Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ରାଜ୍ୟ
ରାଜ୍ୟରେ କମୁଛି କରୋନା ସ°କ୍ରମଣ, ଆଜି ୨୬୯୭ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟରୁ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତଙ୍କ ସ"ଖ୍ୟା।ଆଜି ରାଜ୍ୟରେ ୨୬୯୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୬୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧୨୯ ଜଣ…
Read More...
Read More...
ଭୋଟର ତାଲିକାରେ ନାମ ଅନ୍ତର୍ଭୁକ୍ତ କରାଇ ପାରିବେ
ଭୁବନେଶ୍ୱର,୩ା୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ଭୋଟର ତାଲିକାକୁ ଆଧାର କରି ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଯେଉଁମାନଙ୍କର ନାମ ବିଧାନସଭା ନିର୍ବାଚନମଣ୍ଡଳୀ ଭୋଟର ତାଲିକାରେ…
Read More...
Read More...
ଓଡିଶା ରେଳ ଭିତ୍ତିଭୂମିର ବିକାଶ ପାଇଁ ୯୭୩୪ କୋଟି
ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମଙ୍ଗଳବାର ଉପସ୍ଥାପନ କରିଥିବା ବଜେଟରେ ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ପାଇଁ ୯,୭୩୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ୨୮୯ କିଲୋମିଟର ବହୁ ପ୍ରତୀକ୍ଷିତ ଖୋର୍ଦ୍ଧାରୋଡ୍-ବଲାଙ୍ଗୀର…
Read More...
Read More...
ଅବାଧ, ସ୍ବଚ୍ଛ, ନିରପେକ୍ଷ ଏବଂ ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରିବ ବ”ଶଲ
କଟକ , ୨।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଡିଜିପି ସୁନୀଲ ବଂଶଲ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଆୟୋଜିତ ଭିଡିଓ କନ୍ଫରେନ୍ସ ଜରିଆରେ ବଂଶଲ ତ୍ରିସ୍ତରୀୟ ପଞ୍ଚାୟତ…
Read More...
Read More...
ଏବେ କଡାକଡି ହେବ ଗାଡ଼ି ଚେକିଂ
ଭୁବନେଶ୍ୱର,୧ା୨(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରାଇବା ପାଇଁ ପରିବହନ ବିଭାଗ ପକ୍ଷରୁ ଜୋର୍ଦାର ପ୍ରୟାସ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା କାରଣରୁ ରାଜ୍ୟ ସରକାରଙ୍କୁ ବାରମ୍ବାର ସୁପ୍ରିମକୋର୍ଟ କମିଟି…
Read More...
Read More...
ରାଜ୍ୟରେ ଆଜି ୩,୦୮୬ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୭୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୨୮୯ ଜଣ ଓ ୧୮ ବର୍ଷ ମଧ୍ୟରେ ୪୫୪ ଜଣ ପଜିଟିଭ୍ ରହିଛନ୍ତି।
ଆଜି ଚିହ୍ନଟ…
Read More...
Read More...
ଆସିଲା ଫେବୃଆରୀ ଗାଇଡଲାଇନ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ଫେବୃୟାରୀ ମାସ ପାଇଁ କରୋନା ଗାଇଡ୍ଲାଇନ୍ ଜାରି ହୋଇଛି। ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି।
ଗାଇଡ୍ଲାଇନ୍ ଅନୁସାରେ, ନାଇଟ୍ କର୍ଫ୍ୟୁ ଅବଧି ଏବେ ରାତି ୯ଟା ପରିବର୍ତ୍ତେ ରାତି ୧୦ରୁ ପରଦିନ ସକାଳ ୫ ଯାଏ ନାଇଟ୍…
Read More...
Read More...
ରାଜ୍ୟରେ ଆଜି ୩,୩୨୯ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୪ ହଜାର ତଳକୁ ଖସିଛି ଦୈନିକ ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ରାଜ୍ୟରେ ୩,୩୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧, ୯୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୩୯୫ ଜଣ…
Read More...
Read More...
ଏବେ ରାଜ୍ୟରେ ଡେଲଟା ଓ ଓମିକ୍ରନ୍ ଭୂତାଣୁ ସକ୍ରିୟ ସତର୍କ ରୁହନ୍ତୁ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। କିଛି ଦିନ ରାଜ୍ୟରେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ରାଜ୍ୟରେ କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ…
Read More...
Read More...
ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଆଜି ସାରା ଦେଶ ବାପୁଙ୍କୁ ମନେ ପକାଉଛି। ସର୍ବଦା ସତ୍ୟ ଓ ଅହିଂସାର ମାର୍ଗ ଆପଣାଉଥିବା ବାପୁଙ୍କୁ ସମସ୍ତେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ବାପୁଙ୍କ ଅନେକ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ମନେ…
Read More...
Read More...