banner
Breaking
Browsing Category

ରାଜ୍ୟ

ସରିଲା ବିଧାନସଭା , ବିନା ବିରୋଧୀରେ ପାରିତ ହେଲା ବିଲ୍।

ଭୁବନେଶ୍ବର ,୪/୪(ଓଡ଼ିଆ ନ୍ୟୁଜ): ଷୋଡଶ ବିଧାନସଭାର ଷଷ୍ଠ ତଥା ବଜେଟ ଅଧିବେଶନ ଶନିବାର ସମାପ୍ତ ହୋଇଛି। ଏଥିରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ଲକ୍ଷ ୭୫ ହଜାରରୁ ଊର୍ଦ୍ଧ୍ବ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍ ଏବଂ ଆଉ ୮ଟି ବିଲ୍ ପାରିତ ହୋଇଛି। କୋଭିଡ଼ ମହାମାରୀର ଦ୍ବିତୀୟ ଲହର ରାଜ୍ୟକୁ…
Read More...

ଛତିଶଗଡ଼ରୁ ଆସିପାରେ ଭୟଙ୍କର କରୋନା।

ଭୁବନେଶ୍ୱର, ୩।୪(ବ୍ୟୁରୋ): ଛତିଶଗଡ଼ର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରୁ ସାରା ଦେଶକୁ ବ୍ୟାପିଗଲା ସଂକ୍ରମଣ, ଯାହା ଏବେ ଭୟଙ୍କର ରୂପ ନେଇଛି। ସେହିଠାରୁ ହିଁ ସଂକ୍ରମଣ ଓଡ଼ିଶାକୁ ପଶିଥିବା ଆଶଙ୍କା କରାଯାଉଛି। ସୀମାନ୍ତ ନୂଆପଡ଼ା, କଳାହାଣ୍ଡି ଆଦି ଜିଲା ଦେଇ ପୂରା…
Read More...

କରୋନା ପାଇଁ ସ୍ବାସ୍ଥ୍ୟ ବିଭାଗର କଡା ନିର୍ଦ୍ଦେଶ।

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲାପାଳ, ମହାନଗର କମିସନର ଏବଂ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ସତର୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି। ଦେଶ ତଥା ରାଜ୍ୟରେ ସଂକ୍ରମଣ ଏବେ ତୀବ୍ର ହେବାରେ…
Read More...

ରାଜ୍ୟରେ ପୁଣି ୪୬୧ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
Read More...

ମହାତ୍ମାଗାନ୍ଧୀ ଓ ଗୋପବନ୍ଧୁଙ୍କ ସମର୍ପିତ ଆଦର୍ଶ ଚିନ୍ତାଧାରା ଦେଶ ଓ ଜାତି ପାଇଁ ପ୍ରେରଣା ଯୋଗାଇବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା…
Read More...

କାଳିଆ ଯୋଜନାର ଚତୁର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କରିଛନ୍ତି। ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ…
Read More...

ଅପ୍ରେଲ ୫ରୁ ଭର୍ଚୁଆଲ୍ ମୋଡରେ ଚାଲିବ ହାଇକୋର୍ଟ।

କଟକ ,୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ୍‌ ୫ରୁ ଭର୍ଚୁଆଲ୍‌ ମୋଡ୍‌ରେ ହାଇକୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶାବଳୀ ଆସିବା ପର୍ଯ୍ୟନ୍ତ…
Read More...

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଛି। ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଯାଇଛି। ରାଜ୍ୟ ସରକାର କୋଭିଡ କଟକଣା ଭିତରେ ଉତ୍କଳ ଦିବସ ପାଳନ କରିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ…
Read More...

ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ପାରିତ।

ଭୁବନେଶ୍ୱର,୧ା୪(ବ୍ୟୁରୋ):ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧.୭୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ ବୁଧବାର ବିଧାନସଭାର ଅନୁମୋଦନ ଲାଭ କରିଛି। ଏହି ବିଲକୁ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଲେ ‘କରୋନା’ ଯୋଗୁଁ ଖର୍ଚ୍ଚର ଧାରା ପ୍ରଭାବିତ…
Read More...

ଅସହ୍ୟ ହେଲାଣି ଖରା।

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭ ଡିଗ୍ରୀ ରହିଥିବା…
Read More...