Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ରେସପେକ୍ଟ ଇଣ୍ଡିଆ ଫାଉଣ୍ଡେସନ୍ ପକ୍ଷରୁ ମହିଳା ଦିବସ
ନୂଆଦିଲ୍ଲୀ : ରେସପେକ୍ଟ ଇଣ୍ଡିଆ ଫାଉଣ୍ଡେସନ୍ ପକ୍ଷରୁ ନୂଆଦିଲ୍ଲୀରେ ଅନ୍ତର୍ଜତୀୟ ମହିଳା ଦିବସ ପାଳିତ ହୋଇଯାଇଛି । କେନ୍ଦ୍ର କୃଷି ମନ୍ତ୍ରୀ ତଥା ସିକିମର ପୂର୍ବତନ ରାଜ୍ୟପାଳ କୈଳାସ ଚୌଧୁରୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଶିଷ୍ଟ ଲେଖକ ବିବି ସିଂ,…
Read More...
Read More...
୨୫ରୁ ବିଧାନସଭା ଅଧିବେଶନ
ଭୁବନେଶ୍ବର,୮।୩(ବ୍ୟୁରୋ): ବିଧାନସଭା ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ୭ ଦିନିଆ ବିଧାନସଭା ଅଧିବେଶନରେ ମାତ୍ର ୬ଟି କାର୍ଯ୍ୟ ଦିବସ ରହିଛି। ତେବେ ୨୫ରୁ ଆରମ୍ଭ ହୋଇ ୩୧ ମାର୍ଚ୍ଚରେ ଅଧିବେଶନ ଶେଷ ହେବ। ମାର୍ଚ୍ଚ ୩୦ରେ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ରାଜ୍ୟ ବଜେଟ ଅଧିବେଶନ ଉପସ୍ଥାପନ ହେବ…
Read More...
Read More...
ଆନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ନାରୀ ସଶକ୍ତିକରଣ ପାଇଁ ଓଡ଼ିଶା ସବୁବେଳେ ପଦକ୍ଷେପ ନେଇଛି। ବିଭିନ୍ନ କ୍ଷେତ୍ରରେ ମହିଳାଙ୍କ ଅବଦାନକୁ…
Read More...
Read More...
ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଲାଗି ଏବେଠାରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜୁଲାଇରେ ହେବାକୁ ଥିବା ଏହି ନିର୍ବାଚନ ସକାଶେ ଓଡ଼ିଶା ବିଧାନସଭାର ଦୁଇଜଣ ଅଫିସର ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର(ଏଆର୍ଓ) ଭାବେ ନିଯୁକ୍ତ ହେବେ । ହେଲେ ଦୁଇ ଜଣଙ୍କ ମଧ୍ୟରୁ ରାଷ୍ଟ୍ରପତି…
Read More...
Read More...
କୋଭିଡ ପରେ ସତର୍କତା ଜରୁରୀ – ଡା,ନିବେଦିତା
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରୁ ଏପର୍ଯ୍ୟନ୍ତ କୋଭିଡ୍ ଯାଇନାହିଁ। କୋଭିଡ୍ ସଂକ୍ରମଣ ପରବର୍ତ୍ତୀ ଜଟିଳତା ଦେଖା ଦେଉଥିବାରୁ ସେଥିପ୍ରତି ସଚେତନ ରହିବାକୁ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନିଶ୍ଚେତକ ବିଭାଗ ମୁଖ୍ୟ ଡା. ନିବେଦିତା ପାଣି ପରାମର୍ଶ ଦେଇଛନ୍ତି।
ମଙ୍ଗଳବାର…
Read More...
Read More...
ପଲିଥିନ ବ୍ୟବହାର ଉପରେ ଲାଗିବ ଜୋରଦାର କଟକଣା
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ଲାଷ୍ଟିକ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏଥିପାଇଁ ୨୦୨୨ ଜୁନ୍ ୩୦ ସମୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ରାଜ୍ୟ ପ୍ରଦୂଷଣ…
Read More...
Read More...
ବିରୋଧୀଙ୍କୁ ଷ୍ଟ୍ରଙ୍ଗରୁମ୍ ଚିନ୍ତା
ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପାଇଁ ରାଜ୍ୟରେ ହେଉଥିବା ୫ ପର୍ଯ୍ୟାୟ ନିର୍ବାଚନର ୪ଟି ପର୍ଯ୍ୟାୟ ପାଇଁ ଭୋଟିଂ ଶେଷ ହୋଇଯାଇଛି। ଏହି ୪ଟି ପର୍ଯ୍ୟାୟରେ ଯେଉଁମାନେ ପ୍ରାର୍ଥୀ ହୋଇଛନ୍ତି ସମସ୍ତଙ୍କୁ ବର୍ତ୍ତମାନ ଷ୍ଟ୍ରଙ୍ଗ୍ରୁମ୍ ଚିନ୍ତା ଘାରିଛି। ଶାସକ…
Read More...
Read More...
ଦୃତ ଗତିରେ ଗାଡି ଚଳାଇଲେ ୭ ହଜାର ଜରିମାନା ଓ ଲାଇସେନ୍ସ ରଦ୍ଧ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଏଣିକି ଦ୍ରୁତ ଗତିରେ ଗାଡ଼ି ଚଳାଇଲେ ଗଣିବେ ମୋଟା ଅଙ୍କର ଜରିମାନା। ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରୁ ଅଧିକ ଚଳାଉଥିଲେ ୭ ହଜାର ଟଙ୍କାର ଜରିମାନା ଗଣିବାକୁ ପଡ଼ିବ। ଏପରିକି ଆବଶ୍ୟକ ପଡ଼ିଲେ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ବାତିଲ କରାଯାଇପାରେ। ଏପରିକି ୩ ଥର…
Read More...
Read More...
କରୋନା କଟକଣା ଉପରେ ମତ ରଖିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା ଲାଗି କେନ୍ଦ୍ର ସରକାରଙ୍କ…
Read More...
Read More...
ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ ମତଦାନ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…
Read More...
Read More...