Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
ରାଜ୍ୟରେ ଆଜି ୧୦,୯୩୯ ପଜିଟିଭ ଚିହ୍ନଟ ଓ ସର୍ବାଧିକ ୩୩ ମୃତ।
ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୧୦,୯୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮,୧୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪,୭୬୧ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
Read More...
Read More...
ବାତ୍ୟା ୟାସ ପ୍ରସ୍ତୁତି ନେଇ ଧର୍ମେନ୍ଦ୍ରଙ୍କ ବାରମ୍ବାର ବୈଠକ।
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋଏଲ ଏବଂ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍ଫରେନ୍ସରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ା ଓଡ଼ିଶାରେ ‘ୟାସ୍’ ର…
Read More...
Read More...
ଓଡିଶାରେ ୮ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କୁ ମିଳିବ ପକକା ଘର।
ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ଏନେଇ…
Read More...
Read More...
ୟାସ ମୁକାବିଲା ପାଇଁ ଅମିତ ସାହାଙ୍କ ସମୀକ୍ଷା ବୈଠକ।
ନୂଆଦିଲ୍ଲୀ,୨୪।୫: ବାତ୍ୟା ‘ୟାସ’ ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ…
Read More...
Read More...
ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ । ତଥାପି ଆମକୁ ସତର୍କ ରହିବାକୁ ପଡିବ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍ ସହ ଅମ୍ଫନ ବାତ୍ୟାକୁ ସାମ୍ନା କରିଥିଲେ।…
Read More...
Read More...
ଓଡ଼ିଶାର ୮ ଟି ଜିଲ୍ଲାରେ ହେବ ଅକ୍ସିଜେନ୍ ପ୍ଲାଣ୍ଟ : ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍ଏ) ମେଡିକାଲ ଅକ୍ସିଜେନ୍ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…
Read More...
Read More...
ରାଜ୍ୟରେ ଆଜି ପୁଣି ୧୧,୦୫୯ ପଜିଟିଭ ଚିହ୍ନଟ ଓ ୩୨ ମୃତ।
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍ରେ ଥିଲାବେଳେ ୪୮୬୬ ଟି ହେଉଛି ଲୋକାଲ କେସ।
ଆଜି କଟକ ଜିଲାରୁ ସର୍ବାଧିକ ୧୧୩୩ ଜଣ…
Read More...
Read More...
କରୋନା ଯୋଦ୍ଧା ଘୋଷଣା କରିବାକୁ ଦାବି କଲା ଔଷଧ ବ୍ୟବସାୟୀ ସ°ଘ।
ଭୁବନେଶ୍ୱର,୨୩।୫(ବ୍ୟୁରୋ): କରୋନା ଲଢ଼େଇରେ ସାମିଲ ହୋଇ ଜନସାଧାରଣଙ୍କୁ ସେବା ଯୋଗାଇବାରେ ଔଷଧ ବ୍ୟବସାୟୀଙ୍କ ପ୍ରତ୍ୟକ୍ଷ ତଥା ପ୍ରମୁଖ ଅବଦାନ ରହିଛି। ଅନ୍ୟମାନଙ୍କୁ ରାଜ୍ୟ ସରକାର କରୋନା ଯୋଦ୍ଧା ଘୋଷଣା କରିଛନ୍ତି। ହେଲେ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ଦିନରାତି…
Read More...
Read More...
ଶିଶୁ ସୁରକ୍ଷା ପାଇଁ ଜାରିହେଲା ଗାଇଡଲାଇନ୍।
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଶିଶୁମାନେ କରୋନା ସଂକ୍ରମିତ ହେଉଥିବା ଜଣାପଡ଼ବା ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏ ନେଇ ଗାଇଡ୍ଲାଇନ ଜାରି କରାଯାଇଛି। ତଦନୁଯାୟୀ ପିଲାମାନଙ୍କ ପାଇଁ ପ୍ରତ୍ୟେକ ଡେଡିକେଟେଡ୍…
Read More...
Read More...
ଭାଜପା ନେତାଙ୍କ ଜବାବ ଦେଲା ବିଭାଗ। କେନ୍ଦ୍ରର ୭୩ ଭେଣ୍ଟିଲେଟର ଅଚଳ।
ଭୁବନେଶ୍ୱର, ୨୩ା୫(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପଠାଇଥିବା ୫୬୭ ଭେଣ୍ଟିଲେଟର ମଧ୍ୟରୁ ୭୩ଟି ଅଚଳ ହୋଇପଡ଼ିରହିଛି। ସେଥିରୁ ୧୮ଟିରେ ଉତ୍ପାଦନଗତ ତ୍ରୁଟି ରହିଥିବାବେଳେ ଅବଶିଷ୍ଟ ୫୫ ଯନ୍ତ୍ରାଂଶ ଅଭାବରୁ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ…
Read More...
Read More...