banner
Breaking
Browsing Category

ରାଜ୍ୟ

ଆଜି ରାଜ୍ୟରେ ୮୫୪୧ ସୁସ୍ଥ ହେଲେ।

ଭୁବନେଶ୍ବର,୯/୫(ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୮୫୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪୪୭୮୬୩କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।…
Read More...

ବୁଲା ଗୋରୁଗାଈ ଓ କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗୋରୁଗାଈ ଏବଂ ଅନ୍ୟ ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲା ଗୋରୁଗାଈ…
Read More...

ମହିଳା କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୯।୫(ବ୍ୟୁରୋ): ସମଗ୍ର ବିଶ୍ୱରେ ଆଜି ମାତୃ ଦିବସ ପାଳନ କରାଯାଉଛି। ଏହି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା କରୋନା ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, ‘ଓଡ଼ିଶାରେ ମାତୃ ମୃତ୍ୟୁହାର ହ୍ରାସ କରିବା ଏବଂ ନିରାପଦ…
Read More...

ପ୍ରଶାସନିକ ସ୍ତରରେ ଅଦଳବଦଳ। ବଦଳିଲେ ୨୯ ବିଡ଼ିଓ ୬ ତହସିଲଦାର।

ଭୁବନେଶ୍ୱର,୮/୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ତୃଣମୂଳସ୍ତରରେ ପ୍ରଶାସନର ମଙ୍ଗ ଧରିଥିବା ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କ କ୍ଷେତ୍ରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ପଞ୍ଚାୟତିରାଜ ବିଭାଗର ବିଜ୍ଞପ୍ତିନାମା ଅନୁଯାୟୀ ୨୯ଜଣ ମଣ୍ଡଳ ଉନ୍ନୟନ ଅଧିକାରୀ(ବିଡ଼ିଓ) ଓ ୬ଜଣ ତହସିଲଦାରଙ୍କ…
Read More...

ସ୍ବାସ୍ଥ୍ୟକର୍ମୀ ଓ ନର୍ସଙ୍କ ସେବାକାର୍ଯ୍ୟକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,(ବ୍ୟୁରୋ): ସ୍ବାସ୍ଥ୍ୟକର୍ମୀ ଓ ନର୍ସମାନଙ୍କ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ସେମାନଙ୍କ ଉତ୍ସର୍ଗିକୃତ ସେବା ଯୋଗୁ ଆଜି ଓଡ଼ିଶା ସାରା ଦେଶରେ କରୋନା ଟିକାକରଣରେ ପ୍ରଶଂସିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ…
Read More...

ରାଜ୍ୟରେ ଆଜି ପୁଣି ୧୦,୬୩୫ ପଜିଟିଭ ଚିହ୍ନଟ ଓ ୧୯ ମୃତ।

ଭୁବନେଶ୍ୱର,୯/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ହଜାର ୬୩୫ ଜଣ କରୋନାରେ ପଜିଟିଭ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧିପାଇଛି। ଆଜି ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ…
Read More...

ଠିକ୍ ସମୟରେ ନିଷ୍ପତ୍ତି ନେଇଛନ୍ତି ସରକାର। ୧୪ ରୁ କମିବ ସ°କ୍ରମଣ।

ଭୁବନେଶ୍ୱର,୮/୫(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଶୀର୍ଷ ଛୁଇଁଛି। ଏବେ ଦୈନିକ ସଂକ୍ରମଣ ୧୨ ହଜାର ଉପରେ ଚିହ୍ନଟ ହେଉଛି। ଏଭଳି ସ୍ଥିତି ଆଉ ୩ରୁ ୪ ଦିନ ପର୍ଯ୍ୟନ୍ତ ଲାଗି ରହିବ। ଏଥିରେ କିଛି ଭୟ କରିବା ଆବଶ୍ୟକ ନାହିଁ। ଆଶା କରାଯାଉଛି ୫ରୁ ୬ଦିନ ପରେ ଅର୍ଥାତ ୧୪ ତାରିଖରୁ ରାଜ୍ୟରେ ସଂକ୍ରମଣ…
Read More...

ରାଜ୍ୟରେ ଆଜି ପୁଣି ୧୧,୮୦୭ ପଜିଟିଭ ଚିହ୍ନଟ ଓ ସର୍ବାଧିକ ୨୧ ମୃତ।

ଭୁବନେଶ୍ୱର,୮/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ରାଜ୍ୟରେ ୧୧ ହଜାର ୮୦୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୦୭କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ…
Read More...

ଓଡ଼ିଶାର କୋଭିଡ୍‌ ପରିଚାଳନା ପ୍ରସ୍ତୁତି ଏବଂ ସ୍ବାସ୍ଥ୍ୟ ଭିତ୍ତିଭୂମି ଉପରେ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର,୭ା୫(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ(ପିଏସ୍‌ୟୁ)ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ବାସ୍ଥ୍ୟ ସଙ୍ଗଠନ, ବ୍ୟାଙ୍କିଙ୍ଗ୍‌ ଏବଂ ରେଳ କ୍ଷେତ୍ରର…
Read More...

ଟିକା ଉପରୁ ଜିଏସଟି ଛାଡ କରିବାକୁ କେନ୍ଦ୍ରକୁ ଚଠି ଲେଖିଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୭ା୫(ବ୍ୟୁରୋ):କୋଭିଡ୍‌-୧୯ ଦ୍ୱିତୀୟ ଲହର ସମଗ୍ର ଦେଶ ପାଇଁ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହି ମହାମାରୀ ପାଇଁ କ୍ରୟ କରାଯାଉଥିବା ଟିକା ଉପରୁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଏ…
Read More...