେ। ଏହାସତ୍ତ୍ବେ ମଧ୍ୟ ଟ୍ରକ ଡ୍ରାଇଭର ଗାଡିଟିକୁ ଆଣି ପିଟି ଦେଇଥିଲା। ଫଳରେ…
Read More...
Read More...
ପୁଲିସ୍ ନାକ ତଳେ ଏମିତି ଚାଲିଥିଲା ସେକ୍ସ ରାକେଟ୍…ବାହାରୁ ଆସୁଥିଲେ ସୁନ୍ଦରୀ ତରୁଣୀ
ଗୁଣପୁର: ଭୁବନେଶ୍ୱରରେ କମିଶନରେଟ୍ ପୁଲିସ୍ର ନିଦ ହଜାଇ ଦେଇଥିବା ସୁନୀଲ ଭଳି ଗୁଣପୁରରେ ଧରାପଡ଼ିଛି ଆଉ ଏକ ଦେହ ଦଲାଲ ସୁନୀଲ ରେଡ୍ଡୀ।
ରାୟଗଡ଼ା ଜିଲ୍ଲା ଗୁଣପୁର ଶେଖର ନଗରର ଏକ ଭଡ଼ା ଘରୁ ପୁଲିସ୍ ଏକ ସେକ୍ସ ରାକେଟ୍ ଠାବ କରିଛି। ଗତକାଲି ସନ୍ଧ୍ୟାରେ ଏହି ଭଡ଼ା ଘର ଉପରେ ପୁଲିସ୍ ଚଢ଼ଉ…
Read More...
Read More...
ଆଗାମୀ ୨୪ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ହେତୁ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ତେବେ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ…
Read More...
Read More...
ଡିସ୍ଚାର୍ଜ ହେବେନି ଜଗା ! କାଳିଅା ଜଗା ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି, କାଳିଅା ଠିକ୍ ହୋଇନି
ଭୁବନେଶ୍ୱର : ଏବେ ଦିଲ୍ଲୀ ଏମ୍ସରୁ ଡିସ୍ଚାର୍ଜ ହେବେନି ଜଗା, କାଳିଅା। ଅାଜି ଦିଲ୍ଲୀରେ ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ୫ ଜଣିଅା ବିଶେଷଜ୍ଞଙ୍କ ଟିମ୍ ଜଗା, କାଳିଅାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପରେ…
Read More...
Read More...