Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
ଆଜି କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆଜି ରାଜ୍ୟରୁ ୯୮୩୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫,୬୯୯…
Read More...
Read More...
ଆଜି ପଞ୍ଚାୟତ ନିର୍ବାଚନ ନାମାଙ୍କନପତ୍ର ଦାଖଲର ଶେଷଦିନ
ଭୁବନେଶ୍ବର,୨୧/୧(ବ୍ୟୁରୋ): ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନ। ଗତ ଚାରିଦିନ ମଧ୍ୟରେ ରାଜ୍ୟରେ ସମୁଦାୟ ୧ଲକ୍ଷ ୩୩ହଜାର ୫୮୪ ଆଶାୟୀ ନାମାଙ୍କନପତ୍ର ଭରିଥିବାବେଳେ ସେଥିମଧ୍ୟରୁ ସରପଞ୍ଚ ପଦ ପାଇଁ ଆଶାୟୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା…
Read More...
Read More...
ଘନ କୁହୁଡିରେ ଘୋଡେ଼ଇ ହେଲା ଓଡିଶା
ଭୁବନେଶ୍ୱର,୨୧/୧(ବ୍ୟୁରୋ): ଘନ କୁହୁଡିରେ ଘୋଡେ଼ଇ ହେଲା ଓଡ଼ିଶା । କୁହୁଡ଼ି ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଯାତାୟାତ ସହ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି । କଟକ ଓ ଭୁବନେଶ୍ୱରରେ ମଧ୍ୟ ଦେଖାଦେଇଛି ଘନ କୁହୁଡ଼ି । ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନାହିଁ । ପୂର୍ବରୁ ରାଜ୍ୟରେ କୁହୁଡ଼ି ହେବା…
Read More...
Read More...
ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ
ଭୁବନେଶ୍ୱର, ୨୦/୧: ଓଡିଶା-ମୋ ପରିବାର ଆନୁକୂଲ୍ୟରେ ଆବାହକ ଶ୍ରୀଯୁକ୍ତ ଅରୂପ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅଙ୍ଗଦାନ ଶିବିରର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଭାରତ ଶରୀର ଓ ଅଙ୍ଗଦାନ ସମିତି ସଭାପତି ଡ଼. ପ୍ରଭାସ ଆଚାର୍ଯ୍ୟଙ୍କ ସହ ଓଡ଼ିଶା ମୋ ପରିବାରର…
Read More...
Read More...
ରାଜ୍ୟରେ ଆଜି ପୁଣି ୧୦,୩୬୮ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଦୈନିକ ଦଶ ହଜାରରୁ ଖସୁନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୩୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬,୦୧୫ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୪,୩୫୩ ଲୋକାଲ କେସ୍ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ…
Read More...
Read More...
ରାଜ୍ୟରେ ଆଜି ୧୧୬୦୭ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ବୁଧବାର ରାଜ୍ୟରେ ୧୧୬୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯୧ ଜଣ ପିଲା ଅଛନ୍ତି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୮୭୯…
Read More...
Read More...
ଆଉ ଦୁଇଦିନ ପ୍ରବଳ ଶୀତ
ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ରାଜ୍ୟରେ ରାତି ତାପମାତ୍ରାରେ ଆଗାମୀ ୨ ଦିନ ଯାଏ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ପରବର୍ତ୍ତୀ ୩ ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ…
Read More...
Read More...
ଭୟ କରନାହିଁ ସତର୍କ ରୁହ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ କଟକଣାକୁ ପାଳନ କରିବା ପାଇଁ ସମୀକ୍ଷା…
Read More...
Read More...
କମିବ ହୋମ ଆଇସୋଲେଶନ ଅବଧି
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ୭ ଦିନ ବଦଳରେ ହୋମ ଆଇସୋଲେଶନ ଅବଧି ୫ ଦିନ କରାଯିବା। ପୂର୍ବରୁ ହୋମ ଆଇସୋଲେଶନ ଅବଧି ୧୦ ଦିନ ରହିଥିଲା, ପରେ ଏହାକୁ କମାଇ ୭ ଦିନ କରାଯାଇଥିଲା । ରାଜ୍ୟରେ କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ୨ ଦିନ କମାଇବାକୁ ଆଲୋଚନା ଚାଲିଥିବା ସ୍ବାସ୍ଥ୍ୟ…
Read More...
Read More...
ସରକାରୀ କର୍ମଚାରୀଙ୍କ ପାଇଁ ବଢିଲା ଅନୁକମ୍ପା ରାଶି
ଭୁବନେଶ୍ୱର,୧୮।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ମଙ୍ଗଳବାର ନିର୍ବାଚନ ଆୟୋଗ ବଡ ଘୋଷଣା କରିଛନ୍ତି। ପୂର୍ବରୁ ଥିବା ମୃତ୍ୟୁଜନିତ ଅନୁକମ୍ପା ରାଶିକୁ ନିର୍ବାଚନ ଆୟୋଗ ବଢାଇ ଦେଇଛନ୍ତି। ନିର୍ବାଚନ ଡ୍ୟୁଟିରେ ମୃତ୍ୟୁ ହେଲେ ଅନୁକମ୍ପା ରାଶି ମିଳିବ।…
Read More...
Read More...