banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୪୧୮୯ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ୱର,୨୨/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୧୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ୧୭୩୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ ରେ ପହଞ୍ଚିଛି। ସେଥିରୁ…
Read More...

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର, ୨୨।୯(ଓଡ଼ିଆ ନ୍ୟୁଜ): ଓଏଏସ ସ୍ତରରେ ସୋମବାର ଛୋଟ ଧରଣର ଅଦଳ ବଦଳ ହୋଇଛି। ସାଧାରଣ ପ୍ରଶାନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଜାରି ବିଜ୍ଞପ୍ତି ଅନୁଯାୟୀ ୮ଜଣ ଅଧିକାରୀଙ୍କ ବଦଳି ହୋଇଛି। କିଶୋର ଚନ୍ଦ୍ର ଦାସଙ୍କୁ ବାଣିଜ୍ୟ ଓ ପରିବହନ…
Read More...

ରାଜ୍ୟରେ ଆଜି ପୁଣି ୪୨୪୨ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ୱର,୨୧/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୪୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୦୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭୩୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨କୁ ବୃଦ୍ଧି…
Read More...

ରାଜ୍ୟରେ ଆଜି ପୁଣି ୪୩୩୦ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ୱର,୨୦/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୩୩୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୫୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିଲାବେଳେ ୧୭୭୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦କୁ ବୃଦ୍ଧି…
Read More...

ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା। କେଉଁ ଜିଲ୍ଲାରେ କେତେ ଜାଣନ୍ତୁ।

ଭୁବନେଶ୍ୱର,୨୦/୯(ଓଡ଼ିଆ ନ୍ୟୁଜ): ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ୨୪ଘଣ୍ଟା ଭିତରେ ଏହା ଘନୀଭୂତ ହେବା ସହିତ ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ…
Read More...

କରୋନାରୁ କେମିତି ହେବେ ଆରୋଗ୍ୟ। ପଢନ୍ତୁ ଡାକ୍ତରଙ୍କ ପରାମର୍ଶ।

ଭୁବନେଶ୍ୱର,୨୦/୯(ଓଡ଼ିଆ ନ୍ୟୁଜ): ଭାରତରେ କରୋନା ସ°କ୍ରମିତଙ୍କ ସ°ଖ୍ୟା ହୁହୁ ହୋଇ ବଢ଼ିବାରେ ଲାଗିଛି। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତ ବହୁ ଭଲ ରହିଛି। ଓଡିଶାରେ ଆରୋଗ୍ୟଙ୍କ ସ°ଖ୍ୟା ଅଧିକ ଥିବାବେଳେ ମୃତ୍ୟୁ ହାର ବହୁତ କମ୍ ରହିଛି। ଓଡ଼ିଶାରେ ୮୦ ପ୍ରତିଶତ କରୋନା ପଜିଟିଭ୍‍…
Read More...

ଶିକ୍ଷା ବ୍ୟବସ୍ଥାର ଉନ୍ନତି ପାଇଁ ଅଣ୍ଟା ଭିଡିଲେ ୫ ଟି ସଚିବ।

ଭୁବନେଶ୍ୱର,୧୯/୯(ଓଡ଼ିଆ ନ୍ୟୁଜ): ଓଡ଼ିଶାର ସାଢେ ୪ କୋଟି ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା କରିଛନ୍ତି। ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନାରେ ଗରିବ ଲୋକମାନଙ୍କ ପାଖରେ ପହଞ୍ଚୁଛି ସରକାରୀ ସହାୟତା। ସମସ୍ତ କାର୍ଯ୍ୟକୁ ତଦାରଖ କରିବା ପାଇଁ…
Read More...

ରାଜ୍ୟରେ ଆଜି ପୁଣି ୪୨୦୯ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ୱର,୧୯ା୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୦୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦କୁ ବୃଦ୍ଧି ପାଇଛି । ଏନେଇ…
Read More...

ଅକ୍ଟୋବର ୧୨ ରୁ ଓଜେଇଇ।

ଭୁବନେଶ୍ୱର, ୧୮।୯(ଓଡ଼ିଆ ନ୍ୟୁଜ)-: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ମୋଡ୍‌ରେ ହେବ।…
Read More...

ରାଜ୍ୟରେ ଆଜି ପୁଣି ୪୧୮୦ ପଜିଟିଭ ଚିହ୍ନଟ ଓ ୧୩ ମୃତ।

ଭୁବନେଶ୍ୱର,୧୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୧୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୬୬ଜଣ ଚିହ୍ନଟ ହୋଇଥିବା ବେଳେ ୧୭୧୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି। ଏନେଇ…
Read More...