banner
Breaking
Browsing Category

ରାଜ୍ୟ

ଟିକା ନେଲେ ମଧ୍ୟ ମାସ୍କ ପିନ୍ଧିବା ଜରୁରୀ ଅଟେ।

ନୂଆଦିଲ୍ଲୀ, ୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୀଷଣ ବେଗରେ ମାଡ଼ିଚାଲିଥିବାବେଳେ ଏଥିରୁ ବର୍ତ୍ତିବା ଲାଗି ଦେଶର ୩ ଜଣ ପ୍ରମୁଖ ଡାକ୍ତର ନାଗରିକମାନଙ୍କୁ କେତେକ ପରାମର୍ଶ ଦେଇଛନ୍ତି। ଏମ୍ସ ନିର୍ଦ୍ଦେଶକ ଡ. ରଣଦୀପ ଗୁଲେରିଆ, ନାରାୟଣ ହେଲ୍‌ଥର ଅଧ୍ୟକ୍ଷ ଡ. ଦେବୀ ସେଟ୍ଟି ଏବଂ ମେଦାନ୍ତ…
Read More...

ହସ୍ପିଟାଲ ପାଇଁ ଜାରିହେଲା ଗାଇଡଲାଇନ୍।

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ହସ୍ପିଟାଲଗୁଡ଼ିକରେ ଯେପରି ସଂକ୍ରମଣ ନ ହୁଏ…
Read More...

୧୨ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ବଦଳି।

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୧୨ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ବଦଳି କରାଯାଇଥିବାବେଳେ ୩ଜଣଙ୍କୁ ପଦୋନ୍ନତି ଦିିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ଭଦ୍ରକ ପ୍ରକଳ୍ପ ନିର୍ଦେଶକ ମଧୁସୂଦନ ଦାସଙ୍କୁ ଉକ୍ତ ଜିଲାର ଅତିରିକ୍ତ ଜିଲାପାଳ…
Read More...

କଳାବଜାରୀଙ୍କ ଉପରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍‌ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍‌ ଗଚ୍ଛିତ ସହ କଳାବଜାର ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ରାଜ୍ୟ ପୋଲିସ। ସୋମବାର ଭୁବନେଶ୍ୱରସ୍ଥିତ…
Read More...

ରାଜ୍ୟରେ ଆଜି ପୁଣି ୪୭୬୧ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଆଜି ରାଜ୍ୟରେ ପୁଣି ୪,୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୭୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…
Read More...

ରାଜ୍ୟରେ ଲାଗୁହେଲା ସପ୍ତାହନ୍ତ ଲକଡାଉନ୍।

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର ଏବଂ ରବିବାର କାର୍ଯ୍ୟକାରୀ…
Read More...

ସାବଧାନ- ବାୟୁରେ ବୁଲୁଛି କରୋନା।

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ ହେଉଥିବା ଅସହ୍ୟ ଗରମ ଯୋଗୁ କରୋନା ଭୁତାଣୁ ସଂକ୍ରମଣ ଶୀଘ୍ର ବ୍ୟାପୁଥିବା ୧୭ ଜଣ ଭାରତୀୟ ବୈଜ୍ଞାନିକ ଏକ ଚାଞ୍ଚଲ୍ୟକର…
Read More...

ରାଜ୍ୟରେ ଆଜି ପୁଣି ୩୬୬୪ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୩,୬୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୭ ଜଣ ସ୍ଥାନୀୟ ସ°କ୍ରମିତ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
Read More...

ଶିଳ୍ପାନୁଷ୍ଠାନ ପୂର୍ବପରି ଚାଲୁରହିବ।

ଭୁବନେଶ୍ବର,୧୭/୪(ବ୍ୟୁରୋ):ନାଇଟ୍‌ କର୍ଫ୍ୟୁ ଓ ସପ୍ତାହନ୍ତ ସଟ୍‌ଡାଉନ୍‌ ସତ୍ତ୍ବେ ଶିଳ୍ପାନୁଷ୍ଠାନ ଚାଲିବ। ଗାଇଡ୍‌ଲାଇନ୍‌ ସହ ଶିଳ୍ପାନୁଷ୍ଠାନ ଚାଲିବା ନେଇ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ସ୍ପଷ୍ଟ କରିଛନ୍ତି। ଶିଳ୍ପାନୁଷ୍ଠାନଗୁଡ଼ିକରେ କୋଭିଡ୍‌ ଗାଇଡ୍‌ ଲାଇନ୍‌ କଡ଼ାକଡ଼ି…
Read More...

ରାଜ୍ୟରେ ଆଜି ପୁଣି ୩୧୪୪ ପଜିଟିଭ ଚିହ୍ନଟ ଓ ୪ ମୃତ।

ଭୁବନେଶ୍ୱର,୧୭/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୧୪୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୨୩ ଓ ସ୍ଥାନୀୟ ସଂକ୍ରମିତ ୧୩୨୧ ଜଣ ଚିହ୍ନଟ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ…
Read More...