Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ଓଡିଶା ସଡକ ପରିବହନ ସଂଘର ରାଜ୍ୟ ସ୍ତରୀୟ ସଭା ଓ ସଡକ ସୁରକ୍ଷା ସଚେତନତା
ଭୁବନେଶ୍ୱର ; ଓଡିଶା ସଡକ ପରିବହନ ମହାସଂଘର ରାଜ୍ୟ ସ୍ତରୀୟ ସାଧାରଣ ସଭା ଓ ସଡକ ସୁରକ୍ଷା ସଚେତନତା ଏବଂ ପରିବହନ ଶ୍ରମିକଙ୍କ ସାମାଜିକ ସୁରକ୍ଷା କର୍ମଶାଳା ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ପଦ୍ମନ କୁମାର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି…
Read More...
Read More...
ଭୁବନେଶ୍ୱର ଯୁବବର୍ଗମାନେ ଏକ ଯୁବ ମହୋତ୍ସବରେ ଏସଆରଏଚଆର, ମାସିକ ଋତୁସ୍ରାବ ସ୍ୱାସ୍ଥ୍ୟ, ପାରିବାରିକ ହିଂସା ଏବଂ…
ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ୟୁଏସଏଆଇଡି ପକ୍ଷରୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ଶିଶୁ ଅଧିକାର ସୁରକ୍ଷା ପାଇଁ ଓଡିଶା ରାଜ୍ୟ ଆୟୋଗର ପ୍ରତିନିଧୀମାନଙ୍କ ସହିତ ମିଳିତ ଭାବେ ସ୍ଥାନୀୟ ଯୁବ ମହୋତ୍ସବ ‘ବାତେଁ ଅନଲକଡ୍’ରେ ଅନ୍ତର୍ଜାତୀୟ…
Read More...
Read More...
ଓଏଏସ ସ୍ତରରେ ଅଦଳବଦଳ
ଭୁବନେଶ୍ବର : ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍ ଅଫିସରଙ୍କୁ ନିଯୁକ୍ତି ମିଳିଛି।
ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି…
Read More...
Read More...
ବାତ୍ୟା ପାଇଁ ଛୁଟି ବାତିଲ
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୩ରୁ…
Read More...
Read More...
ଆସୁଛି ବାତ୍ୟା
ଭୁବନେଶ୍ୱର : ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…
Read More...
Read More...
ଆଜି ବସିବ କ୍ୟାବିନେଟ ବୈଠକ
ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଯୋଗେ ଦେବେ। ଏହି ବୈଠକରେ କ୍ୟାବିନେଟର ୧୦ରୁ ଅଧିକ ପ୍ରସ୍ତାବକୁ ମଞ୍ଜୁରୀ…
Read More...
Read More...
ଜନ୍ମପୀଠକୁ ଆକର୍ଶଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କର-ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଶଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯଇଥିବା ପ୍ରକଳ୍ପର କାର୍ଯ୍ୟାୟନରେ ବେଶ ଅଗ୍ରଗତି ହୋଇଛି ।…
Read More...
Read More...
ସରକାରଙ୍କ ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ।
ବାଙ୍ଗାଲୋରରୁ ଏମିତି ବାର୍ତ୍ତା ଦେଇ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର…
Read More...
Read More...
ନାଲକୋ ପକ୍ଷରୁ ୬ ଟି ପିସିଆର ଭ୍ୟାନ ପ୍ରଦାନ
ଭୁବନେଶ୍ୱର : ନାଲ୍କୋ ପକ୍ଷରୁ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ୍କୁ ୬ଟି ନୂଆ ପୋଲିସ୍ ନିୟନ୍ତ୍ରଣ କକ୍ଷ (ପିସିଆର) ଭ୍ୟାନ୍ ଯୋଗାଇ ଦିଆଯାଇଛି। ବିଶେଷ କରି ଦ୍ୱୈତ ନଗରୀ (କଟକ-ଭୁବନେଶ୍ୱର) ର ଆଇନ ଶୃଙ୍ଖଳା ନିୟନ୍ତ୍ରଣ ସାଙ୍ଗକୁ ବିଭିନ୍ନ ପରିସ୍ଥିତିର ତଦାରଖ ପ୍ରକ୍ରିୟାକୁ ସୁଦୃଢ଼…
Read More...
Read More...
ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କଲେ ୫ଟି ସଚିବ
ଖୋର୍ଦ୍ଧା : ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ,…
Read More...
Read More...