banner
Breaking
Browsing Category

ରାଜ୍ୟ

ଦେଶର ସର୍ବକନିଷ୍ଠ ଆକ୍ରାନ୍ତଙ୍କୁ ଭଲକଲେ ଓଡିଶା ଡାକ୍ତର। ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ନିକଟରେ କରୋନାକୁ ହରାଇଥିବା ନବଜନ୍ମିତ ଶିଶୁ ଈଶାନୀ ଅଗ୍ରୱାଲ(ଗୁଡ଼ିଆ)ଙ୍କୁ ଚିକିତ୍ସା କରିଥିବା ଡା. ଅରିଜିତ ମହାପାତ୍ର ଓ ତାଙ୍କ ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଗୁଡ଼ିଆ…
Read More...

ଜୁଲାଇରେ ଶେଷ ହେବ କରୋନା ଦ୍ବିତୀୟ ଲହର

ନୂଆଦିଲ୍ଲୀ, ୨୦।୫: କରୋନାର ଦ୍ୱିତୀୟ ଲହର ଚଳିତ ବର୍ଷ ଜୁଲାଇ ସୁଦ୍ଧା ଶେଷ ହୋଇଯିବ। ଏହାର ୬ରୁ ୮ ମାସ ପରେ ମହାମାରୀର ତୃତୀୟ ଲହର ଆସିବା ଆକଳନ କରାଯାଉଛି ବୋଲି କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବୈଜ୍ଞାନିକ କମିଟି କହିଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଦ୍ୱାରା ନିଯୁକ୍ତ…
Read More...

କୋଭିଡ୍ ପରିଚାଳନାରେ ସାମିଲ ହେଲା ଗାଁ କଲ୍ୟାଣ ସମିତି

ଭୁବନେଶ୍ୱର,୨୦।୫(ବ୍ୟୁରୋ): କୋଭିଡ୍‌ ପରିଚାଳନା ପାଇଁ ଗାଁ କଲ୍ୟାଣ ସମିତିକୁ ସାମିଲ କରାଯାଇଛି। ଏ ବାବଦକୁ ସମିତିକୁ ମିଳିବ ସର୍ବାଧିକ ୨୦ ହଜାର ଟଙ୍କା। ୨୦୨୧-୨୨ ବର୍ଷ ପାଇଁ ୪ଟି କିସ୍ତିରେ ଏହି ଟଙ୍କା ମିଳିବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ…
Read More...

ନିର୍ଦ୍ଧାରିତ ଦରରେ ଟିକାକରଣ ପାଇଁ ଘରୋଇ ହସ୍ପିଟାଲକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦/୫(ବ୍ୟୁରୋ): ଏଣିକି ଘରୋଇ ହସ୍ପିଟାଲଗୁଡ଼ିକ ମଧ୍ୟ ଟିକାକରଣ କରିପାରିବେ। ସରକାରଙ୍କ ଦ୍ୱାରା ଧାର୍ଯ୍ୟ ଦର ଅନୁସାରେ ଟିକାକରଣ ହେବ। ଏନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି…
Read More...

ରାଜ୍ୟରେ ଆଜି ୧୧,୪୯୮ ପଜିଟିଭ ଚିହ୍ନଟ ଓ ୨୫ ମୃତ।

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୪୩୯ କ୍ୱାରାଣ୍ଟାଇନ୍‌ର ହୋଇଥିବା ବେଳେ ୫,୦୫୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
Read More...

ବାତ୍ୟା ୟାସ ଭୟଙ୍କର ହେବାର ସମ୍ଭାବନା ଅଛି।

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି ପାଣିପାଗ ମଡେଲ…
Read More...

ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର।

ଜୟପୁର,୧୯।୫: କରୋନା ସଂକ୍ରମଣରୁ ଠିକ୍‌ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଦେଖାଦେଉଥିବା ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର। ରାଜସ୍ଥାନ ମହାମାରୀ ଅଧିନିୟମ ୨୦୨୦ ଅନୁଯାୟୀ ବୁଧବାର ସମଗ୍ର ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ବୋଲି ଘୋଷଣା କରାଯାଇଛି। ରାଜ୍ୟର…
Read More...

ରାଜ୍ୟରେ ଆଜି ୧୧,୦୯୯ ପଜିଟିଭ ଚିହ୍ନଟ ଓ ୨୧ ମୃତ।

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୪୮୮୫ଟି ହେଉଛି ଲୋକାଲ କେସ। ଆଜି ଖେର୍ଦ୍ଧା ଜିଲାରୁ ସର୍ବାଧିକ ୧୪୬୦…
Read More...

ବାତ୍ୟା ସମ୍ଭାବନା, ପୁର୍ବ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଲେ ଏସଆରସି

ଭୁବନେଶ୍ବର,୧୯/୫(ବ୍ୟୁରୋ): ବଙ୍ଗୋପ ସାଗରରେ ସାମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ଉନ୍ନୟନ ଆୟୁକ୍ତ ତଥା ସ୍ୱତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ପ୍ରଦୀପ କୁମାର ଜେନା ସମୀକ୍ଷା କରିଛନ୍ତି। ଆଜି ପୁଲିସ, ଅଗ୍ନିଶମ, ଓଡ୍ରାଫ, ଏନ୍‌ଡିଆର୍‌ଏଫ୍‌ ଅଧିକାରୀଙ୍କ ସହ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା…
Read More...

ଶିକ୍ଷକଙ୍କୁ କରୋନା ଯୋଦ୍ଧା ମାନ୍ୟତା ମିଳୁ।

ଭୁବନେଶ୍ୱର, ୧୯ା୫(ବ୍ୟୁରୋ):କରୋନା ଲଢ଼େଇରେ ଆରମ୍ଭରୁ ନିଜକୁ ସାମିଲ କରିଥିବା ଶିକ୍ଷକଙ୍କୁ ତୁରନ୍ତ କରୋନା ଯୋଦ୍ଧାର ମାନ୍ୟତା ମିଳୁ। ରାଜ୍ୟ ସରକାର ଶିକ୍ଷକଙ୍କୁ ଯୋଦ୍ଧା ଭାବେ ଘୋଷଣା କରନ୍ତୁ ବୋଲି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ଦାବି କରିଛି। ମିଳିତମଞ୍ଚ ପକ୍ଷରୁ…
Read More...