banner
Breaking
Browsing Category

ରାଜ୍ୟ

ଆସୁଛି ବାତ୍ୟା, ଘନ ଘନ ଚାଲିଛି ସରକାରୀ ବୈଠକ

ଭୁବନେଶ୍ବର: ଆସୁଛି ସମ୍ଭାବ୍ୟ ବାତ୍ୟା। ଦିନକ ପରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପରବର୍ତ୍ତୀ ସମୟରେ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ ବୋଲି ଆକଳନ କରାଯାଇଛି। ବାତ୍ୟା ସମ୍ଭାବନା ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଚିତ୍ର ସ୍ପଷ୍ଟ…
Read More...

ଗ୍ରୀଷ୍ମପ୍ରବାହ ନେଇ କୈାଣସି ବିପଦ ନାହିଁ: ବିଷ୍ଣୁପଦ ସେଠୀ

ଭୁବନେଶ୍ୱର, ୧।୫(ବ୍ୟୁରୋ): ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗ୍ରୀଷ୍ମପ୍ରବାହ ନେଇ କୈଣସି ବିପଦ ନାହିଁ। ସ୍କୁଲଗୁଡିକ ସକାଳ ୯ଟା ସୁଦ୍ଧା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଛାତ୍ରୀଛାତ୍ର କ୍ଷତିଭରଣା ସହ…
Read More...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍‌ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ ଭାବେ ଅବସ୍ଥାପିତ…
Read More...

ଆଇପିଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ ଡିସିପି ଭାବେ ପିନାକ ମିଶ୍ରଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ଭୁବନେଶ୍ୱର ନୂଆ ଡିସିପି ଭାବେ ପ୍ରତୀକ…
Read More...

ଆସୁଛି ଲଘୁଚାପ ଛାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ଦାନା…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

କଟକ : ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର' ( Museum & Interpretation Centre ) ଲୋକାର୍ପିତ…
Read More...

କଲବଲ କରୁଛି ତାତି

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ…
Read More...

ନିଷ୍ଠାର ସହ ଲୋକମାନଙ୍କ କାମ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଲୋକସେବା ଭବନରେ ସୋମବାର ନବନିର୍ବାଚିତ ମେୟର ଏବଂ ପୌରାଧ୍ୟକ୍ଷମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ନିଜ ନିଜ ସହରରେ ନିଷ୍ଠାର ସହ କାମ କରିବାକୁ ମେୟର ଏବଂ…
Read More...

ଗାଇଡଲାଇନ୍ ଆସିବା ପରେ ଶିଶୁଙ୍କୁ ଟିକା ଦିଆଯିବ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଶିଶୁଙ୍କ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଶୁକ୍ରବାର ନିଜ ପ୍ରତିକ୍ରିୟା ରଖିଛନ୍ତି । ୫ରୁ ୧୨ ବର୍ଷ ଶିଶୁଙ୍କ ଟିକାକରଣ ଲାଗି ଡିସିଜିଏଲ୍‌ର ସୁପାରିସ ପରେ ସେ ପ୍ରତିକ୍ରିୟା ରଖିଛନ୍ତି। କେନ୍ଦ୍ର ଅନୁମୋଦନ ପରେ ରାଜ୍ୟ ସରକାରଙ୍କ ପାଖକୁ ନିର୍ଦ୍ଦେଶ…
Read More...

ଅଲଗା ରାଜ୍ୟରେ ସ°କ୍ରମଣ ବଢୁଛି, ଆମକୁ ସତର୍କ ରହିବାକୁ ହେବ

ଭୁବନେଶ୍ୱର ୨୨।୪(ବ୍ୟୁରୋ) : କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଥଣ୍ଡା ଓ ଜ୍ୱର ହେଲେ ସ୍କୁଲ୍‌ ପିଲାଙ୍କୁ ଟେଷ୍ଟ କରାଇ ସଙ୍ଗରୋଧରେ ରଖନ୍ତୁ। ଅଲଗା ରାଜ୍ୟରେ ଏବେ ସଂକ୍ରମଣ ବଢିବାରେ ଲାଗିଛି। ତେଣୁ ଆମକୁ ସତର୍କ ରହିବାକୁ…
Read More...