Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
ବାତ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’ ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଲ୍ୟାଣ୍ଡଫଲ କରିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀଗସ୍ତରେ ଥିଲେ ହେଁ ଭିଡିଓ କନ୍ଫରେନ୍ସିଂ ଜରିଆରେ ସ୍ଥିତିର…
Read More...
Read More...
ତିନି ଦିନିଆ ଦିଲ୍ଲୀ ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଭୁବନେଶ୍ବର : ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତାକାଲି ଆୟୋଜିତ ହେବାକୁ ଥିବା ମାଓ ମୁକାବିଲା ରଣନୀତି ବୈଠକରେ ଯୋଗଦେବା ଲାଗି ଶୁକ୍ରବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଶ୍ରୀ ପଟ୍ଟନାୟକ ଦିଲ୍ଲୀ…
Read More...
Read More...
କୋଭିଡରେ ମୃତ ପରିବାରକୁ ମିଳିବ ୫୦ ହଜାର ଟଙ୍କା।
ନୂଆଦିଲ୍ଲୀ,୨୨।୯: କୋଭିଡ୍ ମୃତକଙ୍କ ପରିବାରବର୍ଗକୁ କ୍ଷତିପୂରଣ ବାବଦରେ ରାଜ୍ୟ ସରକାର ୫୦ ହଜାର ଟଙ୍କା ପ୍ରଦାନ କରିବେ। ଏ ନେଇ ସୁପ୍ରିମକୋର୍ଟକୁ ବୁଧବାର ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ତେବେ କୋଭିଡ୍ କାରଣରୁ ଏପର୍ଯ୍ୟନ୍ତ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ କେବଳ ଏହି…
Read More...
Read More...
ବଲାଙ୍ଗୀର ଜିଲ୍ଲାରେ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ) ୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ…
Read More...
Read More...
ଗ୍ରାମାଞ୍ଚଳ ଟିକାକରଣକୁ ଗୁରୁତ୍ୱ। ପୁଣି ବଢିଲା ଟିକାକେନ୍ଦ୍ର ସ°ଖ୍ୟା
ଭୁବନେଶ୍ୱର,୨୨।୯ : କରୋନା ସହ ଲଢ଼ିବା ପାଇଁ ଟିକାକରଣ ହିଁ ଏକମାତ୍ର ପଥ ବୋଲି ବିଶେଷଜ୍ଞମାନେ ମତ ରଖିସାରିଛନ୍ତି। ସେଥିପାଇଁ କେନ୍ଦ୍ର ସହ ରାଜ୍ୟ ସରକାର ଲୋକଙ୍କୁ ଟିକା ଦେବାର ଉଦ୍ୟମ ଜାରି ରଖିଛନ୍ତି। ଭାରତ ଏବେ ଟିକା ଦେବାରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଏବେ ଏହାକୁ ଆହୁରି…
Read More...
Read More...
ଦୈନିକ ଯାତ୍ରୀଙ୍କ ପାଇଁ ଚାଲିବ ସ୍ବତନ୍ତ୍ର ଟ୍ରେନ।
ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍ଏସ୍ଟି) ଏବଂ ତ୍ରୈମାସିକ ସିଜନ ଟିକେଟ (କ୍ୟୁଏସ୍ଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି…
Read More...
Read More...
୧୧୨ କଲ୍ କଲେ ମିଳିବ ପୋଲିସ ଓ ଅଗ୍ନିଶମ ସେବା।
କଟକ : ଏଣିକି ଗୋଟିଏ ନମ୍ବରରେ ମିଳିବ ପୋଲିସ ଓ ଅଗ୍ନିଶମ ସେବା। ୧୦୧ ପରିବର୍ତ୍ତେ ୧୧୨କୁ କଲ୍ କରି ଜରୁରିକାଳୀନ ପରିସ୍ଥିତିରେ ଲୋକେ ଅଗ୍ନିଶମ ସେବା ପାଇ ପାରିବେ। ସେହିଭଳି ପୂର୍ବରୁ ପୋଲିସ ପାଇଁ ୧୦୦କୁ ଡାଏଲ୍ କରାଯାଉଥିବାବେଳେ ଏବେ ୧୧୨ରେ କଲ୍ କରି ହେବ। ଏହି ନମ୍ବର ସମ୍ପୂର୍ଣ୍ଣ…
Read More...
Read More...
୧୭ରୁ ପୁଣି ବର୍ଷା।
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ ସେପ୍ଟେମ୍ବର ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ସକାଳ ସୁଦ୍ଧା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ ଏବଂ ଏହାର…
Read More...
Read More...
ଭୂପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ।
ଅହମ୍ମଦାବାଦ: ଭୂପେନ୍ଦ୍ର ପଟେଲ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ। ଆଜି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି। ବିଧାୟକ ଦଳ ବୈଠକରେ ଭୂପେନ୍ଦ୍ର ପଟେଲ ନେତା ନିର୍ବାଚିତ। ଫଳରେ ଭୂପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଯାଇଛି।
ଭୂପେନ୍ଦ୍ର ପଟେଲ୍ ନୂଆ ମୁଖ୍ୟମନ୍ତ୍ରୀ…
Read More...
Read More...
ସରିଲା ବିଧାନସଭା ସ୍ବଳ୍ପକାଳୀନ ଅଧିବେଶନ। ୧୩ଟି ବିଲ ପାରିତ
ଭୁବନେଶ୍ୱର, ୧୦/୯ : ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା। ଏହି ସ୍ବଳ୍ପକାଳୀନ ଅଧିବେଶନରେ ୧୩ଟି ବିଲ୍ ପାରିତ…
Read More...
Read More...