banner
Breaking
Browsing Category

ରାଜ୍ୟ

ପୁଣି ଚିହ୍ନଟ ହେଲେ ୪ ଓମିକ୍ରନ୍ ଆକ୍ରାନ୍ତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ…
Read More...

କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ବର,(ବ୍ୟୁରୋ): ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୋଟ ୧୩ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର ଲାଗିଥିବା ସୂଚନା ମିଳିଛି। ଓଡ଼ିଶା ଇଲେକ୍ଟ୍ରିକାଲ ସର୍ଭିସ ଇଞ୍ଜିନିୟରିଂ କ୍ୟାଡର ପୁନର୍ଗଠିତ ହେବା ନେଇ ପ୍ରସ୍ତାବ ଉପରେ ମୋହର ବାଜିଥିବାବଳେ ଲୋ…
Read More...

ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଲାଗିଲା କଟକଣା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବାଧିକ ୫୦ ଜଣଙ୍କୁ ନେଇ…
Read More...

ରାଜ୍ୟରେ ୧୧,୪୦୩ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍‌ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ…
Read More...

ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ସ°ଖ୍ୟା ବଢି ଚାଲିଛି।

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ସଡ଼କ ଦୁର୍ଘଟଣାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ବେପରୁଆ ଗାଡ଼ିଚାଳନା ବହୁ ମୂଲ୍ୟବାନ୍‌ ଜୀବନକୁ ଉଜାଡ଼ି ଦେଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ହାର ହ୍ରାସରେ ବ୍ରେକ୍‌ ଲାଗି ପାରୁ ନାହିଁ। ଯାହାକି ଚିନ୍ତାର କାରଣ…
Read More...

ଖୁସି ଖବର ଆସିଲା ଓମିକ୍ରନ୍ ଔଷଧ

ଓ୍ବାଶିଂଟନ,୨୩ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବିଶ୍ୱବ୍ୟାପୀ ଚିନ୍ତାର ବିଷୟ। ବ୍ରିଟେନ, ଆମେରିକା, ଇସ୍ରାଏଲ ସମେତ ଅନେକ ଦେଶରେ ଓମିକ୍ରନ ମାମଲା ବୃଦ୍ଧି ପାଉଛି। ଭାରତରେ ମଧ୍ୟ କରୋନା ଭାରିଆଣ୍ଟ ଧୀରେ ଧୀରେ ମାଡ଼ିଲାଣି। ଏହି ସମୟ ମଧ୍ୟରେ ଆମେରିକାରୁ ଏକ ଖୁସି ଖବର ଆସିଛି।…
Read More...

ବଡଦିନ ଓ ନୂଆ ବର୍ଷରେ ଲାଗିଲା ରୋକ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚଛି। ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ ବିଏମ୍‌ସିି କମିଶନର ସଞ୍ଜୟ ସିଂ କଟକଣା ଲଗାଇଛନ୍ତି। ସେ କହିଛନ୍ତି, କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଖ୍ରୀଷ୍ଟମାସ ପାଳନ…
Read More...

ଶେଷରେ ହକରଙ୍କୁ ମିଳିଲା ହକ୍

ଭୁବନେଶ୍ବର,୨୩।୧୨(ବ୍ୟୁରୋ): ହକରଙ୍କୁ ମିଳିଲା ହକ୍‌ । ରାଜ୍ୟରେ ପଞ୍ଜୀକୃତ ହକରଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ସହାୟତାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି । ତଦନୁଯାୟୀ ପ୍ରତ୍ୟେକ ପଞ୍ଜିକୃତ ଖବରକାଗଜ ହକରଙ୍କୁ ୬ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ପ୍ରଦାନ କରାଯିବ।…
Read More...

ଓଡିଶାରେ ପୁଣି ଦୁଇ ଓମିକ୍ରନ୍ ଚିହ୍ନଟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ୍‌ ଜଣାଇଥିବା ସୂଚନା ମିଳିଛି। ପୂର୍ବରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଓମିକ୍ରନଙ୍କ ସଂଖ୍ୟା ୪ କୁ ବୃଦ୍ଧି ହୋଇଛି। ୨ ଜଣ ଆକ୍ରାନ୍ତ…
Read More...

ବିଜୁ ପକ୍କାଘର ମରାମତି ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କାଘର ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ୩ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବାକୁ ରାଜ୍ୟ କ୍ୟାବିନେଟ ଆଜି ନିଷ୍ପତ୍ତି ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସେହିପରି…
Read More...