banner
Breaking
Browsing Category

ରାଜ୍ୟ

ଘରୋଇ ହସ୍ପିଟାଲରେ କାହିଁକି ବଢୁଛି ସିଜରିଆନ ଡେଲିଭରୀ, ତଦନ୍ତ ହେବ

ଭୁବନେଶ୍ୱର : ରାଜ୍ୟରେ ସିଜରିିଆନ ପ୍ରସବ (ଡେଲିଭରି) ଚିନ୍ତାଜନକ ସ୍ଥିତିକୁ ଗଲାଣି। ସ୍ବାଭାବିକ ପ୍ରସବଠାରୁ ସିଜରିଆନ ଡେଲିଭରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଉଦ୍‌ବେଗ ପ୍ରକାଶ କରିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଘରୋଇ ହସ୍ପିଟାଲରେ ପ୍ରସବଜନିତ…
Read More...

ଭାରତର ଜି-୨୦ ସଭାପତିତ୍ବକୁ ନେଇ ଏମ୍‌ସ ଭୁବନେଶ୍ୱର ଛାତ୍ରଛାତ୍ରୀଙ୍କ ପକ୍ଷରୁ ମାନବଶୃଙ୍ଖଳ

ଭୁବନେଶ୍ୱର : ଭାରତର ଜି-୨୦ ସଭାପତିତ୍ବର ସଫଳତାକୁ ଏମ୍‌ସ ଭୁବନେଶ୍ୱର ପକ୍ଷରୁ ନିଆରା ଢଙ୍ଗରେ ପାଳନ କରାଯାଇଛି। ଆଜି ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏକ ବିଶାଳ ମାନବଶୃଙ୍ଖଳ ଗଠନ କରାଯାଇଥିଲା। ପ୍ରାୟ ସାଢ଼େ ତିନିଶହ ଛାତ୍ରୀଙ୍କୁ ନେଇ ଜି୨୦କୁ ଚିତ୍ରଣ…
Read More...

ବେନାମୀ ଖାଦ୍ୟସାମଗ୍ରୀ ବିକ୍ରି ଉପରେ ହେବ ଚଢ଼ାଉ

ଭୁବନେଶ୍ୱର : ଭୁବନେଶ୍ୱର ବଜାରରେ ବେନାମୀ ଖାଦ୍ୟସାମଗ୍ରୀ ବିକ୍ରି ହେଉଛି। ଖାଦ୍ୟ ପ୍ୟାକେଟରେ ପ୍ରସ୍ତୁତ ଓ ବୈଧ ତାରିଖ ରହୁନି । ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅଣପଞ୍ଜିକୃତ ସଂସ୍ଥା ଉପରେ ଚଢାଉ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ବିଏମ୍‌ସି, ସିଏମ୍‌ସି, ସ୍ବାସ୍ଥ୍ୟ…
Read More...

ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୁରଣ ହେବ,ହିସାବ ଦେବେ ନବୀନ

ଭୁବନେଶ୍ୱର : ଶାସନ ବ୍ୟବସ୍ଥାରେ ଜନ ଭାଗୀଦାରିକୁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କ ବିଭିନ୍ନ ବିଭାଗର ସଫଳତା ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମେ’ ୨୯ ତାରିଖରେ ବିଜେଡି ସରକାର ପଞ୍ଚମ ପାଳିର ଚତୁର୍ଥ…
Read More...

ବିଦ୍ୟୁତ କଟ୍ ହେଉନାହିଁ, ଟ୍ରିପ୍ ହେଉଛି! ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉନି। ଓଭରଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ୍‌ କରିଯାଉଛି। ରାଜ୍ୟରେ ବିଦ୍ୟୁତ୍‌ ଯୋଗାଣର ଅଭାବ ନାହିଁ ବୋଲି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ସୋମବାର କହିଛନ୍ତି। ପିକ୍‌ ପିରିୟଡରେ ରାଜ୍ୟରେ ୫,୬୦୦ ମେଗାୱାଟ ବିଜୁଳିର ଆବଶ୍ୟକତା ରହୁଛି। ଗତ ବର୍ଷ ଏହା…
Read More...

ରାଜ୍ୟ କ୍ୟାବିନେଟରେ ନିଯୁକ୍ତି ପାଇଁ ନୂଆ ଅଧିନିୟମ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି ଆଜି ରାଜ୍ୟ…
Read More...

କ୍ୟାବିନେଟରେ ୧୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍‌ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ ୬ ଲେନ ବିଶିଷ୍ଟ କଟକ…
Read More...

ଏହି ଗ୍ରୀଷ୍ମରେ ଆପଣଙ୍କ ଆଖିକୁ ସୁରକ୍ଷିତ ରଖନ୍ତୁ: ଦୃଷ୍ଟି ସ୍ୱାସ୍ଥ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ

ସୂର୍ଯ୍ୟଙ୍କ କଠୋର କିରଣ ଏବଂ ଡିଜିଟଲ ଉପକରଣ ଯୋଗୁଁ ବ୍ୟାପକ ଗ୍ରୀଷ୍ମରେ ଆପଣଙ୍କ ଆଖିକୁ ସୁରକ୍ଷିତ ରଖନ୍ତୁ: ଦୃଷ୍ଟି ସ୍ୱାସ୍ଥ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶପରଦା ସମୟ ପ୍ରତି ବର୍ଦ୍ଧିତ ଉନ୍ମୁକତା ସହିତ ଆଗାମୀ ଗରମ ମାସରେ ଆପଣଙ୍କ ଦୃଷ୍ଟି ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେବା ଅତ୍ୟନ୍ତ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶଙ୍ଖ ଭବନ ଲୋକାର୍ପିତ

ଭୁବନେଶ୍ବର : ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ଆଜି ଭୁବନେଶ୍ବର ଠାରେ ଅନୁଷ୍ଠିତ ଏକ ଭବ୍ୟ କାର୍ଯ୍ୟକ୍ରମରେ ବିଜୁ ଜନତାଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କ ସେବାରେ ଲୋକାର୍ପିତ କରିଛନ୍ତି ।…
Read More...

ଅକ୍ଷି ମୁଠି ଅନୁକୂଳ ସହିତ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀ…
Read More...