Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
କାଠୁଆ ଜାଡରେ ଥରୁଛି ଓଡିଶା
ଭୁବନେଶ୍ୱର,୨୧।୧୨: ସମଗ୍ର ରାଜ୍ୟକୁ ହାଡ଼ଭଙ୍ଗା ଶୀତ କବଳିତ କରିଛି। କାଠୁଆ ଜାଡ଼ରେ ଥରୁଛି ଓଡ଼ିଶା। ସଞ୍ଜ ନଇଁବା ମାତ୍ରେ ମାଡ଼ିଆସୁଛି ହାଡ଼ଭଙ୍ଗା ଶୀତ। ଦେହ ହାତ କୋଲା ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ ବଢି ଯାଇଛି ଯେ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି।…
Read More...
Read More...
ପ୍ରକାଶ ପାଇଲା ପଞ୍ଚାୟତ ନିର୍ବାଚନ ଆଚରଣ ବିଧି, ଘୋଷଣା ତାରିଖ ଠାରୁ କାର୍ଯ୍ୟକାରୀ ହେବ
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି। ଶନିବାର କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଭୟ ଓଡ଼ିଆ…
Read More...
Read More...
୧୯ରୁ ଆହୁରି ବଢିବ ଶୀତ
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ ଶୀତ ସାଙ୍ଗକୁ କୁହୁଡ଼ିଆ ପାଗ…
Read More...
Read More...
ଗୋଟିଏ ଦିନରେ ୨ ଗୁଣ ବଢୁଛି ଓମିକ୍ରନ୍
ନୂଆଦିଲ୍ଲୀ,୧୭।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଛନ୍ତି। ଭାରତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଶୁକ୍ରବାର ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଓମିକ୍ରନ ଭାରିଆଣ୍ଟ ବିଷୟରେ ବୁଲେଟିନ ଜାରି କରିଛନ୍ତି। ଏଥିରେ ସେ କହିଛନ୍ତି ଯେ,…
Read More...
Read More...
ବଢିବ ଶୀତ
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୫ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଓଡ଼ିଶା ମଧ୍ୟକୁ ବୁଧବାରଠାରୁ ଥଣ୍ଡା ଶୁଷ୍କ ବାୟୁ…
Read More...
Read More...
ବଢିଲା ପଞ୍ଚାୟତରେ ଭୋଟରଙ୍କ ସ°ଖ୍ୟା
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଚଳିତ ମାସ ଶେଷ ସପ୍ତାହ ସୁଦ୍ଧା ଲାଗୁ ହୋଇପାରେ। ଏହା ପୂର୍ବରୁ ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ପ୍ରାୟ ଶେଷ ହୋଇସାରିଛି। ଡିସେମ୍ବର ୪ରେ ଜିଲାସ୍ତରରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।…
Read More...
Read More...
ସୁନୀଲ କୁମାର ବ°ଶଲ ହେବେ ନୂତନ ଡିଜିପି
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ସୁନୀଲ କୁମାର ବଂଶଲ ହେବେ ପୋଲିସ ମହାନିର୍ଦ୍ଦେଶକ। ବଂଶଲ ଡିଜିପି ହେବା ନେଇ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଡିଜିପି ଅଭୟଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ। ଚଳିତ ମାସରେ ଡିଜିପି ଅଭୟ ଅବସର ନେବେ। ଡିସେମ୍ବର ୩୧ ତାରିଖରେ ଡିଜିପିଙ୍କ ଅଭୟଙ୍କ…
Read More...
Read More...
ଜଓ୍ବାଦ କ୍ଷୟକ୍ଷତି ଦେଖି ଫେରିଲା କେନ୍ଦ୍ରୀୟ ଟିମ
ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ଜନିତ ପ୍ରବଳ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତିର ଆକଳନ କରି କେନ୍ଦ୍ରୀୟ ଟିମ୍ ସୋମବାର ଦିଲ୍ଲୀ ଫେରି ଯାଇଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ଶାସନ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୬ ଜଣିଆ…
Read More...
Read More...
ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ – ଜାନୁଆରୀ ୨ ରେ ମହୋତ୍ସବ ସହିତ ସ୍ମୃତିସ୍ତମ୍ଭ ଉଦଘାଟନ
ଭୁବନେଶ୍ୱର,୧୧/୧୨(ଓଡ଼ିଆ ନ୍ୟୁଜ): ଆସନ୍ତା ଜାନୁଆରୀ ୨ ତାରିଖରେ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଓ ସହୀଦ ସ୍ମୃତିସ୍ତମ୍ଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ । ଏଥିରେ ଓଡିଶା ତଥା
ବାହାର ରାଜ୍ୟର ବିଶିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଏବଂ ସ୍ମୃତିସ୍ତମ୍ଭ ନିର୍ମାଣ ପାଇଁ ଆସିଥିବା ସହୀଦ ପୀଠ ମାଟିର…
Read More...
Read More...
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଲେ
ଭୁବନେଶ୍ବର,୧୧/୧୨ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏୱାଇ) ନେଇ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ଫଣିରେ ପ୍ରଭାବିତ ସହ ରାଜ୍ୟରେ ୧୩ଲକ୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବାକୁ…
Read More...
Read More...