banner
Breaking
Browsing Category

ରାଜ୍ୟ

ଓଡ଼ିଶାରେ ନୂଆ ରୋଗ ଟମାଟୋଫ୍ଲୁ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ଶିଶୁମାନେ ଟମାଟୋ ଫ୍ଲୁରେ ସଂକ୍ରମିତ ହେଉଥିବା ସୂଚନା ମିଳିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଛି। ଏନେଇ ପ୍ରତିକ୍ରିୟା ରଖି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଏହା ଏକ ଭାଇରାଲ ରୋଗ । ଏହି ରୋଗ ହେଲେ…
Read More...

ଗ୍ରୀଷ୍ମକାଳୀନ ଅତିରିକ୍ତ ୧୦୦ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ବରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ରାଜ୍ୟ…
Read More...

ଇଏସଆଇ ହସ୍ପିଟାଲରେ ୧୧୪ ଜଣଙ୍କୁ ନିଯୁକ୍ତି, ୯୨% ଲୋକ ସରକାରୀ ସ୍ବାସ୍ଥ୍ୟ ସେବାରେ ସନ୍ତୁଷ୍ଟ ନବୀନ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି। ସୋମବାର ରାଜ୍ୟ କର୍ମଚାରୀ ବୀମା (ଇଏସ୍‌ଆଇ) ହସ୍ପିଟାଲ ଓ ଗୋଷ୍ଠୀ…
Read More...

ବାତ୍ୟା ଅସାନୀ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା…
Read More...

୧୫ ରୁ ହେଲମେଟ ଯାଞ୍ଚ କଡାକଡି

ଭୁବନେଶ୍ବର,୮।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟର ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ହେଲମେଟ ଯାଞ୍ଚ କରାଯିବ। ଏହି ଅଭିଯାନ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ସରକାରଙ୍କ ସଡକ ପରିବହନ ଆୟୁକ୍ତଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ତଦନୁଯାୟୀ, ବିନା…
Read More...

ବାତ୍ୟାର ସ୍ଥିତି ଅସ୍ପଷ୍ଟ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ଆଜି…
Read More...

ଶହୀଦଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କଲେ ନବୀନ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଯୁଦ୍ଧ ତଥା ଆତଙ୍କବାଦର ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟସ୍ବଜନଙ୍କ ନିମନ୍ତେ ସହାୟତା ରାଶି ବୃଦ୍ଧି ପାଇଛି। ଏହି ସହାୟତା ରାଶି ୫ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ…
Read More...

ଅକ୍ଷୟ ତୃତୀୟାରେ ମୁଖ୍ୟମନ୍ତ୍ରୀଙ୍କ ଉପହାର, ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା

ଭୁବନେଶ୍ୱର, : ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ତେଣୁ…
Read More...

ଅକ୍ଷୟ ତୃତୀୟାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ…
Read More...

ଏଥର ପାତାଳରୁ ପାଣି ଆଣିଲେ ଦେବାକୁ ପଡ଼ିବ ଟ୍ୟାକ୍ସ

ଭୁବନେଶ୍ୱର,୩ା୫(ବ୍ୟୁରୋ):ମନଇଚ୍ଛା ଆଉ ଭୂଗର୍ଭରୁ ପାଣି ଶୋଷି ହେବନି। ଏହାକୁ ନିୟନ୍ତ୍ରଣ କରିବାକୁ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ତଦନୁଯାୟୀ ଭୂଗର୍ଭ ଜଳ ବ୍ୟବହାର ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ଶିଳ୍ପ, ବ୍ୟବସାୟିକ, ଓ୍ବାଟର ପାର୍କ, ବୃହତ୍‌ ଓ କ୍ଷୁଦ୍ର ଶିଳ୍ପ, ଆପାର୍ଟମେଣ୍ଟ…
Read More...