Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
କୋହଳ ହେଲା ପଞ୍ଚାୟତ ନିର୍ବାଚନ କଟକଣା
ଭୁବନେଶ୍ୱର,୭/୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି । ନିର୍ବାଚନ କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ନୂଆ ଗାଇଡଲାଇନ୍ ଅଣାଯାଇଛି । ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର…
Read More...
Read More...
ଆଜି ରାଜ୍ୟରେ ୧,୪୯୭ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୭/୨ : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧, ୪୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୮୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୨୩ ଜଣ ଓ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୮୩ ପଜିଟିଭ୍ ।
ଆଜି…
Read More...
Read More...
ରାଜ୍ୟରୁ ଆଜି ୨,୧୦୬ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୬/୨ : ରାଜ୍ୟରେ ଆଜି ଆଉ ୨ ହଜାର ୧୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୨୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୮୭୭ ଜଣ ଓ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୨୪ଜଣ ପଜିଟିଭ୍ ।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...
Read More...
ରାଜ୍ୟରେ ଆଜି ୨,୬୦୩ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୫/୨(ବ୍ୟୁରୋ): ରାଜ୍ୟରେ ଆଜି ଆଉ ୨,୬୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୦୮୨ ଜଣ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୯ ପଜିଟିଭ୍ ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ଆକ୍ରାନ୍ତ…
Read More...
Read More...
ସପ୍ତାହ ଯାଏ ଶୁଖିଲା ରହିବ ପାଗ
ଭୁବନେଶ୍ୱର,୫ା୨(ବ୍ୟୁରୋ): ପଶ୍ଚିମାବାୟୁ ପ୍ରବାହ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଦିନତମାମ ଆକାଶ ମେଘାଚ୍ଛନ୍ନ ରହିବା ସାଙ୍ଗକୁ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା…
Read More...
Read More...
ଉତ୍କଳଗୌରବ ମଧୁସୂଦନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ହେଉଛି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହାସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଉତ୍କଳଗୌରବ ମଧୁସୂଦନ ଦାସ…
Read More...
Read More...
ସ୍କୁଲ କଲେଜକୁ ଯୋଗାଇ ଦିଆଯିବ ଜମିପଟା
ଭୁବନେଶ୍ୱର,୪।୨(ବ୍ୟୁରୋ): ସ୍କୁଲ, କଲେଜଗୁଡ଼ିକୁ ଜମି ପଟ୍ଟା ଯୋଗାଇ ଦିଆଯିବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୫ ମଧ୍ୟରେ ଏଗୁଡ଼ିକୁ ପଟ୍ଟା ମିଳିବ। ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ଏନେଇ ଅତିରିକ୍ତ ଜିଲାପାଳମାନଙ୍କୁ ରାଜସ୍ବ ସଚିବ ନିର୍ଦ୍ଦେଶ ଦେଇଥିବା…
Read More...
Read More...
୨ ଜଣ ପାଇଲେ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟ ସରକାର ୨ଜଣ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଡେପୁଟି…
Read More...
Read More...
ବିଏସକେଓ୍ବାଇ କାର୍ଡରେ କର୍କଟ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବ ବାଲକୋ ହସ୍ପିଟାଲ
ଭୁବନେଶ୍ୱର,୪।୨ କେନ୍ଦ୍ରୀୟ ଭାରତର ଜଣାଶୁଣା କ୍ୟାନ୍ସର ହସ୍ପିଟାଲ ବେଦାନ୍ତର ବାଲ୍କୋ ମେଡିକାଲ ସେଣ୍ଟର(ବିଏମ୍ସି) ସହ ଓଡ଼ିଶା ସରକାର ନିକଟରେ ଏକ ରାଜିନାମା ସ୍ବାକ୍ଷର କରିଛନ୍ତି। ଏହି ଅନୁସାରେ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିକେଏସ୍ୱାଇ)ର କାର୍ଯ୍ୟକାରିତା…
Read More...
Read More...
ରାଜ୍ୟରେ ବଢୁଛି ମୃତକଙ୍କ ସ°ଖ୍ୟା, ଆଜି ୨୩ ମୃତ
ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ…
Read More...
Read More...