banner
Breaking
Browsing Category

ରାଜ୍ୟ

ମାସ୍କ ପିନ୍ଧିବାକୁ ପୁଣି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମାସ୍କ ହିଁ ଆମକୁ କୋଭିଡ୍‌-୧୯ଠୁ ସୁରକ୍ଷିତ କରିବ। ‘ନିଜର ତଥା ନିଜ ପ୍ରିୟଜନଙ୍କ ସୁରକ୍ଷା ପାଇଁ ଏଥିରେ ହେଳା କରନ୍ତୁ ନାହିଁ । କୋଭିଡ୍‌ ନିୟମ ମାନିବା ସହ ନିୟମିତ ମାସ୍କ ପିନ୍ଧି କରୋନାକୁ ଘରେ ପଶିବାକୁ ଦିଅନ୍ତୁ ନାହିଁ’ ବୋଲି…
Read More...

ଇନ୍ସପେକ୍ଟରକୁ ଫେରିଲେ ୨୮ ଜଣ ଇନଚାର୍ଜ ଡିଏସପି।

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡିଶା ପୋଲିସ୍‌ର ୨୮ଜଣ ଇନ୍‌ଚାର୍ଜ ଡିଏସ୍‌ପିଙ୍କୁ ତାଙ୍କ ପୂର୍ବ ସ୍ଥାନକୁ ଫେରାଇ ଅଣାଯାଇଛି। ସେମାନେ ଇନ୍‌ସ୍ପେକ୍ଟର ପ୍ୟାହାରେ କାର୍ଯ୍ୟ କରିବେ। ଏନେଇ ପୋଲିସ ମୁଖ୍ୟାଳୟ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜାନୁୟାରୀରେ ଗୃହ ବିଭାଗ…
Read More...

୧୭ରୁ ନାଇଟ କର୍ଫ୍ୟୁ।

ଭୁବନେଶ୍ବର,୧୬/୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣର ଦ୍ବିତୀୟ ଲହରକୁ ପ୍ରତିହତ କରିବା ପାଇଁ ସତର୍କ ରୁହନ୍ତୁ ଓ କୋଭିଡ୍‌ ନିୟମ ମାନନ୍ତୁ। ରାଜ୍ୟ ସରକାରଙ୍କ ପକ୍ଷରୁ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ…
Read More...

ରାଜ୍ୟରେ ଆଜି ୩୧୦୮ ଜଣ ପଜିଟିଭ ଚିହ୍ନଟ ଓ ୩ ମୃତ।

ଭୁବନେଶ୍ୱର,୧୬/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୦୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ…
Read More...

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ।

ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଏହି ସୂଚନା ଜାରି କରାଯାଇଛି।…
Read More...

ଓଡିଶାରେ ଜାରି ହେଲା ନାଇଟ କର୍ଫ୍ୟୁ ।

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କରୋନା ଭୂତାଣୁର ଦ୍ବିତୀୟ ଲହରକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜ୍ୟର ସମସ୍ତ ଜିଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯାଇଥିବାବେଳେ ୧୦ଟି ଜିଲା ପାଇଁ…
Read More...

କରୋନା ନିୟନ୍ତ୍ରଣ ପାଇଁ ଆଇଏଏସଙ୍କୁ ଦାୟିତ୍ୱ ବଣ୍ଟନ।

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ…
Read More...

ଶାଗ ମାଛ କମ୍ପାନୀକୁ ଜମି ବିକୁଛି ଇଡକୋ। ନିଯୁକ୍ତି ଶୂନ

ଭୁବନେଶ୍ୱର, ୧୫ା୪: ଓଡ଼ିଶାରେ ଶିଳ୍ପାୟନ କରାଯାଇ ନିଯୁକ୍ତି ପରିମାଣରେ ବୃ୍‌ଦ୍ଧି କରାଯିବ ବୋଲି ସରକାର ଅନେକ ବର୍ଷ ଧରି କହି ଆସୁଛନ୍ତି । ସେହି ଲକ୍ଷ୍ୟକୁ ହାସଲ କରିବା ପାଇଁ ରାଜ୍ୟର ପାଣିଠାରୁ ଖଣି ପର୍ଯ୍ୟନ୍ତ ସବୁକିଛି ଶିଳ୍ପପତିଙ୍କୁ ଭେଟି ସ୍ବରୂପ ଦିଆଯାଉଛି। ଏହି କାର୍ଯ୍ୟରେ ଅତ୍ୟଧିକ…
Read More...

କ୍ୟାନସର ହସ୍ପିଟାଲ ପାଇଁ ସ୍ବାକ୍ଷରିତ ହେଲା ଏମଓୟୁ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟ ସରକାର ଦୁଇଟି କର୍କଟ ରୋଗ ଚିକିତ୍ସା କେନ୍ଦ୍ର ପାଇଁ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ପ୍ରଥମ ଏମ୍‌ଓୟୁ ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ପାଇଁ ରାଜ୍ୟ ସରକାର, ସୁସ୍ମିତା ବାଗ୍‌ଚୀ ଏବଂ ଶଙ୍କର କ୍ୟାନ୍‌ସର…
Read More...

ରାଜ୍ୟରେ ଆଜି ପୁଣି ୨୯୮୯ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଅଣାୟତ ହେବାରେ ଲାଗିଛି। ଗୁରୁବାର ରାଜ୍ୟରେ ୨୯୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୫୮,୩୪୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩୩ଜଣ…
Read More...