banner
Breaking
Browsing Category

ରାଜ୍ୟ

ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍‌ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…
Read More...

ପୁଣି ବଢିବ ବିଦ୍ୟୁତ ଦର

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପୁଣି ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ପଡ଼ିବା ଆଶଙ୍କା ଦେଖାଦେଇଛି। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆୟବ୍ୟୟର ହିସାବ ଦେଇ ବିଜୁଳି ଦର ବଢ଼ାଇବାକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ନିକଟରେ ଦାବି…
Read More...

ରାଜ୍ୟରେ ଆଜି ୧୫୩୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୨/୨(ବ୍ୟୁରୋ): ରାଜ୍ୟରେ ଆଜି ୧,୫୩୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୪୨ ଜଣ ଚିହ୍ନଟ ହୋଇଛନ୍ତି ଓ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୨ ପଜିଟିଭ୍ । ଆଜି ଚିହ୍ନଟ ଆକ୍ରାନ୍ତଙ୍କ…
Read More...

୧୯ ରେ ଓଡିଶା ଆସିବେ ରାଷ୍ଟ୍ରପତି

ପୁରୀ,୧୨/୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇଦିନିଆ ପୁରୀଗସ୍ତ କାର୍ଯ୍ୟକ୍ରମ ଶୁକ୍ରବାର ଚୂଡାନ୍ତ ହୋଇଛି। ଚଳିତମାସ ୧୯ତାରିଖ ଦିନ ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ଦାରୁବ୍ରହ୍ମଙ୍କୁ ଦର୍ଶନ କରିବେ। ୨୦ତାରିଖ ଦିନ ଶରଧାବାଲିରେ ହେବାକୁ ଥିବା ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ବତୀ…
Read More...

ରାଜ୍ୟରେ କମିବ ତାପମାତ୍ରା, ହେବନାହିଁ ଶୀତ

ଭୁବନେଶ୍ବର,୧୨/୨(ବ୍ୟୁରୋ): ରାଜ୍ୟରେ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ୩ ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପରବର୍ତ୍ତୀ ସମୟରେ ତାପମାତ୍ରାରେ ବିଶେଷ…
Read More...

ସରିଲା ସର୍ବଦଳୀୟ ବୈଠକ, ୧୧ରୁ ଭୋଟର ତାଲିକା ସ°ଶୋଧନ, ଇଭିଏମରେ ହେବ ମତଦାନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏନେଇ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି, ରାଜ୍ୟରେ ୧୧୦…
Read More...

ଘରେ ଘରେ ଦିଆଯିବ ଫାଇଲେରିଆ ଔଷଧ

ଭୁବନେଶ୍ୱର,୯।୨(ବ୍ୟୁରୋ): ଗୁରୁବାରଠାରୁ ଦିଆଯିବ ଫାଇଲେରିଆ ଔଷଧ। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଫାଇଲେରିଆ ନିରାକରଣ ଲାଗି ମାସ୍‌ ଡ୍ରଗ ଆଡମିନିଷ୍ଟ୍ରେଶନ ଅଭିଯାନ ଆଧାରରେ ଏହି ଔଷଧ ବଣ୍ଟନ କରାଯିବ। ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଅଭିଯାନ ହେବାକୁ ଥିବା ବେଳେ ଫେବୃୟାରୀ…
Read More...

କରୋନା ବାୟୁ ବାହିତ ରୋଗ, ମାସ୍କ ପିନ୍ଧନ୍ତୁ

ଭୁବନେଶ୍ୱର,୮।୨(ବ୍ୟୁରୋ): କରୋନା ସଂକ୍ରମଣ ଏବେ ବଢିବ କମିବ। ଏହା ଏକ ବାୟୁ ବାହିତ ରୋଗ, ତେଣୁ ମାସ୍କ ବ୍ୟବହାର ନିହାତି ଆବଶ୍ୟକ ବୋଲି କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ…
Read More...

ରାଜ୍ୟରେ ଆଜି ୧,୫୦୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୮/୨ : ରାଜ୍ୟରେ ଆଜି ୧,୫୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୮୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୩୦ ଜଣ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୨୯ ପଜିଟିଭ୍ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୩୩ ଆକ୍ରାନ୍ତ ଚିହ୍ନଟ…
Read More...

ଖୁବଶୀଘ୍ର ବାଜିପାରେ ପୌର ନିର୍ବାଚନ ବିଗୁଲ

ଭୁବନେଶ୍ୱର,(ବ୍ୟୁରୋ):ପୌର ନିର୍ବାଚନ ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି କାର୍ଯ୍ୟ। ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ୧୦ ତାରିଖ ଦିନ ସକାଳ ୧୧ଟା ୩୦ ମିନିଟ୍ ରେ ଗୀତ ଗୋବିନ୍ଦ ସଭାଗୃହରେ ବୈଠକ ଅନୁଷ୍ଠିତ ହେବ । ପୌର ପରିଷଦ/ନିଗମ ଗୁଡ଼ିକର…
Read More...