Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
ସରଳ କୌଶଳ ମାଧ୍ୟମରେ ଜୀବନ ରକ୍ଷା ଏମ୍ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀଙ୍କୁ ଜୀବନ ରକ୍ଷାକାରୀ ସିପିଆର କୌଶଳ ତାଲିମ…
ଭୁବନେଶ୍ୱର, : ସରଳ କୌଶଳର ଉପଯୋଗ କରି ଜୀବନ ରକ୍ଷା ହୋଇପାରିବ। ହୃଦ୍ଘାତ ହେତୁ ବଢ଼ୁଥିବା ମୃତ୍ୟୁହାରକୁ କମ୍ କରିବା ଏବଂ ଏନେଇ ହେଉଥିବା ଜଟିଳ ଶାରିରୀକ ଅସୁସ୍ଥତା ହ୍ରାସ କରିବା ଉଦ୍ଦେଶ୍ୟରେ ମେଡିକାଲ୍, ପାରାମେଡିକାଲ୍ ଏବଂ ନର୍ସିଂ ଛାତ୍ରଛାତ୍ରୀଙ୍କୁ ଜୀବନ ରକ୍ଷାକାରୀ ସିପିଆର କୌଶଳ…
Read More...
Read More...
୪ ମାସ ମାଗଣା ଚାଉଳ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ହିତାଧିକାରୀଙ୍କୁ ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ ମାଗଣା ଚାଉଳ ମିଳିବ। ମୁଣ୍ଡ ପିଛା ମାସକୁ ୫ କେଜି ମାଗଣା ଚାଉଳ ଦିଆଯିବ। ଏଥିରେ ୯ ଲକ୍ଷ ୧୫ ହଜାର ହିତାଧିକାରୀ ଉପକୃତ ହେବେ ।…
Read More...
Read More...
ବନ୍ଦ ବନ୍ଦରେ ପାରିତ ହେଲା ଖର୍ଚ୍ଚ ବିଲ୍
ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ): ଥମୁନି ମମିତା ମେହର ହତ୍ୟାକାଣ୍ଡ ତାତି କି ସ୍ବାଭାବିକ ହୋଇପାରୁନି ବିଧାନସଭା। ଦୀର୍ଘ ୭ଦିନ ଧରି ଗୃହରେ ଅଚଳାବସ୍ଥା ଲାଗି ରହିଥିବାବେଳେ ଗୁରୁବାର ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗିଲୋଟିନ ମାଧ୍ୟମରେ ପାରିତ ହୋଇଛି ୩୯ ବିଭାଗର ଖର୍ଚ୍ଚ ଦାବି।…
Read More...
Read More...
ଏମ୍ସ ଭୁବନେଶ୍ୱରରେ ଅତ୍ୟାଧୁନିକ ୩-ଡି ଲାପାରୋସ୍କୋପିକ୍ ପ୍ରକ୍ରିୟା ସମ୍ପର୍କିତ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୯/୧୨(ବ୍ୟୁରୋ): ଲାପାରୋସ୍କୋପିକ୍ ୟୁରୋଲୋଜି ସମ୍ପର୍କରେ ଅଧିକ ଜାଣିବା ଏବଂ ଏହାର ବିଭିନ୍ନ ଦିଗ ଉପରେ ଅତ୍ୟାଧୁନିକ ଗବେଷଣାଲବ୍ଧ ତଥ୍ୟ ସମ୍ପର୍କରେ ଅବଗତ ହେବା ନିମନ୍ତେ ଏମ୍ସ ଭୁବନେଶ୍ୱରର ୟୁରୋଲୋଜି ବିଭାଗ ପକ୍ଷରୁ ଉନ୍ନତ ୩-ଡି ଲାପାରୋସ୍କୋପିକ୍ ୟୁରୋଲୋଜି ପ୍ରକ୍ରିୟା…
Read More...
Read More...
ଚିନ୍ତା ବଢାଇଛି ଛାତ୍ରଛାତ୍ରୀଙ୍କ କରୋନା ସ°କ୍ରମଣ
ଭୁବନେଶ୍ୱର,୭/୧୨(ବ୍ୟୁରୋ): ରାଜ୍ୟରେ କୋଭିଡ ଟିକାକରଣ ସହିତ ସରକାରଙ୍କ ପକ୍ଷରୁ କୋଭିଡକୁ ନିନ୍ତୟଣ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉଥିବାବେଳେ ସଂପ୍ରତି ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ ହେବା ଘଟଣା ଚିନ୍ତା ବଢାଇ ଦେଇଛି । ବିଶେଷକରି ବିଭିନ୍ନ ଶିକ୍ଷାନୁଷ୍ଠାନର…
Read More...
Read More...
ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା
ଭୁବନେଶ୍ୱର,୭।୧୨(ବ୍ୟୁରୋ): ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା। ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଅପରାହ୍ନ ୪ଟା ଯାଏ ଗୃହକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ଘୋଷଣା କରିଛନ୍ତି। ମମିତା ନ୍ୟାୟ…
Read More...
Read More...
ବାତ୍ୟା କ୍ଷୟକ୍ଷତିର ରିପୋର୍ଟ ମାଗିଲେ ସରକାର
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନ ସହିତ ପନିପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ତେଣୁ ଫସଲ କ୍ଷୟକ୍ଷତି ରିପୋର୍ଟ ଜିଳାପାଳଙ୍କୁ ମଗାଯାଇଛି। ୭ ଦିନ ଭିତରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୋମବାର…
Read More...
Read More...
କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା
ଭୁବନେଶ୍ୱର,୬/୧୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୬୨ ଓ ସ୍ଥାନୀୟ ସଂକ୍ରମିତ ୪୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୯ ଜଣ ଅଛନ୍ତି । ରାଜ୍ୟର ଅନୁଗୁଳ ଜିଲାରେ ୩,…
Read More...
Read More...
ଆଜି ପୁଣି ବିଧାନସଭା ଅଚଳ, ଅଧାରୁ ସରିଯିବ କି?
ଭୁବନେଶ୍ୱର,୬/୧୩(ଓଡ଼ିଆ ନ୍ୟୁଜ): ବିଧାନସଭାର ଶୀତକାଳୀନ ଅଧିବେଶନ ଗତ ପାଞ୍ଚ ଦିନ ମଧ୍ୟରେ ଗୋଟିଏ ଦିନ ବି ଗୃହରେ କିଛି ଆଲୋଚନା ହୋଇ ନାହିଁ। ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ଅଟଳ ରହି ହୋହାଲ୍କା କରିବା…
Read More...
Read More...
ଏଥର ମିଳିବ ମାଗଣା ରାସ୍ତା। ବିଡିଏର ବଡ ନିଷ୍ପତ୍ତି
ଭୁବନେଶ୍ୱର,୬/୧୨(ବ୍ୟୁରୋ): ଜମିଜମା ସଂକ୍ରାନ୍ତରେ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ବିଡିଏ ଦ୍ବାରା ହୋଇଥିବା ନିୟମ ଅନୁସାରେ ବାହ୍ୟ ଭିତ୍ତିଭୂମି ବିକାଶ ଯୋଜନାରେ କୋଠା ମାଲିକଙ୍କୁ ଆଗୁଆ ଅର୍ଥ ଦେବାକୁ ପଡ଼ୁଥିବା ବେଳେ ଏଥିରେ…
Read More...
Read More...