banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୩୯୯୧ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ୱର,୧୦/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧୫ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୭୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧କୁ ବୃଦ୍ଧି…
Read More...

ପୁଣି ଏକ ଲଘୁଚାପ।

ଭୁବନେଶ୍ୱର : ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି ବୋଲି ବୁଧବାର ଜଣାପଡ଼ିଛି। ପଶ୍ଚିମ – କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏହି ଲଘୁଚାପ ଆସୁଛି। ଆସନ୍ତା ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ ଭାରତୀୟ ପାଣି ପାଗ ବିଭାଗ ପକ୍ଷରୁ…
Read More...

ରାଜ୍ୟ ସୂଚନା କମିଶନରଙ୍କୁ ଶପଥପାଠ କରାଇଲେ ରାଜ୍ୟପାଳ।

ଭୁବନେଶ୍ୱର'୯/୯(ଓଡ଼ିଆ ନ୍ୟୁଜ):ରାଜ୍ୟ ସୂଚନା କମିଶନର ଭାବେ ବିକ୍ରମ ସେନାପତି ଓ ଦିଲ୍ଲୀପ କୁମାର ବିଶୋଇ ବୁଧବାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୂଚନା କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଛନ୍ତି । ଆଜି ଅପରାହ୍ନରେ ରାଜଭବନର ଅଭିଷେକ ହଲ୍‌ରେ ଶପଥ ପାଠ ଉତ୍ସବ…
Read More...

କଟକ-ଭୁବନେଶ୍ୱର କରୋନା ସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ପଦକ୍ଷେପ।

ଭୁବନେଶ୍ବର,୯/୯(ଓଡ଼ିଆ ନ୍ୟୁଜ): ଦୌତନଗରୀ କଟକ ଭୁବନେଶ୍ବରରେ କରୋନା ସ୍ଥିତି ଅତ୍ୟନ୍ତ ଗମ୍ଭୀର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ଦୁଇ ସହରର ସ୍ଥିତି ସମୀକ୍ଷା କରିଛନ୍ତି । ଖୁବ୍ ଶୀଘ୍ର ରାଜ୍ୟରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ…
Read More...

ଆସନ୍ତା ୨୩ରେ ବିଧାନସଭା।

ଭୁବନେଶ୍ୱର,୯/୯(ଓଡ଼ିଆ ନ୍ୟୁଜ): ଚଳିତମାସ ୨୩ରୁ ଷୋଡଶ ବିଧାନସଭାର ୪ର୍ଥ ଅଧିବେଶନ ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ ଏହି ଅଧିବେଶନ ୨୩ରୁ ଆରମ୍ଭ ହୋଇ ୩୦ ପର୍ଯ୍ୟନ୍ତ ଅର୍ଥାତ ୮ଦିନ ଚାଲିବ। ଏଥିପାଇଁ ସଦସ୍ୟମାନଙ୍କଠାରୁ ଅଣତାରକା ପ୍ରଶ୍ନ ଲୋଡାଯାଇଛି। କୋଭିଡ଼ ଯୋଗୁଁ…
Read More...

ରାଜ୍ୟରେ ଆଜି ପୁଣି ୩୭୪୮ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ବର,୯/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୭୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୫୩୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଅକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୩୫ ହଜାର…
Read More...

ଆଇଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୯ା୯(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ…
Read More...

ରାଜ୍ୟ ପାଇଁ ଖୁସି ଖବର। ଲକ୍ଷେ ପାରହେଲା ସୁସ୍ଥ ସ°ଖ୍ୟା।

ଭୁବନେଶ୍ୱର,୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟ ପାଇଁ ଖୁସି ଖବର। ରାଜ୍ୟରେ ଆଜି ଲକ୍ଷେ ଟପିଛି କରୋନା ସୁସ୍ଥଙ୍କ ସଂଖ୍ୟା । ଆଜି ୨୭୮୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସ°ଖ୍ୟା     ୧ ,୦୨,୧୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…
Read More...

ରାଜ୍ୟରେ ଆଜି ପୁଣି ୩୪୯୦ ପଜିଟିଭ ଚିହ୍ନଟ ଓ ୧୩ ମୃତ।

ଭୁବନେଶ୍ୱର,୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୪୯୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୦୯୪ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧,୩୯୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨କୁ…
Read More...

ରାଜ୍ୟରେ ଆଜି ପୁଣି ୩୮୬୧ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ୱର,୭/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୮୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୨୭୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧,୫୮୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨କୁ…
Read More...