banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୨୧୮ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର, ୩୦।୩(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ରାଜ୍ୟରେ ଆଜି ପୁଣି ୨୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…
Read More...

ରାଜ୍ୟରେ ଖୋଲିବ ୧୫୬୭ ଅଙ୍ଗନବାଡି କେନ୍ଦ୍ର।

ଭୁବନେଶ୍ୱର : ରାଜ୍ୟରେ ଅଧିକ ୧୫୬୭ଟି ନୂଆ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‍ ଅଧିବେଶନ କାଳରେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ମୂଳ ପ୍ରଶ୍ନ ଓ ବିରୋଧିଦଳ ନେତା ପ୍ରଦୀପ୍ତ ନାୟକ, ବିଜେଡି ବିଧାୟକ ପ୍ରଦୀପ ଅମାତ, କଂଗ୍ରେସ ବିଧାୟକ ସୁରେଶ…
Read More...

ବିଦ୍ୟୁତ ବୃଦ୍ଧିକୁ ବିଜେପିର ବିରୋଧ।

ଭୁବନେଶ୍ୱର,୨୭/୩(ଓଡ଼ିଆ ନ୍ୟୁଜ): କରୋନା ମହାମାରୀ ସମୟରେ ଓଡିଶାର ଘରୋଇ ବିଜୁଳି ଉପଭୋକ୍ତାଙ୍କ ବିଜୁଳି ଦର ବଢିବା ଘଟଣାରେ ଦୃଢ ପ୍ରତିବାଦ କରିଛି ବିଜେପି। ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ପୂର୍ବରୁ ଅକ୍ଟୋବର ମାସରେ ୟୁନିଟ୍ ପିଛା ୨୦ ପଇସା ବୃଦ୍ଧି କରିଥିବା ବେଳେ ପୁଣି ଥରେ ଭୀଷଣ…
Read More...

ବୃଦ୍ଧି ହେଲା ଵିଦ୍ୟୂତ ଦର । ଅପ୍ରେଲ ୪ ରୁ ଲାଗୁ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇଛି ବିଦ୍ୟୁତ ଦର। ୨୦୨୧-୨୨ ପାଇଁ ଓଇଆର୍‌ସିଙ୍କ ପକ୍ଷରୁ ଦରଧାର୍ଯ୍ୟ କରାଯାଇଛି। ନୂଆଦର ଅନୁଯାୟୀ କିଲୋଓ୍ବାଟ୍‌ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ଓଇଆର୍‌ସି ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେହିଭଳି ପ୍ରଥମ ୫୦ ୟୁନିଟ୍‌ ପାଇଁ…
Read More...

ଆଜି ରାଜ୍ୟରେ ପୁଣି ୨୧୦ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୭/୩(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଆଜି ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ ଜଣ, ସ୍ଥାନୀୟ ୮୬ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସ°ଖ୍ୟା ୩,୩୯,୯୦୪ରେ ପହଞ୍ଚିଛି। ୩,୩୬,୪୮୨ ସୁସ୍ଥ…
Read More...

୬ ରାଜ୍ୟର ୬୭ ଖଣି ନିଲାମ ହେବ।

ଭୁବନେଶ୍ୱର,୨୬ା୩(ବ୍ୟୁରୋ):କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ୬ ରାଜ୍ୟର ୬୭ଟି କୋଇଲା ଖଣିକୁ ବ୍ୟବସାୟିକ ଉତ୍ପାଦନ ଲାଗି ନିଲାମ କରିବାକୁ ଚୂଡ଼ାନ୍ତ ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଆନ୍ଧ୍ର ପ୍ରଦେଶର ଉକ୍ତ କୋଇଲା…
Read More...

ବସ୍ତିରେ ରହୁଥିବା ଲୋକଙ୍କୁ ମିଳିବ ୩୦ ବର୍ଗ ମିଟର ଜାଗା।

ଭୁବନେଶ୍ୱର : ବସ୍ତିରେ ରହୁଥିବା ଲୋକମାନଙ୍କୁ ଅତିକମ୍‌ରେ ୩୦ ବର୍ଗମିଟର ଜମି ଉପରେ ଅଧିକାର ପ୍ରଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡ଼ିଶା ବସ୍ତିବାସିନ୍ଦା ଭୂମି ଅଧିକାର ଅଧିନିୟମ-୨୦୧୭ର ଧାରା(୩), ଉପଧାରା(୨), ବିଭାଗ(କ) ଅନ୍ତର୍ଗତ ପ୍ରୋଭିଜନ ୨ରେ ସଂଶୋଧନ କରିଛନ୍ତି।…
Read More...

କରୋନା ସ°କ୍ରମଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୩।୩(ଓଡ଼ିଆ ନ୍ୟୁଜ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସଂକ୍ରମଣ। ଏହାର ମୁକାବିଲା ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସତର୍କତାମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି। କେତେକ ରାଜ୍ୟରେ ପରିସ୍ଥିତି…
Read More...

ଗୋଟିଏ ନମ୍ବର ଡାଏଲ କଲେ ମିଳିବ ୩ଟି ସୁବିଧା।

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। କାରଣ ଗୋଟିଏ ନମ୍ବରକୁ କଲେ କଲେ ଏଣିକି ୩ ଜରୁରିକାଳୀନ ସେବା ଉପଲବ୍ଧ ହେବ। ୧୧୨ ନଂକୁ କଲ୍‌ କଲେ ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ ଆଜି ସନ୍ଧ୍ୟା ୫ଟାରେ ଭିଡିଓ…
Read More...

କରୋନା ମୁକ୍ତ ଓଡିଆ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବିଧାନସଭା ଡିସ୍ପେନସରୀରେ କୋଭିଡ୍‌-୧୯ ଟୀକାର ପ୍ରଥମ ଡୋଜ୍ ନେଇଛନ୍ତି। ଏହି ଅବସରରେ କରୋନା ମୁକ୍ତ ଓଡିଆ ପାଇଁ ଆହ୍ୱାନ କରିଛନ୍ତି। ଆମର ବୈଜ୍ଞାନିକ, ସ୍ୱାସ୍ଥ୍ୟକର୍ମୀମାନେ କଠିନ ପରିସ୍ଥିତିରେ ଜନସାଧାରଣଙ୍କୁ ଟୀକା ପ୍ରଦାନ…
Read More...