banner
Breaking
Browsing Category

ରାଜ୍ୟ

ରାଜ୍ୟରେ ଆଜି ପୁଣି ୩୮୧୦ ପଜିଟିଭ ଚିହ୍ନଟ ଓ ୮ ମୃତ।

ଭୁବନେଶ୍ୱର,୬/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୮୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮୬ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୨୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪,୦୩୧ବୃଦ୍ଧି ହୋଇଥିବା ବେଳେ ୯୩,୭୭୪…
Read More...

ରାଜ୍ୟରେ ଆଜି ପୁଣି ୩୫୪୩ ପଜିଟିଭ ଚିହ୍ନଟ ଓ ୭ ମୃତ।

ଭୁବନେଶ୍ଵର,୫/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୫୪୩ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨୧୬୧ଜଣ ଚିହ୍ନଟ ହୋଇଥିବାବେଳେ ୧୩୮୨ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୨୦…
Read More...

ହୀରାକୁଦରେ ବନ୍ଦ ହେଲା ଆଉ ୩ଟି ଗେଟ୍।

ହୀରାକୁଦ,୪/୯(ଓଡ଼ିଆ ନ୍ୟୁଜ): ଉପର ମୁଣ୍ଡରେ ବର୍ଷା କମିଥିବାରୁ ଜଳ ଭଣ୍ଡାରକୁ ଜଳ ପ୍ରବାହ କମିଯାଇଛି। ତେବେ ହୀରାକୁଦର ଡ୍ୟାମର ଆଉ ତିନୋଟି ଫାଟକକୁ ବନ୍ଦ କରାଯାଇଛି। ଏବେ ମୋଟ୍ ୦୬ଟି ଗେଟ୍ ଦେଇ  ବନ୍ୟାଜଳ ନିଷ୍କାସିତ ହେଉଥିବା ଜଣାପଡିଛି। ବାମପଟୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ…
Read More...

ରାଜ୍ୟରେ ଆଜି ଆଉ ୩୨୬୭ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ଵର,୪/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ଆଉ ୩୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୯୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୩୦୬ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୬…
Read More...

ରାଜ୍ୟରେ ଆଜି ପୁଣି ୩୬୩୧ ପଜିଟିଭ ଚିହ୍ନଟ ଓ ୮ ମୃତ।

ଭୁବନେଶ୍ବର,୩/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୬୩୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୧୪ ଜଣ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଖ୍ୟା ୧ ଲକ୍ଷ ୧୩ ହଜାର…
Read More...

ରାଜ୍ୟ କ୍ୟାବିନେଟରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।

ଭୁବନେଶ୍ୱର,୨ା୯(ଓଡ଼ିଆ ନ୍ୟୁଜ): ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ମନ୍ତ୍ରୀ ଭିଡିଓ କନଫରେନସି ମାଧ୍ୟମରେ ଯୋଗ ଦେଇଥିଲେ। କ୍ୟାବିନେଟରେ ଓଡ଼ିଶା ୟୁନିଭର୍ସିଟି ଆକ୍ଟ…
Read More...

ରାଜ୍ୟରେ ଆଜି ପୁଣି ୩୨୧୯ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ବର,୨/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୩୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୨୮୮ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଆଜି ୫ଟାରେ ବସିବ କ୍ୟାବିନେଟ ବୈଠକ।

ଭୁବନେଶ୍ୱର, ୨।୯(ବ୍ୟୁରୋ): ବୁଧବାର ରାଜ୍ୟରେ ୩ଟି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପ୍ରଥମେ ଅପରାହ୍ନ ୫ଟାରେ ଐତିହ୍ୟ କ୍ୟାବିନେଟ ବୈଠକ ବସିବ। ପରେ ୫ଟା ୧୫ରେ କୃଷି କ୍ୟାବିନେଟ ବସିବାକୁ ଥିବାବେଳେ ସାଧାରଣ କ୍ୟାବିନେଟ…
Read More...

କାଲିଠାରୁ ୮ଟି ରୁଟରେ ଚାଲିବ ମୋ ବସ୍।

ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍‌’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା। ଅଧିକ ଡିମାଣ୍ଡ ଥିବା ୮ ଟି ରୁଟ୍‌ରେ ସପ୍ତାହର ସବୁଦିନ ‘ମୋ ବସ୍‌’ ଚଳାଚଳ କରିବ। ଏହି ରୁଟ୍‌ଗୁଡିକ…
Read More...

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୧।୯ (ବ୍ୟୁରୋ):  ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୨୫ ଜଣ ଓଏଏସ୍‌ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ, କୃଷ୍ଣପ୍ରସାଦ ପତିଙ୍କୁ…
Read More...