banner
Breaking
Browsing Category

ରାଜ୍ୟ

ଓମିକ୍ରନ୍ ପାଇଁ ଆମକୁ ସତର୍କ ରହିବାକୁ ପଡିବ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଅଧିକ ସଂକ୍ରାମକ। କିନ୍ତୁ ଫୁସ୍‌ଫୁସ୍‌ରେ ପହଞ୍ଚିବା ବେଳକୁ ଏହି ଭୂତାଣୁ ଦୁର୍ବଳ ହୋଇଯାଉଛି। ଫଳରେ ଏହା ସାଧାରଣ ମଣିଷର କିଛି କ୍ଷତି କରିପାରୁନି। କିନ୍ତୁ ଯିଏ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ, ସେମାନଙ୍କୁ ଓମିକ୍ରନ୍‌ କ୍ଷତି…
Read More...

ରାଜ୍ୟରେ ୩ ଦିନ ଘନ କୁହୁଡି, ୨୧ ଓ ୨୩ ବର୍ଷା

ଭୁବନେଶ୍ୱର,୧୮୧(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘନ କୁହୁଡ଼ି ଯୋଗୁ ଯାତାୟାତରେ ବାଧା ସୃଷ୍ଟି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ,…
Read More...

୩୦୦ ଏମସ୍ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର,୧୭/୧ : ରାଜ୍ୟ ତଥା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେହିପରି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ରାଜ୍ୟରେ ସଂକ୍ରମଣ ୧୦ ହଜାର ଅତିକ୍ରମ କରୁଥିବା ବେଳେ ଦେଶରେ ଲକ୍ଷାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ରାଜଧାନୀ…
Read More...

ଥଣ୍ଡା, କାସ ହେଲେ ପରୀକ୍ଷା କରି ନିଅନ୍ତୁ ଓ ଏକାନ୍ତବାସ କରନ୍ତୁ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍‌ ଥିବା ବେଳେ ମାତ୍ର ୧୨୦୦ ହସ୍ପିଟାଲାଇରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲ ଉପରେ କିଛି ଚାପ ନାହିଁ। ସୋମବାର ସଂକ୍ରମଣ କମ ଥିଲେ ବି ଏହି…
Read More...

ରାଜ୍ୟରୁ ଆଜି ପୁଣି ୧୦,୪୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୭/୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିବଢି ଚାଲିଛି । ରାଜ୍ୟରେ ଆଜି ପୁଣି ୧୦, ୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୬,୦୮୨ ଜଣ ଓ ସ୍ଥାନୀୟ ସଂକ୍ରମିତ ୪,୪୦୭ ଜଣ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ…
Read More...

ସୋମବାର ଓଡିଶାକୁ ଆସିବ ଓମିକ୍ରନ୍ ଟେଷ୍ଟ କିଟ୍

ଭୁବନେଶ୍ୱର,୧୬।୧(ବ୍ୟୁରୋ): ସୋମବାର ଓଡ଼ିଶା ଆସିବ ଓମିକ୍ରନ କିଟ୍‌ ଓମିସିୟୋର। ପ୍ରଥମ ପର୍ଯ୍ୟାୟର କିଛି କିଟ୍‌ ସୋମବାର ଓଡ଼ିଶାରେ ପହଞ୍ଚିବ । ଟାଟା ଏମ୍‌ଡି ଓଡ଼ିଶାକୁ ଏହି କିଟ ଦେବ । ୫ ଲକ୍ଷ ଓମିସିଓର କିଟ ଆଣିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅର୍ଡର ଦେଇଛି। ଏହି ଓମିସିୟୋର କିଟସ୍…
Read More...

୧୭ ରୁ ଏମସ୍ ଓପିଡି ବନ୍ଦ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ଓପିଡି ଆସନ୍ତା ୧୭ରୁ ବନ୍ଦ ହେବା ନେଇ ଘୋଷଣା ହୋଇଛି। ଏମ୍‌ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା ଚାଲୁରହିବ। ଏ ନେଇ ଭୁବନେଶ୍ୱର ଏମ୍‌ସ…
Read More...

ତୃତୀୟ ଲହରରେ କମ୍ ଲୋକ ଯାଉଛନ୍ତି ଡାକ୍ତରଖାନା

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହଁା ରହିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ଖୁବ୍‌ କମ୍‌ ଦିନରେ ଆମେ ଦ୍ୱିତୀୟ ଲହରର ଶୀର୍ଷକୁ ଅତିକ୍ରମ କରିଯାଇପାରୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି। ସେ…
Read More...

କେମିତି ହେବନାହିଁ କରୋନା ଜାଣନ୍ତୁ

ନୂଆଦିଲ୍ଲୀ, ୧୨।୧ : କରୋନା ମହାମାରୀ ସଂକ୍ରମଣ ପୃଥିବୀରେ ବୃଦ୍ଧି ପାଉଥିବାବେଳେ ଏହାଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ପବନରେ କରୋନା ଭୂତାଣୁ ୯୦ ପ୍ରତିଶତ ସଂକ୍ରମଣ ଶକ୍ତି ହରାଇ ଥାଏ। ପବନରେ ରହିବା ପରେ ଜଣେ ବ୍ୟକ୍ତିଙ୍କୁ ସଂକ୍ରମିତ…
Read More...

ଦୁଇମାସ ବଢିବ କରୋନା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆହୁରି ୨ ମାସ ଅର୍ଥାତ ମାର୍ଚ୍ଚ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ…
Read More...