Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
କରୋନା ମୁକ୍ତ ଓଡିଆ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ।
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବିଧାନସଭା ଡିସ୍ପେନସରୀରେ କୋଭିଡ୍-୧୯ ଟୀକାର ପ୍ରଥମ ଡୋଜ୍ ନେଇଛନ୍ତି। ଏହି ଅବସରରେ କରୋନା ମୁକ୍ତ ଓଡିଆ ପାଇଁ ଆହ୍ୱାନ କରିଛନ୍ତି। ଆମର ବୈଜ୍ଞାନିକ, ସ୍ୱାସ୍ଥ୍ୟକର୍ମୀମାନେ କଠିନ ପରିସ୍ଥିତିରେ ଜନସାଧାରଣଙ୍କୁ ଟୀକା ପ୍ରଦାନ…
Read More...
Read More...
ଆରମ୍ଭ ହେଲା ବିଧାନସଭା।
ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହୋଇଛି ଷୋଡଶ ବିଧାନସଭାର ଷଷ୍ଠ ଅଧିବେଶନ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଧାନସଭାରେ ପହଞ୍ଚିବା ପରେ ପ୍ରଥମେ ତାଙ୍କୁ ଗାର୍ଡ଼ ଅଫ ଅନର ଦିଆଯାଇଥିଲା। ଏହାପରେ ରାଜ୍ୟପାଳ ଅଭିଭାଷଣ ରଖୁଛ ଦିବଂଗତ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଦେଇଥିଲେ।…
Read More...
Read More...
ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ…
Read More...
Read More...
ରାଜ୍ୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକାକରଣ। ପାର୍ଶ୍ଵ ପ୍ରତିକ୍ରିୟା ନାହିଁ।
ଭୁବନେଶ୍ୱର,୬/୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଟିକାକଣରର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ ଆଜିଠାରୁ ସ୍ୱତନ୍ତ୍ର ଭାବେ ପୁଲିସ୍ ଓ ରାଜସ୍ୱ ଅଧିକାରୀ ସମେତ କରୋନା ପ୍ରମୁଖ ଯୋଦ୍ଧା କର୍ମଚାରୀମାନଙ୍କୁ ଟିକାକରଣ ଆରମ୍ଭ ହୋଇଛି।
କଟକ:-
କଟକ ସହରର ୩ଟି ସ୍ଥାନରେ ପୁଲିସ୍ ଓ…
Read More...
Read More...
ରାଜ୍ୟରେ ଆଜି ୮୨ ପଜିଟିଭ ଚିହ୍ନଟ।
ଭୁବନେଶ୍ବର,୬/୨(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧରୁ ଏବଂ ୩୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮ କୁ ବୃଦ୍ଧି ପାଇଛି। ଏନେଇ…
Read More...
Read More...
କୋଟିଆରେ ୯ଟି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ।
କୋରାପୁଟ, ୫।୨(ଓଡ଼ିଆ ନ୍ୟୁଜ): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିି ା ଏଥିମଧ୍ୟରେ ୧୩ କୋଟି ଟଙ୍କାର…
Read More...
Read More...
ରାଜ୍ୟରେ ଆଜି ୯୭ ପଜିଟିଭ ଚିହ୍ନଟ ଓ ଜଣେ ମୃତ।
ଭୁବନେଶ୍ୱର,୫।୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା ୧୦୦ ତଳେ ରହିଛି। ଆଜି ରାଜ୍ୟରୁ ୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…
Read More...
Read More...
ସୁଧାଂଶୁ ଷଢଙ୍ଗୀ,ଯୋଗେଶ ବାହାଦୁରଙ୍କୁ ଏଡିଜି ପାହ୍ୟା।
ଭୁବନେଶ୍ବର : ଓଡ଼ିଶା କ୍ୟାଡରର ୨ ଆଇପିଏସ ଅଫିସରଙ୍କୁ କେନ୍ଦ୍ର କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତ କମିଟି ଏଡିଜି ପାହ୍ୟା ଅନୁମୋଦନ କରିଛି। କେନ୍ଦ୍ରୀୟ ଡେପୁଟେସନରେ ଗଲେ ଏମାନଙ୍କୁ ଏଡିଜି ପାହ୍ୟା ମିଳିବ।ବରିଷ୍ଠ ଆଇପିଏସ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଓ ଯୋଗେଶ ବାହାଦୁର ଖୁରାନିଆ ଏହି…
Read More...
Read More...
କାଲିଠାରୁ ଅଫିସରେ ହେବ ଟିକାକରଣ।
ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍ରେ ସ୍ବତନ୍ତ୍ର ଟିକା ରୁମ୍ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍ରେ ଗୃହ ଓ ନଗର ଉନ୍ନୟନ ବିଭାଗ,…
Read More...
Read More...
ରାଜ୍ୟରେ ଆଜି ୭୧ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର, ୩।୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୨ ଜଣ କ୍ବାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୫,୨୮୨ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା…
Read More...
Read More...