Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ରାଜ୍ୟ
୩୦ରୁ ୨୯ ଜିଲ୍ଲାକୁ ଖସିଲା କରୋନା। ଆଜି ୭୪୯ ପଜିଟିଭ ଚିହ୍ନଟ ଓ ୧୬ ମୃତ।
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସ°ଖ୍ୟା। କ୍ରମାନ୍ବୟରେ ୩୦ଟି ଜିଲ୍ଲାରୁ ଚିହ୍ନଟ ହେଉଥିବାବେଳେ ଆଜି ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ…
Read More...
Read More...
ରାଜ୍ୟରେ କହୁଛି କରୋନା। ଆଜି ଆଉ ୭୫୩ ପଜିଟିଭ ଚିହ୍ନଟ।
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଓଡିଶାରେ ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ଆଉ ୭୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୯ ଜଣ ସ୍ଥାନୀୟ ଅଞ୍ଚଳରକ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…
Read More...
Read More...
ଚାଷ ଆମ ଅର୍ଥନୀତିର ମେରୁଦଣ୍ଡ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ ଡାଟାବେସ୍, କୃଷିସାମଗ୍ରୀ ବିକ୍ରେତାମାନଙ୍କ ପାଇଁ ଅନ୍ଲାଇନ ଲାଇସେନ୍ସ ପ୍ରଦାନ, ଦକ୍ଷ କର୍ମଚାରୀ ମାନଙ୍କ ପାଇଁ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଆଦି ବିଭିନ୍ନ ଅନ୍ଲାଇନ…
Read More...
Read More...
ମ୍ୟାଲେରିଆ ସ°କ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ।
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର…
Read More...
Read More...
କ୍ୟାବିନେଟ ବୈଠକରେ ୨୧୪ଟି ଆଇନ ରଦ୍ଧ।
ଭୁବନେଶ୍ୱର,୧୩।୧୧(ଓଡ଼ିଆ ନ୍ୟୁଜ): ୧୯୫୦ ମସିହାରୁ ୨୦୧୧ ମଧ୍ୟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ୨୧୪ଟି ଆଇନକୁ ରଦ୍ଦ କରାଯାଇଛି। ଆଇନ ବିଭାଗ ଦେଇଥିବା ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଅନୁମୋଦନ କରିଛି। ଏ ନେଇ ଓଡ଼ିଶା ରାଜ୍ୟ ବିଧି ଆୟୋଗଙ୍କ ସୁପାରିସକୁ ଗ୍ରହଣ କରି ରାଜ୍ୟ ସରକାର ଓଡ଼ିଶା…
Read More...
Read More...
ଆରମ୍ଭ ହେଲା ଭୋଟର ତାଲିକା ସ°ଶୋଧନ।
ଭୁବନେଶ୍ୱର,୧୩ା୧୧(ଓଡ଼ିଆ ନ୍ୟୁଜ): ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ…
Read More...
Read More...
ରାଜ୍ୟରେ ଶିଳ୍ପାୟନକୁ ତ୍ବରାନ୍ବିତ କରିବା ସହିତ ନିଯୁକ୍ତି ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଶିଳ୍ପାୟନର ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ରାଜ୍ୟରେ ନିଯୁକ୍ତି ସୃଷ୍ଟି କରିବା ଲକ୍ଷ୍ୟରେ ଦ୍ରୁତ ଶିଳ୍ପାୟନ ଲକ୍ଷ୍ୟ ହାସଲ ନିମନ୍ତେ ରାଜ୍ୟ ସରକାରଙ୍କ ସମସ୍ତ ସଂସ୍ଥାକୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ…
Read More...
Read More...
ରାଜ୍ୟରେ ଆଜି ୧୪୭୦ ପଜିଟିଭ ଚିହ୍ନଟ ଓ ୧୨ ମୃତ
ଭୁବନେଶ୍ବର,୩୧/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୯୦ହଜାର ୧୧୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୧୭…
Read More...
Read More...
ପୁଣି ଏକ ଲଘୁଚାପ। ଓଡିଶାକୁ ପ୍ରଭାବ ନାହିଁ।
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଓଡିଶାରେ ଏହାର କୌଣସି ପ୍ରଭାବ ରହିବ ନାହିଁ। ତାହା ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ ଉପକୂଳ ଆଡ଼କୁ…
Read More...
Read More...
ରାଜ୍ୟରେ ଆଜି ୧୫୪୭ ପଜିଟିଭ ଚିହ୍ନଟ ଓ ୧୧ ମୃତ
ଭୁବନେଶ୍ୱର,୩୦ା୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୯୧ ଜଣ…
Read More...
Read More...