banner
Breaking
Browsing Category

ରାଜ୍ୟ

ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ଆହ୍ବାନ

ଭୁବନେଶ୍ୱର : ଆରୋଗ୍ୟ ପ୍ରକ୍ରିୟାକୁ ଶୀଘ୍ର ଏବଂ ଉନ୍ନତ କରିବା ନିମନ୍ତେ ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ବଡ଼ ଆହ୍ବାନ। ନିଜକୁ ଶାନ୍ତ ରଖିବା ତଥା ମାନସିକ ଚାପ/ଅବସାଦକୁ ନିୟନ୍ତ୍ରଣ କରିବାରେ ଯୋଗ ଏକ ବିଶେଷ ଭୂମିକା ଗ୍ରହଣ କରିଥାଏ। ଅସ୍ତ୍ରୋପଚାର ପରବର୍ତ୍ତୀ…
Read More...

ଭୁବନେଶ୍ୱର ଫିଟନେସ କ୍ଲବ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ଭୁବନେଶ୍ୱର : ଭୁବନେଶ୍ୱର ଫିଟନେସ କ୍ଲବ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ କିସ୍ ଜଗନ୍ନାଥ ମନ୍ଦିର ସମ୍ମୁଖ କ୍ଲବ ପରିସରରେ ପାଳିତ ହୋଇଯାଇଛି । କ୍ଲବର ସଭାପତି ଜିତେନ୍ଦ୍ର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠିତ ସାଧୁ ସ୍ୱାମୀ ସୁଧାନନ୍ଦ ସରସ୍ୱତୀ ମହାରାଜ…
Read More...

ନୀଳାଦ୍ରିବିହାର ଆବାସିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଭୁବନେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦ୍‌ଗତି ଓ ଆହତଙ୍କ ଆଶୁ ଅରୋଗ୍ୟ କାମନା କରି ନୀଳାଦ୍ରିବିହାର ଆବାସିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆବାସିକ ସଂଘର ପୁର୍ବତନ ସଭାପତି ମନମୋହନ ପଟ୍ଟନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ଶୋଭାଯାତ୍ରା…
Read More...

ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ଗୁରୁବାର ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏପରିକି ୫ ଜିଲାରେ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅମ୍ରିତ ମୋହନ…
Read More...

ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ କାଟ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଜିଲାପାଳ ବିନୀତ ଭରଦ୍ବାଜ ମୁଖ୍ୟ ଶାସନ ସଚିବଙ୍କୁ ଜଣାଇ ଦେଇଛନ୍ତି। ଏନେଇ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ…
Read More...

ଏମ୍‌ସ ଭୁବନେଶ୍ୱରରେ ବିରଳ ଗଳା କର୍କଟ ରୋଗର ଅଭିନବ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ବିକିରଣ (ରେଡିଏସନ୍‌) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍‌ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍‌ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ ଦ୍ବାରା ଅଭିନବ…
Read More...

ହୋମିଓପାଥି ସନ୍ଦର୍ଭରେ ହେବ ଉଚ୍ଚତର ଗବେଷଣା, ଏମ୍‌ସ ଭୁବନେଶ୍ୱର ଏବଂ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ ମଧ୍ୟରେ…

ଭୁବନେଶ୍ୱର : ବର୍ତ୍ତମାନ ପ୍ରଚଳିତ ଚିକିତ୍ସାସେବାରେ ଅତ୍ୟାଧୁନିକ ଔଷଧ ଏବଂ ପ୍ରାଚୀନ କାଳରୁ ଚଳିଆସୁଥିବା ହୋମିଓପାଥିର ସମନ୍ବୟ ସ୍ବାସ୍ଥ୍ୟସେବାରେ ବ୍ୟାପକ ପରିବର୍ତ୍ତନ ଆଣିବାର ସମ୍ଭାବନା ରଖିଛି। ତେବେ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ଏବଂ ପ୍ରମାଣଭିତ୍ତିକ ବୈଜ୍ଞାନିକ…
Read More...

ତିନି ଆଇପିଏସ୍ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର : ରାଜ୍ୟର ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ବେଳେ କେନ୍ଦ୍ରୀୟ…
Read More...

ବନ୍ୟପ୍ରାଣୀ ଆକ୍ରମଣ ଜନିତ ମୃତ୍ୟୁ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ବୃଦ୍ଧି ପ୍ରସ୍ତାବକୁ…
Read More...

ସମସ୍ତ ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।…
Read More...