Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ତିନୋଟି ଶକ୍ତିପୀଠର ହେବ ଉନ୍ନତି କରଣ
ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି…
Read More...
Read More...
ଝଡ଼ ବର୍ଷାରେ ୧୧ ଗୋରୁ ମୃତ
ଭୁବନେଶ୍ୱର : ଦୀର୍ଘ ୪ ମାସ ପରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁ ସମଗ୍ର ରାଜ୍ୟ ଥଣ୍ଡା ପଡ଼ିଛି। କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପଶ୍ଚିମ ଓଡ଼ିଶାର ବଲାଙ୍ଗୀର,…
Read More...
Read More...
କରୋନା ଭଳି ବଢୁଛି ନୂତନ ଭାଇରସ୍
ନୂଆଦିଲ୍ଲ : ଦେଶରେ ଏଚ୍୩ଏନ୍୨ ଇନ୍ଫ୍ଲୁଏଞ୍ଜା ଭାଇରସ ବୃଦ୍ଧି ପାଉଛି। ତେବେ ମହାରାଷ୍ଟ୍ର ବର୍ତ୍ତମାନ ସମୟରେ ଏହି ଭାଇରସ କରୋନା ଭଳି ଦ୍ରୁତ ଗତିରେ ବଢୁଛି। ଏହାକୁ ନେଇ ସମସ୍ତ ହସ୍ପିଟାଲକୁ ସତର୍କ ରହିବାକୁ କୁହାଯାଇଛି। ଲୋକମାନେ ପୁଣି ଥରେ ମାସ୍କ ପିନ୍ଧିବା ଆରମ୍ଭ କରିଛନ୍ତି।…
Read More...
Read More...
ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ
ଭୁବନେଶ୍ବର : ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ୩ ମାସ ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଲିଖିତ ପ୍ରତିଶ୍ରୁତି ମିଳିବା ପରେ ସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।…
Read More...
Read More...
କିମ୍ସ କ୍ୟାନ୍ସର୍ ସେଣ୍ଟରରେ ଆରମ୍ଭ ହେଲା ରେଡିଏସନ୍ ଅଙ୍କୋଲୋଜି କ୍ଲିନିକାଲ୍ ସେବା
ଭୁବନେଶ୍ୱର : କର୍କଟ ରୋଗୀଙ୍କ ପାଇଁ ଖୁସି ଖବର । ମାର୍ଚ୍ଚ ୧୪ ତାରିଖଠାରୁ ଆରମ୍ଭ ହୋଇଛି କିମ୍ସ କ୍ୟାନ୍ସର୍ ସେଣ୍ଟରର ରେଡିଏସନ୍ ଅଙ୍କୋଲୋଜି କ୍ଲିନିକାଲ ସେବା । ଏଠାରେ ଏଣିକି କର୍କଟ ରୋଗୀଙ୍କ ପାଇଁ ରେଡିଓଥେରାପୀ ଅଭ୍ୟାସ ଏବଂ ଏଥିସହ ସଂଶ୍ଳିଷ୍ଟ ଗବେଷଣା କାର୍ଯ୍ୟ ଓ ରୋଗୀ ସେବା…
Read More...
Read More...
ସାଧାରଣ ବଣ୍ଟନ ବ୍ୟବସ୍ଥା ସୁପରିଚାଳନାରେ ଓଡ଼ିଶା ନମ୍ବର ୧
ଭୁବନେଶ୍ବର : ସାଧାରଣ ବଣ୍ଟନ ବ୍ୟବସ୍ଥାର ସୁପରିଚାଳନାରେ ଓଡ଼ିଶା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଆସୁଛି। କେନ୍ଦ୍ର ସରକାରଙ୍କ(୨୦୨୨) ଦ୍ୱାରା ପ୍ରକାଶିତ ସଦ୍ୟତମ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)ରାଜ୍ୟ ମାନ୍ୟତା ସୂଚକାଙ୍କରେ ଦେଶର ୧ ନମ୍ବର ରାଜ୍ୟ ଭାବେ…
Read More...
Read More...
ଆଜିଠାରୁ ଡ୍ରାଇଭର ମହାସଂଘର ଷ୍ଟିୟରି° ଛାଡ ଆନ୍ଦୋଳନ
ଭୁବନେଶ୍ୱର : ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନସନ, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର ଓ ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି ଉଠାଇ ଆନ୍ଦୋଳନର ଡାକରା ଦେଇଛି ମହାସଂଘ।…
Read More...
Read More...
ଅନଲାଇନ ଆଧାର ସଂଶୋଧନ ଏବେ ମାଗଣା
ଭୁବନେଶ୍ୱର : ଏବେ ଆଧାର କାର୍ଡ ସଂସୋଧନ ପାଇଁ କୌଣସି ଶୁଳ୍କ ଦେବାକୁ ପଡିବ ନାହିଁ । କିଛି ଦିନ ପାଇଁ ମାଗଣାରେ ଆଧାର ସଂଶୋଧନ କରିବା ପାଇଁ ଲୋକଙ୍କୁ ସୁଯୋଗ ଦେଇଛି ୟୁଆଇଡିଏଆଇ । ଏହା କେବଳ ଅନଲାଇନ୍ ଆଧାର ଅପଡେଟ୍ ପାଇଁ ଲାଗୁ ହୋଇଛି । ଯଦି ଆପଣଙ୍କ ଆଧାର କାର୍ଡରେ କୌଣସି ତ୍ରୁଟି ରହିଯାଇଛି…
Read More...
Read More...
ବଦଳିବ ଆପାର୍ଟମେଣ୍ଟ ଅଧିନିୟମ, ମାଲିକାନା ଦ୍ବନ୍ଦ ଦୂର ହେବ
ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଅଧିନିୟମ-୧୯୮୨ ଏବଂ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୧୯୯୨ କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏଥିରେ ଅନେକ ତ୍ରୁଟିବିଚ୍ୟୁତି ଥିବାରୁ ରାଜ୍ୟ ସରକାର ଏଥିପାଇଁ ନୂଆ ଆଇନ ଆଣିବେ। ନୂତନ ଆଇନ କାର୍ଯ୍ୟକାରୀ ହେଲେ ବ୍ୟକ୍ତିଗତ ଆପାର୍ଟମେଣ୍ଟ…
Read More...
Read More...
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ,…
Read More...
Read More...