banner
Breaking
Browsing Category

ରାଜ୍ୟ

ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହେଲା ମାଣ୍ଡିଆ

ଭୁବନେଶ୍ୱର, : ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହୋଇଛି ରାଜ୍ୟର ପାରମ୍ପରିକ ତଥା ପୋଷଣଯୁକ୍ତ ଖାଦ୍ୟ ମାଣ୍ଡିଆ। ଛାତ୍ରଛାତ୍ରୀ ତଥା ଏଠାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଉତ୍ତମମାନର ସୁସ୍ଥ ଏବଂ ପୁଷ୍ଟିକର…
Read More...

ଶେଷ କାର୍ଯ୍ୟ ଦିବସ ପୂର୍ବରୁ ସରିଲା ବିଧାନସଭା

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଘୋଷଣା କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ ବିମାନ ଉଡ଼ାଣ…
Read More...

ଆସନ୍ତା କାଲି ବସ୍ତି ବାସିନ୍ଦାଙ୍କୁ ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା ମିଶନ୍‌ ସର୍ଭେକୁ ନେଇ ଅଡୁଆ ବଢିବାରେ ଲାଗିଛି। ମହାନଗରରେ ଥିବା ବସ୍ତି ଅଞ୍ଚଳରେ ପ୍ରଥମେ ଡ୍ରୋନ୍‌ ସର୍ଭେ…
Read More...

ପଶ୍ଚିମା ଝଡ ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ୨୯ରୁ ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ୩୦ମାର୍ଚ୍ଚରୁ ୧ ଏପ୍ରିଲ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ ମାର୍ଚ୍ଚ ୩୧ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ମଧ୍ୟମ ଧାରଣ ବର୍ଷା ସହ କଟକ, ଯାଜପୁର, ଢେଙ୍କାନାଳ,ଭଦ୍ରକ ଏବଂ…
Read More...

ବଢୁଛି କରୋନା ସଂକ୍ରମଣ, ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପ

ଭୁବନେଶ୍ୱର, ୨୮।୩ (ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ସମଗ୍ର ଦେଶରେ ପୁଣି ଥରେ କୋଭିଡ୍‌ ସଂକ୍ରମଣ ବଢିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ବେଡ୍‌ ଓ ଅକ୍ସିଜେନ୍‌ ପ୍ରସ୍ତୁତ ରଖିବା ପାଇଁ ସବୁ ମେଡିକାଲ…
Read More...

ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମ ଅଧ୍ୟକ୍ଷଙ୍କ ଚିପିଲିମା ଯାଆଁଳା ଉତ୍ପାଦନ କେନ୍ଦ୍ର ପରିଦର୍ଶନ

ଭୁବନେଶ୍ୱର,୨୭ା୩ ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର ସମ୍ବଲପୁର ଜିଲ୍ଲାର ଚିପିଲିମା ସ୍ଥିତ ମତ୍ସ୍ୟ ଯାଆଁଳା ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିଛନ୍ତି । ଅଜିର ଏହି ଗସ୍ତ ସମୟରେ ସେ ମତ୍ସ୍ୟଚାଷୀ ମାନଙ୍କ ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ବଦ୍ଧରେ…
Read More...

ଏମ୍‌ସ ଭୁବନେଶ୍ୱରରେ ବିଶ୍ୱ ଯକ୍ଷ୍ମା ଦିବସ ପାଳନ

ଭୁବନେଶ୍ୱର : କୋଭିଡ୍‌ ପରବର୍ତ୍ତୀ ଅବସ୍ଥାରେ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସ୍ବାଭାବିକ ହେବା ପରେ ଯକ୍ଷ୍ମା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏମ୍‌ସ ଭୁବନେଶ୍ୱରରେ ୨୦୨୨ ମସିହାରେ ୬୭୪ ଜଣ ଯକ୍ଷ୍ମା (ଟିବି) ରୋଗୀ ଚିହ୍ନଟ ହୋଇଥିଲେ। ଯାହାକି ୨୦୨୧ରେ ଏହି ଜାତୀୟ ସ୍ବାସ୍ଥ୍ୟ…
Read More...

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମମତା ବାନାର୍ଜୀ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ…
Read More...

୨୩ ବର୍ଷ ପଛୁଆବର୍ଗଙ୍କୁ ଠକିଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର, ୨୨ା୩(ବ୍ୟୁରୋ): ରାଜ୍ୟ ସରକାର ପଛୁଆବର୍ଗଙ୍କ ସର୍ଭେ କରିବାକୁ ଯାଉଛନ୍ତି। ମାତ୍ର ଏହା ସେହି ବର୍ଗ ପାଇଁ ଉପହାସ ସଦୃଶ। ୨୩ ବର୍ଷ ଏହି ବର୍ଗକୁ ଠକିବା ପରେ ପୁଣି ଠକିବା ପାଇଁ ପ୍ରୟାସ କରାଯାଉଛି ବୋଲି ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା କହିଛନ୍ତି। ଏକ…
Read More...

ଦିଲ୍ଲୀରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀ ଏନସିଆର । ଏନସିଆରର କେତେକ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକ ଏହାକୁ ଅନୁଭବ କରିଛନ୍ତି । ଗତକିଛି ଦିନ ଧରି ଏକାଧିକ ବାର ଭୂକମ୍ପର ଝଟକା ଅନୁଭବ କରିବା ପରେ ଆଜି ଲୋକେ ଭୟଭୀତ ହୋଇ ପଡିଛନ୍ତି । ବେଶ କିଛି…
Read More...