Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
୧୪ ରେ ଇନ୍ଦ୍ରାବତୀ ମେଗାଲିପ୍ଟ ଜଳସେଚନ ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭବାନୀପାଟଣା : କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଉଦ୍ଘାଟନ ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ଚୂଡାନ୍ତ ହୋଇସାରିଛି। ଆସନ୍ତା ୧୪ ତାରିଖ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଜିଲାର…
Read More...
Read More...
ପୋଲିସ ପଦୋନ୍ନତି ନିୟମ କୋହଳ କଲେ ସରକାର।
ଭୁବନେଶ୍ୱର,୧୧/୧(ଓଡ଼ିଆ ନ୍ୟୁଜ) : କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କୁ ସଚେତନ କରିଥିବା ପୋଲିସ ମାନଙ୍କ ପାଇଁ ଖୁସି ଖବର। ୨୦୨୧ ପାଇଁ ପୋଲିସ ପଦୋନ୍ନତି ନିୟମ କୁ କୋହଳ କରାଯାଇଛି । ସବଇନ୍ସପେକ୍ଟର ରୁ ଇନ୍ସପେକ୍ଟର ହେବାକୁ ଥିବା ନିୟମ କୋହଳ କରାଯାଇଛି ।୧୦ ବର୍ଷ…
Read More...
Read More...
ଜଗନ୍ନାଥଙ୍କ ଦର୍ଶନ ପାଇଁ କୋହଳ ହେଲା ନିୟମ
ପୁରୀ,୧୦/୧(ଓଡ଼ିଆ ନ୍ୟୁଜ): ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆଉ ନେଗେଟିଭ୍ ରିପୋର୍ଟ ଆବଶ୍ୟକ ନାହିଁ। ପୂର୍ବରୁ ହୋଇଥିବା ନିୟମକୁ କୋହଳ କରାଯାଇଛି। ଏହି ନିୟମ ଆସନ୍ତା ୨୧ ତାରିଖରୁ ଲାଗୁ ହେବ। ରବିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏ…
Read More...
Read More...
ରାଜ୍ୟରେ ଆଜି ୨୬୦ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୧୦।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୨୬୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୮୬୨ରେ…
Read More...
Read More...
୧୨ତାରିଖରୁ ବଢିବ ଶୀତ।
ଭୁବନେଶ୍ୱର,୧୦।୧(ଓଡ଼ିଆ ନ୍ୟୁଜ) : ରାଜ୍ୟର ବିଭିନ୍ନ ସ୍ଥାନରେ ରାତ୍ରିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ସପ୍ତାହେ ବ୍ୟାପି ସାରା ରାଜ୍ୟରେ ଥଣ୍ଡା କମିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଦାରିଙ୍ଗବାଡିରେ ୧୧ ଡିଗ୍ରୀ ସେଲସିୟସ୍…
Read More...
Read More...
ରାଜଧାନୀରେ ବାର୍ଡ ଫ୍ଲୁ ଆତଙ୍କ।
ନୂଆଦିଲ୍ଲୀ,୯ ।୧: ଦେଶ ଗୋଟିଏ ପଟେ କରୋନା ମହାମାରୀ ସହ ଲଢେଇ କରୁଥିବା ବେଳେ ଏବେ ଚିନ୍ତା ବଢାଇଲାଣି ବାର୍ଡଫ୍ଲୁ । ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅଣାୟତ ହୋଇ ପଡିଥିବା ବେଳେ ଏବେ ସେଠାରେ ବାର୍ଡଫ୍ଲୁ ବି ଆଉ ଏକ ସମସ୍ୟା ହୋଇ ଉଭା ହେଲାଣି । ଦିଲ୍ଲୀର ମୟୁର ବିହାରର ଏକ ପାର୍କ ନିକଟରେ…
Read More...
Read More...
ରାଜ୍ୟରେ ଆଜି ୨୦୬ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୯/୧(ଓଡ଼ିଆ ନ୍ୟୁଜ):ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା ହ୍ରାସ ପାଇବା ସହ ୩୦୦ ମଧ୍ୟରେ ସୀମିତ ରହୁଛି। ରାଜ୍ୟରେ ଆଜି ପୁଣି ଆଉ ୨୦୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୧୯ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୭ ଜଣ ଅଛନ୍ତି। ରାଜ୍ୟରେ ମୋଟ…
Read More...
Read More...
ରାଜ୍ୟରେ ଆଜି ୨୪୫ ପଜିଟିଭ୍ ଚିହ୍ନଟ ଓ ୨ ମୃତ।
ଭୁବନେଶ୍ୱର,୮।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୨୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଛି।…
Read More...
Read More...
ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨ ମୃତ।
ଭୁବନେଶ୍ୱର,୪।୧(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା କମିବାରେ ଲାଗିଛି। ଆଜି ରାଜ୍ୟରୁ ୧୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଛି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
Read More...
Read More...
ଆଜି ପୁରୀରେ ଦର୍ଶନ ଦେବେ କାଳିଆ ସାଆନ୍ତେ।
ପୁରୀ,୩/୧(ଓଡ଼ିଆ ନ୍ୟୁଜ):ଭକ୍ତଙ୍କର ସେ ସାଆନ୍ତେ। ତାଙ୍କୁ ଦେଖିବାକୁ ଭକ୍ତ ବ୍ୟାକୁଳ ସେ ମଧ୍ୟ ଭକ୍ତଙ୍କୁ ଦେଖିବାକୁ ବ୍ୟାକୁଳ। ଆଜିଠାରୁ ବାହାର ଲୋକଙ୍କ ପାଇଁ ଆରମ୍ଭ ହେବ ଶ୍ରୀଜଗନ୍ନାଥ ଦର୍ଶନ। ଏହା ସହିତ ପୁରୀବାସୀ ମଧ୍ୟ ଶ୍ରୀଜଗନ୍ନାଥଙ୍କୁ ମଧ୍ୟ ଦର୍ଶନ କରିପାରିବେ; କିନ୍ତୁ ସେମାନେ…
Read More...
Read More...