banner
Breaking
Browsing Category

ରାଜ୍ୟ

ଆଜି ପବିତ୍ର ଅକ୍ଷୟ ତୃତୀୟା , ରଥକାଠ ଅନୁକୂଳ

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ । ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର…
Read More...

ତାତିରୁ ମିଳିଲା ମୁକ୍ତି

ଭୁବନେଶ୍ୱର : ରାଜ୍ୟରେ ହଠାତ୍‌ ପାଗ ବଦଳିଯାଇଛି। କାଳବୈଖାଖୀଜନିତ ବର୍ଷା ଓ ପବନ ପ୍ରଚଣ୍ଡ ରୌଦ୍ରତାପରେ ବ୍ରେକ୍‌ ଲଗାଇଛି। ଗତ କିଛିଦିନ ହେବ ଲାଗି ରହିଥିବା ଗରମ ଜ୍ୱାଳାରୁ ସାରା ରାଜ୍ୟ ମୁକ୍ତ ହୋଇଛି। ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ହେବାରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆକାଶ…
Read More...

ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟ ସ୍ତରୀୟ ସମ୍ପାଦକୀୟ ସମ୍ମିଳନୀ ଓ ପରିବର୍ଦ୍ଦିତ କାର୍ଯ୍ୟକାରିଣୀ ସଭା

ଭୁବନେଶ୍ୱର - ନିଖିଳ ଉତ୍କଳ ବନନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ତଥା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ବନନିଗମ କର୍ମଚାରୀ ସଂଘର ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଉଦ୍‌ଘାଟନ କରିଥିଲେ…
Read More...

ଜନଭାଗିଦାରୀ ଗଠନରେ ଏମ୍‌ସ ଭୁବନେଶ୍ୱରର ଅଭିନବ ପ୍ରୟାସ, ସ୍ଥାନୀୟ ଅଞ୍ଚଳରେ ଆୟୋଜନ କଲା ସ୍ୱାସ୍ଥ୍ୟମେଳା

ଭୁବନେଶ୍ୱର : ଏମ୍‌ସ ଭୁବନେଶ୍ୱର ଉପରେ ସାଧାରଣନାଗରିକଙ୍କର ରହିଥିବା ଆଶା, ବିଶ୍ବାସକୁ ଦୃଢ଼ୀଭୂତ କରିବା ସହିତ ସେମାନଙ୍କର ଭରସାକୁ ଚରିତାର୍ଥ କରି ଜନଭାଗିଦାରୀ ଗଠନ ଦିଗରେ ଅଭିନବ ପ୍ରୟାସ କରିଛି ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ। ଗୋଷ୍ଠୀ ନିକଟରେ ପହଞ୍ଚିବା ସହିତ ସହଜରେ…
Read More...

ଓଡିଆରେ ନାମ ଫଳକ ନଲେଖିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ ନୋଟିସ ପଠାଯିବ। ଏହାପରେ ଅନୁପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଗୁରୁବାର ଓଡ଼ିଆ ଭାଷା, ସାହିତ୍ୟ ଓ…
Read More...

ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହେଲା ମାଣ୍ଡିଆ

ଭୁବନେଶ୍ୱର, : ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହୋଇଛି ରାଜ୍ୟର ପାରମ୍ପରିକ ତଥା ପୋଷଣଯୁକ୍ତ ଖାଦ୍ୟ ମାଣ୍ଡିଆ। ଛାତ୍ରଛାତ୍ରୀ ତଥା ଏଠାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଉତ୍ତମମାନର ସୁସ୍ଥ ଏବଂ ପୁଷ୍ଟିକର…
Read More...

ଶେଷ କାର୍ଯ୍ୟ ଦିବସ ପୂର୍ବରୁ ସରିଲା ବିଧାନସଭା

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଘୋଷଣା କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ ବିମାନ ଉଡ଼ାଣ…
Read More...

ଆସନ୍ତା କାଲି ବସ୍ତି ବାସିନ୍ଦାଙ୍କୁ ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା ମିଶନ୍‌ ସର୍ଭେକୁ ନେଇ ଅଡୁଆ ବଢିବାରେ ଲାଗିଛି। ମହାନଗରରେ ଥିବା ବସ୍ତି ଅଞ୍ଚଳରେ ପ୍ରଥମେ ଡ୍ରୋନ୍‌ ସର୍ଭେ…
Read More...

ପଶ୍ଚିମା ଝଡ ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ୨୯ରୁ ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ୩୦ମାର୍ଚ୍ଚରୁ ୧ ଏପ୍ରିଲ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ ମାର୍ଚ୍ଚ ୩୧ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ମଧ୍ୟମ ଧାରଣ ବର୍ଷା ସହ କଟକ, ଯାଜପୁର, ଢେଙ୍କାନାଳ,ଭଦ୍ରକ ଏବଂ…
Read More...

ବଢୁଛି କରୋନା ସଂକ୍ରମଣ, ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପ

ଭୁବନେଶ୍ୱର, ୨୮।୩ (ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ସମଗ୍ର ଦେଶରେ ପୁଣି ଥରେ କୋଭିଡ୍‌ ସଂକ୍ରମଣ ବଢିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ବେଡ୍‌ ଓ ଅକ୍ସିଜେନ୍‌ ପ୍ରସ୍ତୁତ ରଖିବା ପାଇଁ ସବୁ ମେଡିକାଲ…
Read More...