Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
ପୁଣି ନବୀନ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ।
ନୂଆଦିଲ୍ଲୀ : ପୁଣି ଥରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ ଗ୍ରୁପ-କାର୍ଭି ଇନ୍ସାଇଟ୍ସ ଦ୍ବାରା କରାଯାଇଥିବା ମୁଡ୍ ଅଫ୍ ଦ ନେଶନ (ଏମଓଟିଏନ) ସର୍ଭେ ୨୦୨୧ରେ ଏହା ପ୍ରକାଶ କରାଯାଇଛି।
ସର୍ଭେରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ…
Read More...
Read More...
ସଞ୍ଜୟ ନାୟକଙ୍କୁ ରେଭେନ୍ସାର ନୂତନ କୁଳପତି ଭେବେ ନିଯୁକ୍ତି ଦେଲେ ରାଜ୍ୟପାଳ।
ଭୁବନେଶ୍ୱର,୨୨/୧(ଓଡ଼ିଆ ନ୍ୟୁଜ): ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ଓଡ଼ିଶାର ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ନିଯୁକ୍ତ କରିଛନ୍ତି।
ଓଡିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଅନୁସାରେ ରାଜ୍ୟପାଳ ପ୍ରଫେସର ନାୟକଙ୍କୁ…
Read More...
Read More...
୫୪ଟି ପ୍ରକଳ୍ପର ଉଦଘାଟନ ଓ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ।
କଳାହାଣ୍ଡି : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ…
Read More...
Read More...
ରାଜ୍ୟରେ ଆଜି ପୁଣି ୨୨୨ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୧୪।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୨୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨୭ ଜଣ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ରେ…
Read More...
Read More...
ରାଜ୍ୟରେ ଆଜି ୨୧୦ ପଜିଟିଭ୍ ଚିହ୍ନଟ ଓ ୧ ମୃତ।
ଭୁବନେଶ୍ୱର, ୧୩।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ଆଉ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ୨୧୦ ଜଣଙ୍କ ମଧ୍ୟରୁ ୧୨୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ…
Read More...
Read More...
ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମି ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନ ସ୍ଥଳୀ।
ଭୁବନେଶ୍ୱର,୧୨/୧(ଓଡ଼ିଆ ନ୍ୟୁଜ): ପୁରୀ-କୋଣାର୍କ ମେରାଇନ ଡ୍ରାଇଭର ଚନ୍ଦ୍ରଭାଗା ଏବଂ ବାଲେଶ୍ୱରର ତଳସାରୀ -ଉଦୟପୁର ବେଳାଭୂମିର ଭିତ୍ତିଭୂମିର ବିକାଶ କରିବା ସହ ଏଗୁଡ଼ିକୁ ଅନ୍ତର୍ଜାତୀୟ ପର୍ଯ୍ୟଟନ କ୍ଷେତ୍ରଭାବେ ବିକଶିତ କରିବାକୁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି । ମୁଖମନ୍ତ୍ରୀ…
Read More...
Read More...
ମାଟ୍ରିକ ପରୀକ୍ଷା ଫି ଛାଡ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।
ଭୁବନେଶ୍ୱର,୧୨/୧(ଓଡ଼ିଆ ନ୍ୟୁଜ):ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ୍ ପରୀକ୍ଷା ଫି’ ଛାଡ଼ ନେଇ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଛାତ୍ର…
Read More...
Read More...
ଖୁସି ଖବର ଆଉ କିଛି ସମୟରେ ପହଞ୍ଚିବ କରୋନା ଟିକା।
ଭୁବନେଶ୍ବର ୧୨।୧(ଓଡ଼ିଆ ନ୍ୟୁଜ): ଓଡିଶା ପାଇଁ ଖୁସି ଖବର। ଆଜି ଆଉ କିଛି ସମୟ ପରେ ପହଞ୍ଚିବ କରୋନା ଟିକା। ପୁଣେରୁ ଭୁବନେଶ୍ୱର ଏକ ସ୍ୱତନ୍ତ୍ର ସ୍ପାଇସ୍ ଜେଟ୍ ଯୋଗେ ଆସୁଛି କରୋନା ଟିକା । ଅପରାହ୍ନ ୪ଟା ୨୫ ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ଭାକ୍ସିନ୍ ଆଣିଥିବା…
Read More...
Read More...
ରାଜ୍ୟରେ ଆଜି ୨୨୫ ପଜିଟିଭ ଚିହ୍ନଟ ଓ ୨ ମୃତ।
ଭୁବନେଶ୍ୱର,୧୨।୧(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ୨୨୫ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧କୁ ବଢ଼ିଛି। ଏ ନେଇ…
Read More...
Read More...
ଭୁବନେଶ୍ୱରରୁ ପୂନେ ବିମାନ ସେବା।
ଭୁବନେଶ୍ୱର,୧୨।୧(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରୁ ଓ ପୁନେ ମଧ୍ୟରେ ବିମାନ ସେବା ଆରମ୍ଭ ହେବାକୁ ଯାଉଛି।ଏହି ବିମାନ ସେବା ଓଡିଶାର ଉନ୍ନତ ଯୋଗାଯୋଗରେ ସହାୟକ ହେବା ସହିତ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ । ଏଥିପାଇଁ ଦରକାର ଥିବା ଆର୍ଥିକ…
Read More...
Read More...