banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୩୧୪୪ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୮।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୧୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ସ୍ଥାନୀୟ ଅଞ୍ଚଳର ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…
Read More...

ଅବପାତ ରୂପ ନେବ ଲଘୁଚାପ। ବର୍ଷା ସାଙ୍ଗକୁ ୫୦ କିମି ପବନ ବହିବା ସମ୍ଭାବନା।

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ର ପ୍ରଦେଶ…
Read More...

କୃଷି ଉପରେ ଠିକ୍ ତଥ୍ୟ ଦେଉନାହାନ୍ତି ରାଜ୍ୟ ସରକାର।

ଭୁବନେଶ୍ୱର,୭ା୧୦(ବ୍ୟୁରୋ):ମୁଲତବୀ ପ୍ରସଙ୍ଗକୁ ଗ୍ରହଣ କରା ନ ଯିବା ଏବଂ ଖଣି ଦୁର୍ନୀତି ପ୍ରସଙ୍ଗ ଉପରେ ଆଲୋଚନା ନ ହେବାରୁ ମଙ୍ଗଳବାର ବିଧାନସଭାରେ ଦିନସାରା ହୋହଲ୍ଲା କରିଥିଲା ବିରୋଧୀ ଭାଜପା। ଶୂନ୍ୟକାଳରୁ ଆରମ୍ଭ କରି ଅଧିବେଶନ ଚାଲିବା ପର୍ଯ୍ୟନ୍ତ ଗୃହର କୌଣସି ଆଲୋଚନାରେ ଅଂଶଗ୍ରହଣ କରି…
Read More...

ଭୁବନେଶ୍ୱର ପେଟ୍ରୋଲ ଟାଙ୍କିରେ ଭୟାବହ ଅଗ୍ନିକାଣ୍ଡ। ବିସ୍ଫୋରଣରେ ଥରିଲା ରାଜଧାନୀ।

ଭୁବନେଶ୍ଵର : ରାଜଧାନୀର ପ୍ରମୁଖ ସ୍ଥାନ ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପେଟ୍ରୋଲ ପମ୍ପରେ ଥିବା ସିଏନଜି ଷ୍ଟକରେ ନିଆଁ ଲାଗି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ଲିଭାକାର୍ଯ୍ୟ ଜାରି ରଖିଛି।…
Read More...

ରାଜ୍ୟରେ ଆଜି ୨୯୯୫ ପଜିଟିଭ ଚିହ୍ନଟ ଓ ୧୮ ମୃତ।

ଭୁବନେଶ୍ୱର,୭।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୯୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ…
Read More...

ଆସନ୍ତା ଅପ୍ରେଲ ସୁଦ୍ଧା ସବୁ ପଞ୍ଚାୟତକୁ ହାଇସ୍ପିଡ ଇଣ୍ଟରନେଟ।

ଭୁବନେଶ୍ବର: ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ୫‘ଟି’ ଆଧାାରରେ ସମସ୍ୟା ପରିବର୍ତ୍ତନ ଉଦ୍ଦେଶ୍ୟରେ ଗଠିତ ରାଜ୍ୟସ୍ତରୀୟ ରୂପାୟନ କମିଟିର ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଆସନ୍ତା ୨୦୨୧ ଅପ୍ରେଲ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମପଞ୍ଚାୟତକୁ ହାଇ ସ୍ପିଡ୍‌ ଇଣ୍ଟରନେଟ୍‌…
Read More...

ବିଧାନସଭାରେ ପାରିତ ହେଲା ପାଞ୍ଚଟି ବିଲ୍।

ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୦ ମଙ୍ଗଳବାର ବହୁ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ଏହି ବିଲ୍‌ ପାରିତ ହୋଇଛି। ଭାଜପା ଓ କ°ଗ୍ରେସ ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରି ବିଲ୍‌କୁ ବିରୋଧ କରିଥିଲେ। ଏହି ବିଲ ପାରିତ…
Read More...

ରାଜ୍ୟରେ ପୁଣି ପ୍ରବଳ ବର୍ଷା ହେବ।

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ, ରାୟଗଡା, ମାଲକାନଗିରି,…
Read More...

ରାଜ୍ୟରେ ଆଜି ୨୬୭୩ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା କମିବାରେ ଲାଗିଛି ଯାହା ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର । ମଙ୍ଗଳବାର ପୁଣି ୨୬୭୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮,୦୦୩କୁ ବୃଦ୍ଧି ପାଇଛି। ସେମାନଙ୍କ…
Read More...

ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ୨୬୧୭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ଵର,୫/୧୦(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ସହ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ରାଜ୍ୟରୁ ଆଉ ୨୬୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨୧ ଓ ସ୍ଥାନୀୟ ଅଞ୍ଚଳରୁ…
Read More...