Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ରାଜ୍ୟ
ଏଣିକି ମସକଲରେ ମିଳିବ ଏଲପିଜି ଗ୍ୟାସ।
ଭୁବନେଶ୍ୱର, ୧।୧(ବ୍ୟୁରୋ): ଏଣିକି ଗୋଟିଏ ମିସ୍ କଲରେ ଏଲ୍ପିଜି ରିଫିଲିଂ ହେବ । ବୁକିଂ ହେଉ ଅବା ନୂଆ ପଞ୍ଜୀକରଣ ହୋଇପାରିବ। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ନୂଆ ସେବାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯେକୌଣସି ଗ୍ରାହକ ୮୪୫୪୯_୫୫୫୫୫ ନଂରେ…
Read More...
Read More...
ଆଇଏଏସ ସ୍ତରରେ ଅଦଳବଦଳ। ବଦଳିଲେ କେନ୍ଦ୍ରାପଡା ଜିଲ୍ଲାପାଳ।
ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟ ସରକାର ନୂଆବର୍ଷ ଆରମ୍ଭରୁ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଓଏମ୍ସି ଏମ୍ଡି ଥିବା ଆର୍.ଭିନିଲ କ୍ରିଷ୍ଣାଙ୍କୁ ନିଯୁକ୍ତି ଦିଆଯାଇଛି। ଏହା ସହିତ ତାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସ୍ବତନ୍ତ୍ର…
Read More...
Read More...
ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୧(ଓଡ଼ିଆ ନ୍ୟୁଜ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର…
Read More...
Read More...
ରାଜନେତା ଓ ସରକାରୀ କର୍ମଚାରୀ ଦେବେ ସମ୍ପତ୍ତି ତାଲିକା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୧୨(ବୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ସର୍ବଦା ସ୍ବଚ୍ଛତାକୁ ଗୁରତ୍ୱ ଦେଇ ଆସିଛନ୍ତି। ଦୁର୍ନୀତି ବିରୋଧୀ ସ୍ବରକୁ ଆହୁରି ଶାଣିତ କରିବାକୁ ସମସ୍ତ ଜନ…
Read More...
Read More...
ଅରୁଣ ବୋଥ୍ରାଙ୍କୁ ନୂଆବର୍ଷ ଭେଟି।
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ନୂଆବର୍ଷ ଭେଟି ସ୍ବରୂପ ବରିଷ୍ଠ ପୋଲିସ ଅଧିକାରୀ ଅରୁଣ ବୋଥ୍ରା ଏଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ଏଥିସହିତ ୮ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ୨୦୨୧ ଜାନୁୟାରୀ ୧ ରୁ ପଦୋନ୍ନତି ଦିଆଯାଇଛି। ୧୯୯୬ ବ୍ୟାଚ୍ର ଅରୁଣ ବୋଥ୍ରା ପୋଲିସ ବିଭାଗର ଅତିରିକ୍ତ ଡିଜି…
Read More...
Read More...
ଏହି ରାଜ୍ୟରେ ମାଗଣାରେ ଦିଆଯିବ କରୋନା ଟୀକା।
ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା ମଧ୍ୟ କରି ସାରିଛନ୍ତି। ଇତିମଧ୍ୟରେ ୫ ରାଜ୍ୟ ସରକାର ଲୋକଙ୍କୁ ମାଗଣାରେ କରୋନା ଟିକା ଦେବା ଲାଗି ଘୋଷଣା…
Read More...
Read More...
ଆସନ୍ତାକାଲି ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ।
ଭୁବନେଶ୍ୱର,୭/୧୨(ଓଡ଼ିଆ ନ୍ୟୁଜ): ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତାକାଲି(ମଙ୍ଗଳବାର) ଛୁଟି ଘୋଷଣା କରାଯାଇଛି। ତେବେ ବନ୍ଦ ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ବଜାୟ ରହିବ ବୋଲି ରାଜ୍ୟ ସରକାରଙ୍କ…
Read More...
Read More...
ରାଜ୍ୟରେ ଆଜି ୩୬୮ ପଜିଟିଭ ଚିହ୍ନଟ ଓ ୭ ମୃତ।
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା…
Read More...
Read More...
ଭାରତୀୟ ଟୀକା ୯୫% ସଫଳ।
ନୂଆଦିଲ୍ଲୀ, ୬।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ଫାଇଜର ଏବଂ ବାୟୋଏନ୍ଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ପ୍ରୟୋଗ କରାଯିବ ଲାଗି ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ର ମଞ୍ଜୁରୀ ଲୋଡ଼ାଯାଇଛି। ଏବେ ଡିସିଜିଆଇ ମଞ୍ଜୁରୀକୁ ଅପେକ୍ଷା କରାଯାଇଛି।…
Read More...
Read More...
ରାଜ୍ୟରେ ଆଜି ୪୦୯ ପଜିଟିଭ ଚିହ୍ନଟ ଓ ୫ ମୃତ।
ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ…
Read More...
Read More...