Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ରାଜ୍ୟ
ରାଜ୍ୟରେ ଆଜି ପୁଣି ୪୧୮୦ ପଜିଟିଭ ଚିହ୍ନଟ ଓ ୧୩ ମୃତ।
ଭୁବନେଶ୍ୱର,୧୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୧୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୬୬ଜଣ ଚିହ୍ନଟ ହୋଇଥିବା ବେଳେ ୧୭୧୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି। ଏନେଇ…
Read More...
Read More...
୨୧ ଓ ୨୨ରେ ପ୍ରବଳ ବର୍ଷା।
ଭୁବନେଶ୍ୱର,୧୭ା୯(ଓଡ଼ିଆ ନ୍ୟୁଜ): ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଏବଂ ପୁରୀ…
Read More...
Read More...
ରାଜ୍ୟରେ ଆଜି ଆଉ ୩୬୦୭ ଜଣ ସୁସ୍ଥ।
ଭୁବନେଶ୍ୱର,୧୭।୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗୀରରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡରୁ…
Read More...
Read More...
ଦୈତନଗରୀ ଚିକିତ୍ସା ସୁବିଧା ସାରା ରାଜ୍ୟ ପାଇଁ ଉଦ୍ଦିଷ୍ଟ : ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୭ା୯(ଓଡ଼ିଆ ନ୍ୟୁଜ): କଟକ ଓ ଭୁବନେଶ୍ୱରରେ ଥିବା କୋଭିଡ୍ ହସ୍ପିଟାଲକୁ ରୋଗୀ ପଠାଇବା ନେଇ ସରକାର ବାରଣ କରିନାହାନ୍ତି। ସରକାର ଦ୍ୱୈତ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କହିଛନ୍ତି।…
Read More...
Read More...
ରାଜ୍ୟରେ ଆଜି ପୁଣି ୪୨୪୧ ପଜିଟିଭ ଚିହ୍ନଟ ଓ ୧୩ ମୃତ।
ଭୁବନେଶ୍ବର,୧୭/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୪୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୩୯ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧କୁ…
Read More...
Read More...
କରୋନା ଓ ବିଭିନ୍ନ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ଭୁବନେଶ୍ଵର,୧୬/୯(ଓଡ଼ିଆ ନ୍ୟୁଜ): ରାଜ୍ୟର ଅନ୍ୟ ଅଞ୍ଚଳମାନଙ୍କରେ କୋଭିଡ ନିୟମର କଡାକଡି ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନଥିବାରୁ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ କୋଭିଡ ନିୟମ କାର୍ଯ୍ୟକାରିତା ଉପରେ ପୋଲିସ…
Read More...
Read More...
ବନ୍ୟାଞ୍ଚଳ ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍।
ଭୁବନେଶ୍ୱର,୧୬ା୯(ଓଡ଼ିଆ ନ୍ୟୁଜ): ଓଡ଼ିଶାର ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ବୁଧବାର ୭ ଜଣିଆ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ(ବାମପନ୍ଥୀ ଉଗ୍ରବାଦ ମୁକାବିଲା ବ୍ୟାପାର) ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଅନ୍ତଃ…
Read More...
Read More...
ରାଜ୍ୟରେ ଆଜି ପୁଣି ୪୨୭୦ ପଜିଟିଭ ଚିହ୍ନଟ ଓ ୧୧ ମୃତ।
ଭୁବନେଶ୍ବର,୧୬/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। ବୁଧବାର ରାଜ୍ୟର ୩୦ଟି ଜିଲ୍ଲାରୁ ୪୨୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୯୨ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଫଳରେ…
Read More...
Read More...
ରାଜ୍ୟ କ୍ୟାବିନେଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି।
ଭୁବନେଶ୍ୱର,୧୫।୯(ଓଡ଼ିଆ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭିଡିଓ କନ୍ଫରେନ୍ହି ମାଧ୍ୟମରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ…
Read More...
Read More...
ରାଜ୍ୟରେ ଆଜି ପୁଣି ୩୬୪୫ ପଜିଟିଭ ଚିହ୍ନଟ ଓ ୮ ମୃତ।
ଭୁବନେଶ୍ୱର,୧୫/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୬୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୫୧ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଛି।…
Read More...
Read More...