Breaking
Browsing Category
ରାଜ୍ୟ
ଓମ୍ରାର ୩୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର,୨୯।୮ : ରାଜ୍ୟ ସ୍ତରୀୟ ସ୍ବେଛାସେବୀ ଅନୁଷ୍ଠାନ ଓମ୍ରାର ୩୬ତମ ବାର୍ଷିକ ଉତ୍ସବ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ମୂଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।
ଉକ୍ତ ଉତ୍ସବରେ ଓମ୍ରା ର ସଭାପତି ଡାକ୍ତର ଚିତ୍ତ ରଞ୍ଜନ ମିଶ୍ର ଅତିଥି ମାନଙ୍କୁ ସ୍ବାଗତ କରିବା ସହ ଅତିଥି…
Read More...
Read More...
ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ।
ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ। ଯେଉଁମାନେ…
Read More...
Read More...
ଏମ୍ସ ଭୁବନେଶ୍ୱରରେ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ଉଦ୍ଘାଟନ କଲେ କାର୍ଯ୍ୟନିର୍ବାହୀ…
ଭୁବନେଶ୍ୱର,: ଏମ୍ସ ଭୁବନେଶ୍ୱରରେ ସମସ୍ତ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ରକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ
ଉଦ୍ଘାଟନ କରିଛନ୍ତି।
ଓପିଡି ଫୋୟରରେ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ମାଧ୍ଯମରେ ସିଜିଏଚଏସ୍…
Read More...
Read More...
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଶବ ପରିଚାଳନା କ୍ଷେତ୍ରରେ ଅନନ୍ୟ ପାରଦର୍ଶିତା ନିମନ୍ତେ ଏମ୍ସ ଭୁବନେଶ୍ୱରକୁ ସମ୍ମାନିତ…
ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲା ଅନ୍ତର୍ଗତ ବାହାନଗାରେ ହୋଇଥିବା ଦୁର୍ଭାଗ୍ୟଜନକ ଟ୍ରେନ୍ ଦୁର୍ଘଟଣାରେ ମୃତ ଶରୀର ପରିଚାଳନା କ୍ଷେତ୍ରରେ ଏମ୍ସ ଭୁବନେଶ୍ୱରର ପ୍ରତିବଦ୍ଧତା, ଉତ୍ସର୍ଗୀକୃତ ମନୋଭାବ ଏବଂ ନିରନ୍ତର ପ୍ରୟାସ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜାତୀୟ…
Read More...
Read More...
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଓଏସ୍ଡି ସୁଧାଂଶ୍ ପନ୍ତଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ, ଗୁଣବତ୍ତାପୂର୍ଣ୍ଣ…
ଭୁବନେଶ୍ୱର : ଗୌରବମୟ ପ୍ରଥମ ଦଶନ୍ଧିର ଯାତ୍ରା ଅବସରରେ ଏମ୍ସ ଭୁବନେଶ୍ୱର ଓଡ଼ିଶା ତଥା ପଡୋଶୀ ରାଜ୍ୟର ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ଅଗ୍ରଣୀ ଭୂମିକା ନିର୍ବାହ କରିଛି। ରୋଗୀସେବା କ୍ଷେତ୍ରରେ ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଦେଶରେ ଏକ ନୂତନ…
Read More...
Read More...
ଏମ୍ସ ଭୁବନେଶ୍ୱର ୧୧ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର : ପ୍ରଥମ ଦଶନ୍ଧିର ଗୌରବମୟ ଯାତ୍ରା ସହିତ ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥାଭାଜନ ହୋଇପାରିଥିବା ଏମ୍ସ ଭୁବନେଶ୍ୱର ଆଜି ଏହାର ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଏମ୍ସ ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏହି ସୁବିଧା…
Read More...
Read More...
ଓଡ଼ିଶା ମୋ ପରିବାର ପକ୍ଷରୁ ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ
ଭୁବନେଶ୍ୱର: ଆଜି ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି ।
ସୂଚନାନୁସାରେ, ୨୦୨୧ ମସିହା ଜୁନ ମାସରେ ଭୁବନେଶ୍ୱରର ଜଣେ ୧୩ବର୍ଷର ବାଳକ କୃଷ୍ଣ ମୁଣ୍ଡା ଏକ ଗଛ ଉପରକୁ ଚଢିବାକୁ ଚେଷ୍ଟା…
Read More...
Read More...
ମାଲକାନଗିରି ଜିଲ୍ଲାର ଉନ୍ନତି ପାଇଁ ୧୫୮ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମାଓବାଦୀ ପ୍ରବଣ ମାଲକାନଗିରି ଜିଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଉକ୍ତ ଅର୍ଥରାଶି ଅନୁମୋଦନ…
Read More...
Read More...
୫-ଟି ଉପକ୍ରମରେ ନନ୍ଦନକାନନର ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ…
ଭୁବନେଶ୍ୱର : ନନ୍ଦନକାନନର ହେବ ରୂପାନ୍ତର । ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର…
Read More...
Read More...
ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ଆହ୍ବାନ
ଭୁବନେଶ୍ୱର : ଆରୋଗ୍ୟ ପ୍ରକ୍ରିୟାକୁ ଶୀଘ୍ର ଏବଂ ଉନ୍ନତ କରିବା ନିମନ୍ତେ ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ବଡ଼ ଆହ୍ବାନ। ନିଜକୁ ଶାନ୍ତ ରଖିବା ତଥା ମାନସିକ ଚାପ/ଅବସାଦକୁ ନିୟନ୍ତ୍ରଣ କରିବାରେ ଯୋଗ ଏକ ବିଶେଷ ଭୂମିକା ଗ୍ରହଣ କରିଥାଏ। ଅସ୍ତ୍ରୋପଚାର ପରବର୍ତ୍ତୀ…
Read More...
Read More...