banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ୩୨୩୫ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୨୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧୫ ସଙ୍ଗରୋଧ କେନ୍ଦ୍ରରୁ ୧୩୨୦ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଛି। ସେଥିରୁ ୧,୭୩,୫୭୧ ଜଣ…
Read More...

ରାଜ୍ୟରେ ଆଜି ପୁଣି ୩୯୨୨ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୨୭/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୯୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୦୯ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୬୧୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨, ୦୯, ୩୭୪ ରେ ପହଞ୍ଚିଛି।…
Read More...

ପରୀକ୍ଷା ପାଇଁ ଚାଲିବ ସ୍ବତନ୍ତ୍ର ଟ୍ରେନ।

ଭୁବନେଶ୍ୱର,୨୬ା୯(ଓଡ଼ିଆ ନ୍ୟୁଜ): ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ଆସନ୍ତା ୩ ତାରିଖରେ ରାଜ୍ୟରେ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ରେଳ…
Read More...

ରାଜ୍ୟରେ ଆଜି ୪୩୫୬ ପଜିଟିଭ ଚିହ୍ନଟ , ୪୭୬୧ ସୁସ୍ଥ ଓ ୧୬ ମୃତ।

ଭୁବନେଶ୍ୱର,୨୬/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୩୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୨୯ ଓ ୧୮୨୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫,୪୫୨ରେ ପହଞ୍ଚିଛି। ସେଥିରୁ ୩୯,୧୮୪ ଜଣ…
Read More...

ଭାରତ ବନ୍ଦରେ ବିକ୍ଷୋଭ କରି ଆମ ଅଧିକାରର କର୍ମୀମାନେ ଗିରଫ

ଭୁବନେଶ୍ୱର, ୨୫/୯(ଓଡ଼ିଆ ନ୍ୟୁଜ) : କେନ୍ଦ୍ର ସରକାର ସଂସଦରେ ଗୃହିତ କରାଇଥିବା କୃଷକ ବିରୋଧୀ କଳାବିଲ୍ ବାତିଲ୍ କରିବା ଦାବୀରେ ବିଭିନ୍ନ କୃଷକ ଓ ଗଣସଂଗଠନ ଗୁଡ଼ିକ ପକ୍ଷରୁ ଆହୂତ ଭାରତ ବନ୍ଦରେ ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ ‘ଆମ ଅଧିକାର’ ଆଜି ସାମିଲ୍ ହୋଇଥିଲା । ସଂଗଠନର ୫୦ରୁ…
Read More...

ରାଜ୍ୟରେ ଆଜି ପୁଣି ୪୨୦୮ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ୱର,୨୫/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୬୨ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୭୪୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬କୁ ବୃଦ୍ଧି ପାଇଛି। ସେଥିରୁ…
Read More...

ସମ୍ ଅଲ୍ଟିମେଟ ମେଡିକେୟାରରେ କିଡନୀ ପ୍ରତ୍ୟାରୋପଣ।

ଭୁବନେଶ୍ୱର,୨୫/୯(ଓଡ଼ିଆ ନ୍ୟୁଜ): କରୋନା ମହାମାରୀ ଜଟିଳ ପରିସ୍ଥିତିରେ ସମ୍‍ ଅଲ୍ଟିମେଟ୍‍ ମେଡିକେୟାରରେ ଦୁଇଟି କିଡ୍‍ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି। ଉଭୟ ରୋଗୀ ଜଟିଳ କିଡ୍‍ନୀ ରୋଗର ପଞ୍ଚମ ସ୍ତରରେ ଥିବାରୁ ସେମାନଙ୍କର ସପ୍ତାହକୁ ୩ ଥର ହେମୋଡାଏଲେସିସ୍‍ କରାଯାଉଥିଲା। ସମସ୍ତ…
Read More...

ବରଦା ପ୍ରସନ୍ନ ଦାସ ହେଲେ ଅତିରିକ୍ତ ନିର୍ଦ୍ଦେଶକ।

ଭୁବନେଶ୍ଵର,୨୫/୯(ଓଡ଼ିଆ ନ୍ୟୁଜ):ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦୀର୍ଘ ଦିନଧରି ଖାଲିଥିବା ଅତିରିକ୍ତ ନିର୍ଦ୍ଦେଶକ ପଦ ପୂରଣ ହୋଇଛି। ବରଦା ପ୍ରସନ୍ନ ଦାସଙ୍କୁ ଲୋକ ସମ୍ପର୍କ ବିଭାଗର ନୂଆ ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରକାଶ ଥାଉକି ଶ୍ରୀଯୁକ୍ତ ଦାସ ଟିଟିଲାଗଡରେ…
Read More...

କୃଷି, କୃଷକ ବିରୋଧୀ ବିଲ୍ ଆନ୍ଦୋଳନ ଚାଲୁ ରହିବ : ଶେଷଦେବ ନନ୍ଦ ଭାରତ ବନ୍ଦରେ ନବନିର୍ମାଣ କୃଷକ ସଂଗଠନ ଓ ଯୁବଛାତ୍ର…

ଭୁବନେଶ୍ୱର,୨୫/୯(ଓଡ଼ିଆ ନ୍ୟୁଜ) : ସାରା ଭାରତରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଚାଷୀଙ୍କ ସ୍ୱାର୍ଥ ବିରୋଧରେ ପାରିତ ଦୁଇ କୃଷି ବିଲ୍‌କୁ ବିରୋଧ କରି ଆଜି ଭାରତ ବନ୍ଦ ପାଳିତ ହୋଇଥିଲା ବେଳେ ନବନିର୍ମାଣ କୃଷକ ସଂଗଠନ ଓ ଯୁବଛାତ୍ର ସଂଗଠନ ତରଫରୁ ଭୁବନେଶ୍ୱରରେ ବନ୍ଦ ପାଳନ ପାଇଁ ଉଦ୍ୟମ…
Read More...

ରାଜ୍ୟରେ ଆଜି ପୁଣି ୪୨୩୭ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ବର,୨୩/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧,୭୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ,୯୨, ୫୪୮କୁ ବୃଦ୍ଧି ହୋଇଛି। ଏ ନେଇ…
Read More...