Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
ରାଜ୍ୟରେ ଆଜି ପୁଣି ୨୯୮୯ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଅଣାୟତ ହେବାରେ ଲାଗିଛି। ଗୁରୁବାର ରାଜ୍ୟରେ ୨୯୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୫୮,୩୪୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩୩ଜଣ…
Read More...
Read More...
ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସ°ଖ୍ୟା।
ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ…
Read More...
Read More...
ସିଏସ୍ଆଇଅଆର୍-ଆଇଏମ୍ଏମ୍ଟିର ୫୮ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର : ଭୁବନେଶ୍ୱର ସିଏସ୍ଆଇଆର୍ ଆଇଏମ୍ଏମ୍ଟି ଅଡିଟୋରୀୟମ୍ଠାରେ ଆଜି ଏହାର ୫୮ତମ ପ୍ରତିଷ୍ଠା ଦିବସ ଭର୍ଚୁଆଲ ମାଧ୍ୟମରେ ପାଳିତ ହୋଇଯାଇଛି । ସିଏସ୍ଆଇଆର୍ ମହାନିର୍ଦ୍ଦେଶକ ତଥା ଡିଏସ୍ଆଇଆରର ସଚିବ ଡ଼ ଶେଖର ଚନ୍ଦ୍ର ମାଣ୍ଡେ ମୁଖ୍ୟ ଅତିଥି ଭାବେ ଭିଡିଓ ସହାୟତାରେ ଯୋଗ ଦେଇଥିଲେ ।…
Read More...
Read More...
ରାଜ୍ୟରୁ ଆଜି ପୁଣି ୨୨୬୭ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୧୪।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା। ଆଜି ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଆଜି ରାଜ୍ୟରେ ୨୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୧୩୧୪ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିଲା ବେଳେ ୯୫୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।…
Read More...
Read More...
ରାଜ୍ୟରେ ଆଜି ପୁଣି ୧୭୮୪ ପଜିଟିଭ ଚିହ୍ନଟ ଓ ଦୁଇ ମୃତ।
ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। କରୋନାର ଦ୍ବିତୀୟ ଲହରରେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ପୁଣି ୧୭୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୩୫ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୭୪୯ ଜଣ…
Read More...
Read More...
ନିରାଡମ୍ବରେ ପାଳିତ ହେଲା ରାଜଧାନୀ ପ୍ରତିଷ୍ଠା ଦିବସ।
ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ) : ଆଜି ରାଜଧାନୀର ୭୩ ତମ ପ୍ରତିଷ୍ଠା ଦିବସ। ମନ୍ଦିରମାଳିନୀ ଏକାମ୍ରକ୍ଷେତ୍ର ଭୁବନେଶ୍ୱର ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଓଡିଶାର ରାଜଧାନୀ ଭାବେ ପ୍ରତିଷ୍ଠିତ ହୋଇଥିଲା। ସେହଦିନ ଠାରୁ ପ୍ରତିବର୍ଷ ଏହି ଦିନକୁ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ…
Read More...
Read More...
ସୋମବାର ରାଜ୍ୟରୁ ୧୭୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୧୭୪୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୧,୩୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
Read More...
Read More...
ଆମ୍ଭେମାନେ ସତର୍କ ରହିଲେ କରୋନା ଛୁଇଁ ପାରିବ ନାହିଁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨/୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଂପୃକ୍ତ ୯ଟି…
Read More...
Read More...
୧୫ ଯାଏ ଝଡ ବର୍ଷା।
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର…
Read More...
Read More...
କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ।
ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଥିବାବେଳେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଛତିଶଗଡ଼ ସୀମାନ୍ତ କଳାହାଣ୍ଡି ଓ ନୂଆପଡ଼ା ଗସ୍ତ କରି କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
Read More...
Read More...