Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
କୋହଳ ହେଲା ଲକଡାଉନ୍।
ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ ଯାଏ ପୁଣି ଆଂଶିକ ଲକ୍ଡାଉନ୍ ଘୋଷଣା କରାଯାଇଥିବା ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।
ସେ…
Read More...
Read More...
୭ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ।
କଟକ,୫।୬: ମହାମାରୀ କୋଭିଡ୍ ଏବଂ ରାଜ୍ୟରେ ଲକ୍ଡାଉନ୍ ଓ ଶଟ୍ଡାଉନ୍କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା ଜୁଲାଇ ୨ ଯାଏ ବଳବତ୍ତର ରହିବ।…
Read More...
Read More...
କରୋନାରୁ ସୁସ୍ଥ ହେବାପରେ ଏଥିପ୍ରତି ଧ୍ୟାନ ଦିଅନ୍ତୁ।
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ…
Read More...
Read More...
୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନୂଆ ନିଯୁକ୍ତି।
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ ନିଯୁକ୍ତିପତ୍ରକୁ ଲକ୍ଡାଉନ୍ କିମ୍ବା ଶଟ୍ଡାଉନ୍ ସମୟରେ ଯାତାୟାତ ନିମନ୍ତେ ପାସ୍…
Read More...
Read More...
କରୋନାରେ ଅନାଥ ଶିଶୁଙ୍କୁ ଦିଆଯିବ ଭତ୍ତା।
ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା ପାଇବେ। ସେହିପରି ଭଦ୍ରକ,…
Read More...
Read More...
ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ଗ୍ରହଣ କଲେ ଇନ୍ଦ୍ରମଣି ତ୍ରିପାଠୀ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା…
Read More...
Read More...
ସାମ୍ବାଦିକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଏବଂ ସମସ୍ତ ଚିକିତ୍ସା ଖର୍ଚ୍ଚ।
ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ସାମ୍ବାଦିକ ମୃତ୍ୟୁମୁଖରେ ପଡ଼ିଛନ୍ତି। ଏଭଳି ସ୍ଥିତିରେ ସାମ୍ବାଦିକଙ୍କ ପରିବାର ପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି।…
Read More...
Read More...
ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା।
ଭୁବନେଶ୍ୱର,୩୧/୫(ଓଡିଆ ନ୍ୟୁଜ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଦୀର୍ଘ ୧ ବର୍ଷ ୧୦ ମାସ ଧରି ସେ ବିଭାଗର ନିର୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ ପରିସ୍ଥିତିରେ ଗଣମାଧ୍ୟମ…
Read More...
Read More...
ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ୮୩୧୩ ପଜିଟିଭ ଚିହ୍ନଟ ଓ ୩୫ ମୃତ।
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ କମିବାରେ ଲାଗିଛି। ସୋମବାର ରାଜ୍ୟରୁ ୮,୩୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍ରେ ଥିଲାବେଳେ ୩୬୫୮ ଟି ହେଉଛି ଲୋକାଲ କେସ।
ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୭୪ ଜଣ ଚିହ୍ନଟ…
Read More...
Read More...
ଜୁନ ୧୭ ପର୍ଯ୍ୟନ୍ତ ବଢିଲା ଲକଡାଉନ୍।
ଭୁବନେଶ୍ବର,୩୦/୫(ଓଡ଼ିଆ ନ୍ୟୁଜ): କରୋନା ସ୍ଥିତି ଦେଖି ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି। ଜୁନ ୧ରେ ଲକଡାଉନ୍ ଅବଧି ଶେଷ ହେଉଥିବାବେଳେ ଏହାକୁ ଆଜି ପୁଣି ୧୬ଦିନ ପାଇଁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଅର୍ଥାତ ଜୁନ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ…
Read More...
Read More...