banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୨୪୨୩ ପଜିଟିଭ ଚିହ୍ନଟ ଓ ୧୮ ମୃତ।

ଭୁବନେଶ୍ୱର,୧୨ା୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୪୨୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୧୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨କୁ…
Read More...

ଆସନ୍ତାକାଲି ନରସାପୁର-ବିଶାଖାପାଟଣା ମଧ୍ୟରେ ଅତିକ୍ରମ କରିବ ବାତ୍ୟା।

ଭୁବନେଶ୍ବର : ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରି ଏବେ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୩୦୦କିମି, ଆନ୍ଧ୍ରପ୍ରଦେଶର କାକିନଡ଼ାଠାରୁ ଦକ୍ଷିଣ ପୂର୍ବରେ ୩୫୦ କିମି ଏବଂ ନରସାପୁରଠାରୁ…
Read More...

ରାଜ୍ୟରେ ଆଜି ୨୫୪୬ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୧୧/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୫୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦୪ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୦୪୨ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି। ସେଥିରୁ…
Read More...

ଅବପାତ ରୂପନେଲା ଲଘୁଚାପ। ଆସନ୍ତା କାଲିଠାରୁ ବର୍ଷା।

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ…
Read More...

ରାଜ୍ୟରେ ଆଜି ପୁଣି ୨୮୫୪ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ୱର, ୧୦।୧୦(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୨୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୯୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ ରେ…
Read More...

ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଚାଲିବ ଆଉ ଦୁଇଟି ସ୍ବତନ୍ତ୍ର ଟ୍ରେନ।

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ଓଡ଼ିଶାରୁ ନୂଆଦିଲ୍ଲୀକୁ ଗଡିବ ଆଉ ୨ଟି ସ୍ବତନ୍ତ୍ର ଟ୍ରେନ। ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ଏହି ଟ୍ରେନ ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ ତାରିଖରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ…
Read More...

ପାରାଦୀପ ପେଲେଟ୍‍ ପ୍ଲାଣ୍ଟର କ୍ଷମତା ବୃଦ୍ଧି ଓ କଳିଙ୍ଗନଗର ଷ୍ଟିଲ୍‍ ହବରେ ପୁଞ୍ଜିନିବେଶ ପାଇଁ ଏ୍‍ଏମ୍‍ଏନ୍‍ଏସ୍‍କୁ…

ଭୁବନେଶ୍ୱର : ଆର୍ସେଲର ମିତଲ ଓ ନିପନ ଷ୍ଟିଲ୍‍ କମ୍ପାନୀର ବରିଷ୍ଠ ଅଧିକାରୀ, ଇସ୍ପାତ୍‍ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକରେ ଯୋଗଦେବା ଅବସରରେ ପାରାଦୀପ ପେଲେଟ୍‍ ପ୍ଲାଣ୍ଟର କ୍ଷମତା ବୃଦ୍ଧି ଓ କଳିଙ୍ଗନଗର ଷ୍ଟିଲ୍‍ ହବରେ ପୁଞ୍ଜିନିବେଶ କରିବା ପାଇଁ ଆର୍ସେଲର…
Read More...

କୋଭିଡ ପରିଚାଳନାରେ ରାଜ୍ୟ ସରକାର ଫେଲ୍, ତଥ୍ୟ ଲୁଚାଉଛନ୍ତି : ବିଜେପି

ଭୁବନେଶ୍ୱର: କୋଭିଡ ପରିଚାଳନାରେ ରାଜ୍ୟସରକାର ସଂପୂର୍ଣ୍ଣ ଭାବେ ଫେଲ୍‍ ମାରିଛନ୍ତି। ରାଜ୍ୟରେ ପ୍ରତିଦିନ କୋଭିଡ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଅନ୍ୟପଟେ କୋଭିଡ ମୃତ୍ୟୁ ସଂଖ୍ୟାକୁ ସରକାର ଲୁଚାଇ କମ୍‍ ମୃତ୍ୟୁ ହେଉଛି ବୋଲି ଦର୍ଶାଉଛନ୍ତି। ଏଭଳି ଏକ ସଙ୍କଟ ସମୟରେ ରାଜ୍ୟସରକାର ରାଜ୍ୟରେ…
Read More...

ବିଧାନସୌଧର କମ୍ପୁଟରୀକରଣ ପ୍ରକ୍ରିୟା ଆରମ୍ଭ।

ଭୁବନେଶ୍ୱର,୯/୧୦(ଓଡ଼ିଆ ନ୍ୟୁଜ): ଓଡ଼ିଶା ବିଧାନସୌଧକୁ କମ୍ପ୍ୟୁଟରୀକରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ତାଙ୍କ ପ୍ରକୋଷ୍ଠରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁଯାୟୀ ବିଧାନସୌଧରେ ୱାଇ-ଫାଇ ଲାନ୍‍ ଓ ଭିଡ଼ିଓ…
Read More...

ରାଜ୍ୟରେ ଆଜି ପୁଣି ୨୬୯୭ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ୱର,୯ା୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୬୯୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୭୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୬, ୮୩୯ରେ…
Read More...