banner
Breaking
Browsing Category

ରାଜ୍ୟ

କୋଭିଡ ପାଇଁ ପରେଡ ବନ୍ଦ

ଭୁବନେଶ୍ୱର,୯ା୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପରେଡ ହେବ ନାହିଁ । ରାଜ୍ୟରେ କୋଭିଡ ସଂକ୍ରମଣ ଜାରି ରହିଥିବାରୁ ମଙ୍ଗଳବାର ଅନୁଷ୍ଠିତ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ପରେଡ ନ ହେଲେ ମଧ୍ୟ ଗାର୍ଡ ଅଫ…
Read More...

ବଢିଲା ଗୃହରକ୍ଷୀଙ୍କ ଭତ୍ତା

ଭୁବନେଶ୍ୱର,୭।୮(ବ୍ୟୁରୋ):ରାଜ୍ୟସରକାର ଗୃହରକ୍ଷୀଙ୍କ ଡ୍ୟୁଟି କଲ ଅପ୍‌ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ଏହା ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...

ମୁଖ୍ୟମନ୍ତ୍ରୀଙ୍କ ତିନି ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର : ନୀତି ଆୟୋଗ ବୈଠକ ଆସନ୍ତା ୭ ତାରିଖରେ ବସିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ନୀତି ଆୟୋଗର ଏହି ୭ମ ପରିଷଦ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଠାରୁ ୩ ଦିନିଆ (୬ରୁ ୮ ତାରିଖ) ଦିଲ୍ଲୀଗସ୍ତରେ ଯିବେ।…
Read More...

ଛତିଶଗଡ଼ରେ ଭୂକମ୍ପ ଝଟକା

ରାୟପୁର,୪।୮: ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ଥିଲା। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦ କିଲୋମିଟର ଗଭୀରରେ ଥିଲା ବୋଲି ପାଣିପାଗ…
Read More...

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍‌ ଅଶ୍ୱଥି ଏସ୍‌ଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ…
Read More...

ଜଣେ ଗରିବ ବି ହୋଇପାରିବ ଭାରତର ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୭ : ଦ୍ରୌପଦୀ ମୁର୍ମୁ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସଂସଦର ସେଣ୍ଟାଲ ହଲରେ ଆୟୋଜିତ ଏକ ସମାରୋହରେ ଦ୍ରୌପଦୀ ମୁର୍ମୁ ଦେଶର ପଥମ ନାଗରିକ…
Read More...

ରଷ୍ଟ୍ରପତିଙ୍କ ବିଜୟ ଓ ସ୍ୱାଗତ ଉତ୍ସବ ପାଳିଲା ଜଜ୍‌ବା

ଭୁବନେଶ୍ୱର, – ଓଡିଶା ଇତିହାସରେ ଯୋଡି ହୋଇଛି ଆଉଏକ ନୂଆ ଫର୍ଦ୍ଦ । ଓଡିଶା ମାଟିର ସୁଯୋଗ୍ୟ ମହିଳା ଦ୍ରୌପଦୀ ମୁର୍ମୁ ରଷ୍ଟ୍ରପତି ନିର୍ବାଚନରେ ବହୁ ସଂଖ୍ୟକ ଭୋଟରେ ବିଜୟ ଲାଭ କରି ଭାରତର ପ୍ରଥମ ନାଗରିକ ହୋଇଛନ୍ତି । ଭାରତର ମହାମହିମ ରଷ୍ଟ୍ରପତି ଭାବେ ଓଡିଶାର ଗର୍ବ ଓ ଗୌରବ ତଥା ଓଡିଆ ଝିଅ…
Read More...

ଆହୁରି ଚାରିଦିନ ବର୍ଷା

ଭୁବନେଶ୍ବର: ଦକ୍ଷିଣ ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ମଙ୍ଗଳବାର ଭୁବନେଶ୍ବରରେ ୨୦.୮ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ କଟକରେ ୧୬.୮ମିମି ବର୍ଷା ହୋଇଛି।…
Read More...

ରାଜ୍ୟରେ ଆଜି ପୁଣି ୧୧୨୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧,୧୨୨ ଜଣ ପଜିଟିଭ ଚିହ୍ନଟ। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୫୮ଜଣ ଆକ୍ରାନ୍ତ ରହିଥିବା ବେଳେ ୪୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି…
Read More...

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜି ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ବସିଥିବା ବେଳେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛି କ୍ୟାବିନେଟ୍‌ । ଗୃହରେ ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ…
Read More...