Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
ରାଜ୍ୟରେ ବଢୁଛି ଶିଶୁ ଆକ୍ରାନ୍ତଙ୍କ ସ°ଖ୍ୟା।
ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
Read More...
Read More...
ଗଜପତିରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪/୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଜପତି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୧.୩୫ ଲକ୍ଷ, ପ୍ରାୟ ୯୦ ପ୍ରତିଶତ ଲୋକ ଏହି ସୁବିଧା ପାଇବେ ।
ଏହି ଅବସରରେ ଜନସାଧାରଣଙ୍କୁ…
Read More...
Read More...
୩୦ ଦିନ ମଧ୍ୟରେ କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା।
ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିଜନଙ୍କୁ ୫୦ ହଜାର ଟଙ୍କାର କ୍ଷତି ପୂରଣ ରାଶି ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୁପ୍ରିମକୋର୍ଟ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଅନ୍ୟ ଅନୁକମ୍ପା ରାଶିଠାରୁ ଏହା ଭିନ୍ନ ହେବ ବୋଲି କୋର୍ଟ…
Read More...
Read More...
ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର…
Read More...
Read More...
ପ୍ରଶାସନିକ କ୍ଷେତ୍ରରେ ଅଦଳବଦଳ।
ଭୁବନେଶ୍ବର,୨୯/୯(ବ୍ୟୁରୋ) : ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଏକ ଅଦଳ ବଦଳ ହୋଇଛି। ନୂଆଦିଲ୍ଲୀର ଯୁଗ୍ମ ଆବାସିକ କମିସନର ପ୍ରେମଜିତ ନାୟକଙ୍କୁ ଇସ୍ପାତ ଏବଂ ଖଣି ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି କରାଯାଇଛି।
ରାୟଗଡା ଓଏମସିର ଆଞ୍ଚଳିକ ପରିଚାଳକ ହେମନ୍ତ କୁମାର ସିଂହଙ୍କୁ…
Read More...
Read More...
ଓଡ଼ିଶା ପତ୍ରକାର ସଂଘର ଦ୍ୱାଦଶ ପ୍ରତିଷ୍ଠା ଦିବସ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର, ୨୯.୯ : ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସେ ପାରମ୍ପରିକ ଗଣମାଧ୍ୟମ ହେଉ ବା ସାମାଜିକ ଗଣମାଧ୍ୟମ, ତୃଣମୂଳସ୍ତର ଖବରକୁ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ଉତ୍ଥାପନ କରି ପ୍ରଶାସନ ପାଖରେ ପହାଇବା ସହ ଅବହେଳିତ ଲୋକଙ୍କୁ ନ୍ୟାୟ ଦେବା ଆବଶ୍ୟକ । ଯଦି…
Read More...
Read More...
ପୁଣି ଏକ ଲଘୁଚାପ। ୪ ତାରିଖ ପର୍ଯ୍ୟନ୍ତ ବର୍ଷିବ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର…
Read More...
Read More...
ଜେଲରେ କଏଦୀଙ୍କୁ ସାକ୍ଷାତ କରିପାରିବେ ସ°ର୍ପକୀୟ।
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଣିକି ଜେଲ୍ରେ କଏଦୀମାନେ ସିଧାସଳଖ ପରିବାର ଲୋକଙ୍କୁ ପ୍ରତ୍ୟେକ୍ଷ ସାକ୍ଷାତ କରିପାରିବେ। ଏନେଇ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ନିର୍ଦ୍ଦେଶ ଦେବା ସହ ଗତ ୨୩ ତାରିଖରେ ସମସ୍ତ ଜେଲ୍ ଅଧୀକ୍ଷକଙ୍କୁ ଚିଠି କରିଛନ୍ତି। ଏହାସହ ଜେଲରେ ଥିବା ଇ-ମୁଲାକାତ ବ୍ୟବସ୍ଥା…
Read More...
Read More...
ବାତ୍ୟା ବିପଦ ଟଳିଲା
ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ୭୫ରୁ ୮୫ କି.ମି. ବେଗରେ ପବନ ବୋହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବରୁ କୁହାଯାଇଥିଲା।…
Read More...
Read More...
ଲ୍ୟାଣ୍ଡଫଲ କଲା ବାତ୍ୟା ଗୁଲାବ୍।
ଭୁବନେଶ୍ୱର,୨୬।୯: ବାତ୍ୟା ‘ଗୁଲାବ’ ରବିବାର ରାତିରେ ଉପକୂଳ ଅତିକ୍ରମ କରିଛି। ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ…
Read More...
Read More...