banner
Breaking
Browsing Category

ରାଜ୍ୟ

ଘରୋଇ ହସ୍ପିଟାଲରେ ୧୦୦ ଟଙ୍କାରେ ଦିଆଯିବ ଟିକା।

ଭୁବନେଶ୍ୱର,୭ା୫(ବ୍ୟୁରୋ):ସମଗ୍ର ଦେଶ ଏବେ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତିକରୁଛି। କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିଚାଲିଛି। ଟିକା ନେବା ପାଇଁ ଲୋକମାନେ ବ୍ୟାକୁଳ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲଗୁଡ଼ିକରେ ମଧ୍ୟ ଟିକାକରଣ କରିବାକୁ…
Read More...

ଆଜି ରାଜ୍ୟରେ ସର୍ବାଧିକ ପଜିଟିଭ ୧୨,୨୩୮ ଚିହ୍ନଟ ଓ ୧୯ ମୃତ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଜି କରୋନା ମହାମାରୀ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୫୩୨୪ଟି ଲୋକାଲ କେସ ରହିଛି। ଆଜି ସୁନ୍ଦରଗଡ ଜିଲାରୁ ସର୍ବାଧିକ ୨୦୭୩…
Read More...

ଦ୍ବିତୀୟ ଡୋଜ ନେବାକୁ ଥିବା ଲୋକଙ୍କୁ ଅଗ୍ରାଧିକାର ଦିଆଯିବ।

ଭୁବନେଶ୍ବର: ଟିକାକରଣ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ୯୭% ସ୍ବାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଓ ୮୭%କୁ ଦ୍ବିତୀୟ ଡୋଜ୍‌ ଦିଆଗଲାଣି। ସମ୍ମୁଖ ଯୋଦ୍ଧାଙ୍କ ମଧ୍ୟରେ ପ୍ରଥମ ଡୋଜ୍‌ ୯୭%,…
Read More...

ଓଡ଼ିଶାର ସା°ସଦ ଓ ବିରୋଧୀ ଦଳ ନେତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ମୋଦି

ଭୁବନେଶ୍ୱର,୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଦୀପ୍ତଙ୍କ ସ୍ତ୍ରୀ କମଳା ନାୟକଙ୍କ ସହ ଫୋନରେ କଥା ହୋଇଥିଲେ। ଏପରି କି ମୋଦି ରାଜ୍ୟସଭା ସଦସ୍ୟ ରଘୁନାଥ ମହାପାତ୍ରଙ୍କ ମଧ୍ୟ…
Read More...

କରୋନା ନେଲା ଅଭିନେତ୍ରୀଙ୍କ ଜୀବନ।

ମୁମ୍ବଇ,୬/୫ : କରୋନରେ ଆକ୍ରାନ୍ତ ହୋଇ ବୁଧବାର ଦିନ ପ୍ରାଣ ହରାଇଛନ୍ତି ବିଗତ ଦିନର ଅଭିନେତ୍ରୀ ଶ୍ରୀପଦା। ସେ ଧର୍ମେନ୍ଦ୍ର ଏବଂ ବିନୋଦ ଖାନ୍ନାଙ୍କ ସମେତ ହିନ୍ଦୀ ଚଳଚ୍ଚିତ୍ର ଜଗତର ବହୁ ଅଭିନେତାଙ୍କ ସହିତ କାମ କରିଥିଲେ। ୧୯୮୯ରେ ଶ୍ରୀପଦା ‘ବଟୱାରା’ ଚଳଚ୍ଚିତ୍ରରେ ଉଭୟ ଧର୍ମେନ୍ଦ୍ର ଓ…
Read More...

ଜୁନ ୧ ରେ କେରଳ ଛୁଇଁବ ମୌସୁମୀ।

ନୂଆଦିଲ୍ଲୀ,୬।୫: ଚଳିତ ବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ଭାବେ ଭାରତ ଉପମହାଦେଶରେ ପ୍ରବେଶ କରିବ। ଜୁନ୍‌ ୧ରେ ଏହା କେରଳ ଛୁଇଁବ ବୋଲି ପାଣିପାଗ ବ୍ୟୁରୋ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ପାରସ୍ପରିକ ଭୂମଣ୍ଡଳ ସ୍ଥିତି ଅନୁସାରେ ମୌସୁମୀ ଆଗମନ ସମ୍ପର୍କରେ ଏଭଳି…
Read More...

ଆଳୁ ଉପରେ କରୋନା ମାଡ।

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଉଗ୍ରରୂପ ଧାରଣ କରିଛି । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ମେ ୫ରୁ ୧୯ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାର ଫାଇଦା ଉଠାଉଛନ୍ତି କିଛି ଅସାଧୁ ବେପାରୀ । ଗରିବଙ୍କ ପ୍ରିୟ ଖାଦ୍ୟ ଆଳୁ…
Read More...

ରାଜ୍ୟରେ ଆଜି ପୁଣି ୧୦,୫୨୧ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦,୫୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୭୭ ଓ ସୁନ୍ଦରଗଡରୁ ୧୧୮୬ ଜଣଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧୨୧କୁ ବୃଦ୍ଧିପାଇଛି। ସେହିପରି…
Read More...

ଆବଶ୍ୟକ ନଥିଲେ ଆରଟିପିସିଆର ଟେଷ୍ଟ କରନ୍ତୁ ନାହିଁ : ଆଇସିଏମଆର

ନୂଆଦିଲ୍ଲୀ, ୫ା୫: କୋଭିଡ ପରୀକ୍ଷା ପାଇଁ ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର) ପକ୍ଷରୁ ନୂତନ ଗାଇଡ୍‌ଲାଇନ ଜାରି ହୋଇଛି। ଆବଶ୍ୟକ ନ ଥିଲେ ଆର୍‌ଟି-ପିସିଆର୍‌ ଟେଷ୍ଟ ନ କରିବାକୁ ନିର୍ଦ୍ଦେଶାବଳୀରେ କୁହାଯାଇଛି। ବିଶେଷ କରି ଲାବୋରେଟୋରୀଗୁଡ଼ିକ ଉପରୁ ଚାପ ହଟାଇବାକୁ…
Read More...

ରାଜ୍ୟରେ ଆଜି ପୁଣି ୯୮୮୯ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୫/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୮୮୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୩୩୧ ଜଣ ଚିହ୍ନଟ ହୋଇଥିବାବେଳେ ଦ୍ୱିତୀୟ ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରେ ଗୋଟିଏ…
Read More...