banner
Breaking
Browsing Category

ରାଜ୍ୟ

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ…
Read More...

ଦୀପାବଳିରେ ଫୁଟିବନି ବାଣ।

କଟକ,୨୫।୧୦: ଦୀପାବଳିରେ ଗ୍ରୀନ କ୍ରାକର ବିକ୍ରି ଅନୁମତି ଦେବାକୁ ଆବେଦନ ହୋଇଥିଲା ଯାହାକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଲ ଓଡିଶା ଫାୟାର ୱାର୍କର୍ସ ଡିଲର୍ସ ଆସୋସିଏଶନର ପକ୍ଷରୁ ଏହି ଆବେଦନ ହୋଇଥିଲା। ସେପ୍ଟେମ୍ବର ୩୦ରେ ରାଜ୍ୟ ସରକାର ଦୀପାବଳିରେ ବାଣଫୁଟା ଓ ବିକ୍ରି ମାମଲା…
Read More...

ଫେରିଗଲା ମୌସୁମୀ।

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ସାରା ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ବିଦାୟ ନେଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଠିକ୍‌ ସମୟରେ ଅର୍ଥାତ୍‌ ଜୁନ୍‌ ୧ରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ୭ଦିନ ବିଳମ୍ବରେ ମୌସୁମୀ…
Read More...

ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ ଟିକା।

ଭୁବନେଶ୍ବର,୨୨/୧୦(ବ୍ୟୁରୋ) : ରାଜ୍ୟରେ ବିନା ଛୁଞ୍ଚିରେ ଶିଶୁଙ୍କୁ ଟିକା ଦିଆଯିବ। ଯେହେତୁ ପିଲାମାନେ ଇଞ୍ଜେକସନକୁ ଟିକେ ଡରନ୍ତି, ତେଣୁ ସେମାନଙ୍କୁ ଫର୍ମା ଡେପଥ୍ ଟେକ୍ନୋଲୋଜି  (Pharma Depth Technology) ମାଧ୍ୟମରେ ଟିକା ଦିଆଯିବ। ଶୁକ୍ରବାର ଠାରୁ ୨ ରୁ ୧୮ ବର୍ଷ ପିଲାଙ୍କୁ କରୋନା…
Read More...

କାଲିଠାରୁ ଶିଶୁ ମାନଙ୍କୁ ଟିକା ଦେବା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍‌ ଟିକା ଦେବା ପାଇଁ ଶୁକ୍ରବାରଠାରୁ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଧିକାରୀ ଡା. ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଗୁରୁବାର ଦେଶରେ ଶହେ କୋଟି ଟିକାକରଣ…
Read More...

ଆଇଏଏସ ସ୍ତରରେ ଛୋଟ ଅଦଳବଦଳ।

ଭୁବନେଶ୍ବର,୧୬/୧୦(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଓଏଫଡିସି ଅଧ୍ୟକ୍ଷ ନିଯୁକ୍ତି କଦିଅଯାଇଛି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ସେପ୍ଟେମ୍ବର ୧୪ରୁ…
Read More...

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ।

ଭୁବନେଶ୍ୱର,୧୬/୧୦(ଓଡ଼ିଆ ନ୍ୟୁଜ): ଓଡ଼ିଶାର ମହାନ ଜନନେତା, ଓଡିଶା ଶାସନର ଅପରାଜିତ ବାଦସାହ, ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆଜି ଜନ୍ମ ଦିନ । ୭୫ ବର୍ଷ ପୁରଣ କରି ଆଜି ୭୬ ବର୍ଷରେ ପଦାର୍ପଣ କରିଛନ୍ତି ନବୀନ। ତେବେ କୋଭିଡ-୧୯ ମହାମାରୀ କାରଣରୁ ମୁଖ୍ୟମନ୍ତ୍ରୀ…
Read More...

ବିପର୍ଯ୍ୟୟ ପରିଚାଳନାର ସଫଳତା ପରେ ସୁନାମୀ ପାଇଁ ପ୍ରସ୍ତୁତ ହେଉଛନ୍ତି ସରକାର।

ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ ନିମନ୍ତେ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ…
Read More...

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(ଇଷ୍ଟେଟ୍‌) ସୁଶାନ୍ତ କୁମାର ଦାଶଙ୍କୁ ବୟନ ନିର୍ଦ୍ଦେଶକ…
Read More...

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟ ସରକାର ଓ ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୯ ଜଣ (ଓଏଏସ୍‌) ଅଫିସରଙ୍କ ବଦଳି କରାଯାଇଛି । ଝାରସୁଗୁଡ଼ା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) କମିଶନର ଭାବେ…
Read More...