banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୮୦୧୫ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୨/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୮୦୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରାଣ୍ଟାଇନ ସେଣ୍ଟରରୁ ୪୫୬୮ ଜଣ ଚିହ୍ନଟ ହୋଇଥିବାବେଳେ ୩୪୪୭ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସ°ଖ୍ୟା ୪ ଲକ୍ଷ ୬୨ ହଜାର…
Read More...

ରାଜ୍ୟରେ ଆଜି ପୁଣି ୫୬୩୪ ଆକ୍ରାନ୍ତ ସୁସ୍ଥ।

ଭୁବନେଶ୍ବର ୧/୫(ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୫୬୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୯୧୦୪୮କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୬ଜଣ…
Read More...

ତୃତୀୟ ପର୍ଯ୍ୟାୟ ଟିକାକରଣର ସ୍ଲଟ ଶେଷ।

ଭୁବନେଶ୍ୱର,୧/୫(ଓଡ଼ିଆ ନ୍ୟୁଜ): କରୋନା ମହାମାରୀ ବଢିଚାଲିଥିବା ବେଳେ ଭୁବନେଶ୍ୱରରେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବାକୁ ଯାଉଛି । ଏହାରି ମଧ୍ୟରେ ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କୁ ଟିକାକରଣ ପାଇଁ ସବୁ ସ୍ଲଟ୍ ବୁକିଂ ଶେଷ ହୋଇଛି । ବିଏମସି ଅଞ୍ଚଳରେ ଆସନ୍ତା ୮ ତାରିଖ ଯାଏଁ…
Read More...

ରାଜ୍ୟରେ ଆଜି ୧୦,୪୧୩ ପଜିଟିଭ ଚିହ୍ନଟ, ପୁଣି ୧୧ ମୃତ।

ଭୁବନେଶ୍ୱର,୧/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ସ°କ୍ରମଣ ହୁ ହୁ ହୋଇ ବଢିଚାଲିଛି । ୨୪ଟି ଜିଲ୍ଲାରେ ଆଜି ୧୦୦ ଅତିକ୍ରମ କରିଛି ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ରାଜ୍ୟରେ ପୁଣି ୧୦ ହଜାର ୪୧୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୮୮୭ ଓ ସ୍ଥାନୀୟ ଅଞ୍ଚଳରୁ…
Read More...

ପଛୁଆ ବର୍ଗ(ଓବିସି) ଗଣନା ସ୍ଥଗିତ।

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ୟାନ୍ୟ ପଛୁଆବର୍ଗ(ଓବିସି)ଙ୍କ ଲାଗି ହେବାକୁ ଥିବା ସାମାଜିକ ଓ ଶିକ୍ଷାଗତ ସର୍ଭେ କାର୍ଯ୍ୟକୁ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ଓଏସ୍‌ସିବିସି) ସ୍ଥଗିତ ଘୋଷଣା କରିଛନ୍ତି। ଏହି ସର୍ଭେ କାର୍ଯ୍ୟ ମେ’ ପହିଲାରୁ ହେବାକୁ…
Read More...

ମେ ୩ ରୁ ୧୫ ରାଜ୍ୟସାରା ୨ଟା ପରେ ଦୋକାନ ବନ୍ଦ।

ଭୁବନେଶ୍ୱର,୩୦।୪: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଦିନ ୨ଟାରୁ ଦୋକାନ ବଜାର ବନ୍ଦ ରଖିବାକୁ ରାଜ୍ୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଏନେଇ ମହାସଂଘ ରାଜ୍ୟ ସରକାରଙ୍କୁ ଅବଗତ କରିଥିବା ସମ୍ପାଦକ ସୁଧାକର ପଣ୍ଡା ଏହି ସୂଚନା…
Read More...

ଦୁଇମାସ ମାଗଣାରେ ମିଳିବ ଚାଉଳ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୪(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସ୍ଥିତି। ଏହାକୁ ନଜରରେ ରଖି ରାଜ୍ୟ ସରକାର ସାରା ରାଜ୍ୟରେ ଲାଗୁ କରିଛନ୍ତି କଟକଣା। ଉଭୟ ଜୀବନ ଜିବୀକାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇଛନ୍ତି ବଡ଼ ପଦକ୍ଷେପ। ରାଜ୍ୟରେ କୋଭିଡର ଦ୍ବିତୀୟ ଲହର ଜନିତ ପରିସ୍ଥିତିକୁ…
Read More...

ଦିନକୁ ୨୫ ହଜାର ଟେଷ୍ଟ ହେବ।

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଭାରତରେ ଦୈନିକ ସଂକ୍ରମଣ ୩ ଲକ୍ଷ ପାର କରିଥିବା ବେଳେ ଓଡ଼ିଶାରେ ଏହା ପାଖାପାଖି ୯ ହଜାରରେ ପହଞ୍ଚିଲାଣି। ଏଭଳି ସ୍ଥିତି ଜାରି ରହିଲେ ଆଗାମୀ ଦିନରେ ପରିସ୍ଥିତି ନିୟନ୍ତ୍ରଣ କରାଯାଇ ନ ପାରେ। ସ୍ବାସ୍ଥ୍ୟସେବା ଯୋଗାଇ…
Read More...

ଶନି ଓ ରବିବାର ଟୀକାକରଣ ବନ୍ଦ।

ଭୁବନେଶ୍ୱର,୩୦/୪(ବ୍ୟୁରୋ): ଶନି,ରବିବାର ଟିକାକରଣ ବନ୍ଦ। ସଟଡାଉନ ଥିବାରୁ ଶନିବାର ଓ ରବିବାର ଟିକାକରଣ ବନ୍ଦ ରହିବ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ୧୮ ରୁ ୪୪ ବର୍ଷ ବର୍ଗର ଟିକାକରଣ ପାଇଁ ଆଜି କିଛି କୋଭାକ୍ସିନ ଆସିବ। ଟିକା ଆସିବା ପରେ…
Read More...

ରାଜ୍ୟ ସରକାରଙ୍କ ଟିକା ପାଇଁ ପ୍ରସ୍ତୁତି।

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍‌ ମାସରେ ଏଯାବତ୍‌ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା…
Read More...