banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୯୮୮୯ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୫/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୮୮୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୩୩୧ ଜଣ ଚିହ୍ନଟ ହୋଇଥିବାବେଳେ ଦ୍ୱିତୀୟ ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରେ ଗୋଟିଏ…
Read More...

ଲକଡାଉନ୍ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡା ବ୍ୟବସ୍ଥା।

ଭୁବନେଶ୍ୱର,୫/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ରୋକିବା ଉଦ୍ଦେଶ୍ୟରେ ଆଜିଠାରୁ ଲକଡାଉନ ଲାଗୁ ହୋଇଛି। ଲୋକମାନେ କିଭଳି ଘରୁ ବାହାରକୁ ନ ଆସିବେ, ସେ ନେଇ କମିସନରେଟ ପୁଲିସ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି। ଲକଡାଉନ କାଳରେ ଯେଭଳି କୌଣସି ବ୍ୟକ୍ତି ଥାନାକୁ…
Read More...

ମନୋଜ ଦାସଙ୍କ ସ୍ମୃତିରେ ପ୍ରତିବର୍ଷ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ…
Read More...

ଆସନ୍ତା କାଲିଠାରୁ ୧୪ ଦିନିଆ ଲକଡାଉନ୍। ଖୋଲା ରହିବ ଏହିସବୁ ଦୋକାନ।

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ୫ ତାରିଖ ବୁଧବାରଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ ଆରମ୍ଭ ହେଉଛି। ଏଥିପାଇଁ ଲୋକେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ କିଣି ଘରେ ମହଜୁଦ ରଖିବାକୁ ଲାଗି ପଡିଛନ୍ତି। ଫଳରେ ହଜାର ବଜାରରେ ଏବେ ଆତଙ୍କିତ ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ଓ ରବିବାର…
Read More...

ରାଜ୍ୟରେ ଆଜି ୮୨୧୬ ପଜିଟିଭ ଚିହ୍ନଟ ଓ ୧୫ମୃତ।

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୮,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୩,୫୩୨ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
Read More...

ଲକଡାଉନ୍ ରେ ଖୋଲା ରହିବ ଆହାର କେନ୍ଦ୍ର।

ଭୁବନେଶ୍ୱର,୩।୫: ଲକ୍‌ଡାଉନରେ ଖୋଲା ରହିବ ଆହାର କେନ୍ଦ୍ର । ହେଲେ ଲୋକେ ଆହାର କେନ୍ଦ୍ରରେ ବସି ଖାଇ ପାରିବେ ନାହିଁ। ଆହାର କେନ୍ଦ୍ରରୁ କେବଳ ପାର୍ସଲ ନେଇପାରିବେ। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ସନ୍ଧ୍ୟାରେ ଏହି ସୂଚନା ଦେଇଛନ୍ତି । ମେ ୫ରୁ ରାଜ୍ୟରେ ଲକ୍‌ଡାଉନ ଲାଗୁ…
Read More...

କରୋନା ମୁକାବିଲା ପାଇଁ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିୟୋଜିତ କଲେ ସରକାର।

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ତେବେ ଏହାର ମୁକାବିଲା ଓ ପରିଚାଳନାରେ ରାଜ୍ୟ ସରକାର ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
Read More...

ରାଜ୍ୟରେ ଆଜି ୮୯୧୪ ପଜିଟିଭ ଚିହ୍ନଟ ଓ ୫ ମୃତ।

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୮,୯୧୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୦୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୮୩୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ…
Read More...

ରାଜ୍ୟରେ ଆଉ ୬୫୨୭ ଜଣ ସୁସ୍ଥ ହେଲେ।

ଭୁବନେଶ୍ବର,୨/୫(ବ୍ୟୁରୋ) : ଆଜି ରାଜ୍ୟରେ ପୁଣି ୬୫୨୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୯୭୫୭୫କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି…
Read More...

ଲକଡାଉନ୍ ରେ କଣ ଖୋଲା କଣ ବନ୍ଦ ରହିବ ଜାଣନ୍ତୁ।

ଭୁବନେଶ୍ବର,୨।୫: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ମେ’୫ରୁ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକଡାଉନ ଅବଧି ମଧ୍ୟରେ ଏହି ସେବାଗୁଡିକୁ କଟକଣା ମୁକ୍ତ ରଖାଯାଇଛି। – ଜାରି ରହିବ ଟିକାକରଣ – କୋଭିଡ ପରୀକ୍ଷା କରାଇପାରିବ –…
Read More...