Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
କରୋନାର ନୂଆ ଲକ୍ଷଣ। ସତର୍କ ରୁହନ୍ତୁ ଓ ଡାକ୍ତରଙ୍କ ପରାମର୍ଶ କରନ୍ତୁ।
ସାରା ଦେଶରେ କରୋନାର ୨ୟ ତରଙ୍ଗ କାୟା ବିସ୍ତାର କରିବାରେ ଲାଗିଛି। ବହୁ ଲୋକେ ପ୍ରତିଦିନ ଏଥିରେ ସଂକ୍ରମିତ ହେଉଛନ୍ତି। ପ୍ରତିଦିନ ହଜାର ହଜାର ଲୋକେ ମୃତ୍ୟୁବରଣ କରୁଛନ୍ତି। ଏଭଳି କଠିନ ସମୟରେ ସାମାନ୍ୟ ଲକ୍ଷଣ ଦେଖାଗଲେ ମଧ୍ୟ ତୁରନ୍ତ ପରୀକ୍ଷା କରାଇ ଚିକିତ୍ସିତ ହେବା ନିତ୍ୟାନ୍ତ ଆବଶ୍ୟକ।…
Read More...
Read More...
କରୋନା ମୁକାବିଲା ପାଇଁ ଗଠିତ ହେଲା ଉପଦେଷ୍ଟା କମିଟି।
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ୧୦ ଜିଲାରେ ସଂକ୍ରମଣ ହାର କମିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାମାତ୍ର ଶନିବାର ଅପରାହ୍ନରେ ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି। ବିଶେଷକରି ଆରମ୍ଭରୁ ଅଧିକ ପ୍ରଭାବିତ ଥିବା ପଶ୍ଚିମ ଓଡ଼ିଶାର ୧୦…
Read More...
Read More...
୨୧୦ ପୋଲିସ କର୍ମଚାରୀ କରୋନା ସ°କ୍ରମିତ।
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ସବୁଠୁ ବଡ଼ କଥା ହେଲା ଟୁଇନ୍ ସିଟି ଅର୍ଥାତ୍ କଟକ ଓ ଭୁବନେଶର ପୋଲିସ ଶିବିରରେ ମଧ୍ୟ କରୋନା ପ୍ରବେଶ କରିଛି। କମିଶନରେଟ୍ ପୋଲିସର ୨୧୦ରୁ ଅଧିକ କରୋନା ସଂକ୍ରମିତ ହୋଇଛନ୍ତି।…
Read More...
Read More...
ଅଗ୍ନିଶମ ଡିଜି ବୁଲି ଦେଖିଲେ କୋଭିଡ୍ ହସ୍ପିଟାଲ।
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଅଗ୍ନିଶମ ଡିଜି ଏମ୍ ଅକ୍ଷୟ ଶୁକ୍ରବାର କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଥିବା ସମସ୍ତ କୋଭିଡ଼ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ବିଭାଗର ଅନ୍ୟ ଅଧିକାରୀଙ୍କ ସହ ବିଭିନ୍ନ ହସ୍ପିଟାଲକୁ ଯାଇ ନିୟୋଜିତ ଅଗ୍ନିଶମ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ହସ୍ପିଟାଲରେ…
Read More...
Read More...
ଘରୋଇ ହସ୍ପିଟାଲ ଓ ଲାବକୁ କଡା ଚେତାବନୀ।
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟେଷ୍ଟ୍ ପ୍ରସଙ୍ଗରେ ଘରୋଇ ଲାବ୍କୁ କଡ଼ା ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଆର୍ଟି-ପିସିଆର୍ ଟେଷ୍ଟ ପାଇଁ ଧାର୍ଯ୍ୟ ଦର ଠାରୁ ଅଧିକ ଟଙ୍କା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଡ଼ଭାଇଜରି ଜାରି ହୋଇଛି।…
Read More...
Read More...
ରାଜ୍ୟରେ ଆଜି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ ଓ ୨୧ ମୃତ।
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍ର ହୋଇଥିବା ବେଳେ ୫,୧୯୪ ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ…
Read More...
Read More...
କାଳିଆ ଟଙ୍କା କିସ୍ତି ଦେଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ଟଙ୍କା ରାଜ୍ୟ ସରକାର ଚାଷୀମାନଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ୪୨ ଲକ୍ଷ ଚାଷୀଙ୍କ ଖାତାକୁ ମୋଟ ୯୨୦ କୋଟି ଟଙ୍କା ଯାଇଥିବା ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ପ୍ରକାଶ ଯେ, ଶନିବାର ଅକ୍ଷୟ…
Read More...
Read More...
ଆସନ୍ତା ୧୭ରେ ବସିବ ସର୍ବଦଳୀୟ ବୈଠକ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଉପରେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା ଦିନକୁ ୨୦ ଉପରେ ରହୁଛି। ଏପରି ସ୍ଥିତିରେ କିପରି କରୋନା ମୁକାବିଲା କରାଯିବ ସେନେଇ ଆସନ୍ତା ୧୭ରେ ସର୍ବଦଳୀୟ ବୈଠକ ବସିବ।
ଏହି ବୈଠକ ବାଚସ୍ପତି…
Read More...
Read More...
ଓଡିଶାରେ ଏମସିଏଲକୁ ହସ୍ପିଟାଲ ପାଇଁ ଅନୁମତି ଦେଇଥିବାରୁ ମୋଦିଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର।
ଭୁବନେଶ୍ୱର,୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟରେ ମେଡିକାଲ ଭିତ୍ତିଭୂମିର ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଥିବା ଅନୁରୋଧକୁ ପ୍ରାଥମିକତା ଦେଇ ସକାରାତ୍ମକ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍…
Read More...
Read More...
ରାଜ୍ୟରେ ଆଜି ୧୨,୩୯୦ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୩୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ୱାରାଣ୍ଟାଇନ୍ରେ ଥିଲାବେଳେ ୫୪୫୨ ଟି ହେଉଛି ଲୋକାଲ କେସ।
ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
Read More...
Read More...