Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ଜାନୁଆରୀ ମାସ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଜାନୁଆରି ମାସ ପାଇଁ କରୋନା ଗାଇଡଲାଇନ ଘୋଷଣା କରିଛନ୍ତି। ଜାନୁଆରି ମାସ ପାଇଁ ଜାରି ହୋଇଥିବା ଗାଇଡଲାଇନ କଟକଣା କଡାକଡି କରାଯାଇଛି। କୋଭିଡ ନିୟମ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ରାଜ୍ୟ ସରକାର ଜାରି କରିଥିବା ଗାଇଡଲାଇନରେ…
Read More...
Read More...
ରାଜ୍ୟରେ ତିନିଦିନ ଘନ କୁହୁଡ଼ି
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ,…
Read More...
Read More...
୧୫ ଆଇପିଏସ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୫ଜଣ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରୀଙ୍କ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ ଜଣଙ୍କୁ ଆଇଜି ଓ ୩ଜଣଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିବାବେଳେ ଅନ୍ୟ ୯ଜଣଙ୍କୁ…
Read More...
Read More...
ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ବ୍ୟକ୍ତି କୋଭିଡ-୧୯ର ଓମିକ୍ରନ ପ୍ରକରଣରେ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି। ଏହି ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ…
Read More...
Read More...
ସ୍କୁଲରେ ପିଲାମାନଙ୍କୁ ଦିଆଯିବ ଟିକା
ଭୁବନେଶ୍ବର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଏ ନେଇ ସ୍କୁଲରେ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେବେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ…
Read More...
Read More...
ମୋ ସରକାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ। ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ…
Read More...
Read More...
ଫେବୃଆରୀରେ ଆସିବ ତୃତୀୟ ଲହର
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଓଡିଶାରେ ତୃତୀୟ ଲହରକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସତର୍କ କରାଇଛନ୍ତି। ଫେବୃୟାରୀ ମାସ ବେଳକୁ ରାଜ୍ୟରେ ତୃତୀୟ ଲହର ପିକ୍ ନେଇପାରେ ବୋଲି ସେ କହିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କରୋନାର ପ୍ରଥମ ଓ ଦ୍ବିତୀୟ ଲହର ୨ ମାସ…
Read More...
Read More...
ଜଓ୍ବାଦ କ୍ଷତି ଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବର୍ଷାଜଳ…
Read More...
Read More...
ଆଜି ବିଜେଡି ପ୍ରତିଷ୍ଠା ଦିଵସ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟର ଜିଲ୍ଲା, ବ୍ଲକ୍ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ ଦଳର…
Read More...
Read More...
ପୁଣି ଚିହ୍ନଟ ହେଲେ ୪ ଓମିକ୍ରନ୍ ଆକ୍ରାନ୍ତ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ…
Read More...
Read More...